ମାର୍କଲିଖିତ ସୁସମାଚାର 6:49 · ଓଡ଼ିଆ ବାଇବେଲ
ସେତବେେଳେ ତାହାଙ୍କ ଶିଷ୍ଯମାନେ ତାହାଙ୍କୁ ହ୍ରଦ ଉପରେ ଚାଲୁଥିବାର ତେଖି ତାହାଙ୍କୁ ଭୂତ ବୋଲି ଭାବି ନେଲେ। ସମାନେେ ଚିତ୍କାର କରିବାକୁ ଲାଗିଲେ।
Cross references
ଆୟୁବ ପୁସ୍ତକ 4:14
ମୁଁ ଭୟଭୀତ ହଲିେ ଓ ମାରେ ହାତସବୁ ଥରିଲା।
ଆୟୁବ ପୁସ୍ତକ 9:8
ପରମେଶ୍ବର ଏକାକୀ ଆକାଶକୁ ବିସ୍ତାର କରିଛନ୍ତି। ପରମେଶ୍ବର ସମୁଦ୍ରର ତରଙ୍ଗ ଉପରେ ଚାଲନ୍ତି।
ମାଥିଉଲିଖିତ ସୁସମାଚାର 14:25
ଯୀଶୁ ହ୍ରଦ ଉପରେ ଚାଲିକରି ରାତ୍ରିର ଚତୁର୍ଥ ପ୍ରହର ରେ ଶିଷ୍ଯମାନଙ୍କ ପାଖ ରେ ଯାଇ ପହନ୍ଚିଲେ।
ଲୂକଲିଖିତ ସୁସମାଚାର 24:37
ଏଥି ରେ ଶିଷ୍ଯମାନେ ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ ଡରିଗଲେ। ସମାନେେ ଭାବିଲେ ଯେ, ସମାନେେ ଗୋଟିଏ ଭୂତ ଦେଖୁଛନ୍ତି।