ମାର୍କଲିଖିତ ସୁସମାଚାର 6:43 · ଓଡ଼ିଆ ବାଇବେଲ
ସମସ୍ତେ ଖାଇ ସାରିବା ପରେ ଶିଷ୍ଯମାନେ ବଳକା ରୋଟୀ ଖଣ୍ଡ ଓ ମାଛ ଖଣ୍ଡଗୁଡିକୁ ବାରଟି ଟୋକଇେ ରେ ସଂପୂର୍ଣ୍ଣ କରି ଭର୍ତ୍ତି କଲେ।
Cross references
ମାର୍କଲିଖିତ ସୁସମାଚାର 8:19
ମୁଁ ଯେତବେେଳେ ପାଞ୍ଚ ହଜାର ଲୋକଙ୍କ ପାଇଁ ପାଞ୍ଚଟି ରୋଟୀ ଖଣ୍ଡ ଖଣ୍ଡ କରି ତୁମ୍ଭକୁ ଦଇେଥିଲି, ମନେ ପକଇେଲ, ତୁମ୍ଭମାନେେ କତେୋଟି ଟୋକଇେ ରେ ବଳକା ରୋଟୀ ଖଣ୍ଡତକ ଭର୍ତ୍ତି କରିଥିଲ?