Home Bibles ମାର୍କଲିଖିତ ସୁସମାଚାର 6:51 · ଓଡ଼ିଆ ବାଇବେଲ
ମାର୍କଲିଖିତ ସୁସମାଚାର 6:51 · ଓଡ଼ିଆ ବାଇବେଲ

ତା'ପରେ ସେ ଶିଷ୍ଯମାନଙ୍କ ସହିତ ଡଙ୍ଗା ରେ ଚଢିଗଲେ। ପବନ ବନ୍ଦ ହାଇଗେଲା। ଏଥି ରେ ସମାନେେ ଆଶ୍ଚର୍ୟ୍ଯ ହାଇଗେଲେ।

Cross references

ଗୀତସଂହିତା 93:3

ସଦାପ୍ରଭୁ, ସମୁଦ୍ରସବୁ ଘଡ଼ଘଡ଼ି ଭଳି ଧ୍ବନି ବାହାର କଲେ। ସମୁଦ୍ରସବୁ ସମାନଙ୍କେର ଢ଼େଉ ଭାଙ୍ଗି ଗର୍ଜ୍ଜନ କଲେ।

ଗୀତସଂହିତା 107:28

ତବେେ ସମାନେେ ଆପଣା ସଙ୍କଟ ସମଯରେ ସଦାପ୍ରଭୁଙ୍କଠାରେ ସହାୟତା ପାଇଁ କାକୁକ୍ତି କଲେ ଏବଂ ତହିଁରେ ପରମେଶ୍ବର ସମାନଙ୍କେୁ ସଙ୍କଟରୁ ଉଦ୍ଧାର କଲେ।

ମାଥିଉଲିଖିତ ସୁସମାଚାର 8:26

ଯୀଶୁ ସମାନଙ୍କେୁ କହିଲେ, ହେ ଅଳ୍ପ ବିଶ୍ବାସୀଗଣ, ତୁମ୍ଭେ ସବୁ ଏତେ ଡରିଯାଉଛ କାହିଁକି? ତା'ପରେ ଯୀଶୁ ଉଠିଲେ। ସେ ପବନ ଓ ଲହଡିକୁ ଧମକ ଦେଲେ। ପବନ ବନ୍ଦ ହାଇଗେଲା। ହ୍ରଦ ଶାନ୍ତ ହାଇଗେଲା। ତା'ପରେ ସଠାେରେ ସମ୍ପୂର୍ଣ୍ଣ ନୀରବତା ଆସିଗଲା।

ମାଥିଉଲିଖିତ ସୁସମାଚାର 14:28

ପିତର କହିଲେ, ପ୍ରଭୁ, ଏହା ଯଦି ତୁମ୍ଭେ, ତବେେ ମାେତେ ପାଣି ଉପରେ ଚାଲି ତୁମ୍ଭ ନିକଟକୁ ୟିବାକୁ ଆଦେଶ ଦିଅ।

ମାର୍କଲିଖିତ ସୁସମାଚାର 1:27

ଏହା ଦେଖି ଲୋକେ ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ ପରସ୍ପର କୁହାକୁହି ହେଲେ, ଏଠା ରେ କ'ଣ ସବୁ ଘଟୁଛି? ଏ ଲୋକଟି ଆମ୍ଭକୁ କିଛି ନୂଆ ଶିକ୍ଷା ଦେଉଛି। ଏବଂ ସେ ଅଧିକାର ସହିତ ଶିକ୍ଷା ଦେଉଛି। ସେ ଭୂତମାନଙ୍କୁ ମଧ୍ଯ ଆଜ୍ଞା ଦେଉଛି ଓ ଭୂତମାନେ ତା' କଥା ମାନୁଛନ୍ତି।

ମାର୍କଲିଖିତ ସୁସମାଚାର 2:12

ପକ୍ଷାଘାତ ଲୋକଟି ଠିଆ ହେଲା। ବିଛଣା ଧରିଲା ଏବଂ ଘର ଭିତରୁ ବାହାରକୁ ବାହାରିଗଲା। ସବୁ ଲୋକେ ତାକୁ ଦେଖି ପାରିଲେ। ସମାନେେ ଆଶ୍ଚର୍ୟ୍ଯ ହାଇଗେଲେ ଓ ପରମେଶ୍ବରଙ୍କ ମହିମାଗାନ କଲେ। ସମାନେେ କହିଲେ, ଆମ୍ଭମାନେେ ଏଭଳି ଆଶ୍ଚର୍ୟ୍ଯ ଘଟଣା କବେେ ହେଲେ ଦେଖି ନଥିଲୁ।

ମାର୍କଲିଖିତ ସୁସମାଚାର 4:39

ଯୀଶୁ ଉଠି ପଡିଲେ, ସେ ପବନକୁ ଧମକ ଦେଲେ ଓ ଢେଉକୁ କହିଲେ, ଶାନ୍ତ ହୁଅ, ସ୍ଥିର ହୁଅ। ତା'ପରେ ଝଡ ବନ୍ଦ ହାଇଗେଲା। ହ୍ରଦ ଶାନ୍ତ ହାଇଗେଲା।

ମାର୍କଲିଖିତ ସୁସମାଚାର 4:41

ସମାନେେ କିନ୍ତୁ ବହୁତ ଡରି ଯାଇଥିଲେ। ସମାନେେ ନିଜ ଭିତ ରେ ପଚରା ଉଚରା ହେଲେ, ଏ କେଉଁ ପ୍ରକାରର ଲୋକ? ଏପରିକି ପବନ ଓ ପାଣି ମଧ୍ଯ ତାହାଙ୍କୁ ମାନୁଛନ୍ତି।

ମାର୍କଲିଖିତ ସୁସମାଚାର 5:42

ତା'ର ବାପା-ମାଆ ଓ ଶିଷ୍ଯମାନେ ଅତ୍ଯନ୍ତ ଆଶ୍ଚର୍ୟ୍ଯ ହାଇଗେଲେ।

ମାର୍କଲିଖିତ ସୁସମାଚାର 6:32

ତେଣୁ ସମାନେେ ଗୋଟିଏ ଡଙ୍ଗା ରେ ବସି ଗୋଟିଏ ନିର୍ଜ୍ଜନ ସ୍ଥାନକୁ ଚାଲିଗଲେ।

ମାର୍କଲିଖିତ ସୁସମାଚାର 7:37

ଲୋକମାନେ ବାସ୍ତବ ରେ ଆଶ୍ଚର୍ୟ୍ଯ ହାଇେ ଯାଇଥିଲେ। ସମାନେେ କହୁଥିଲେ, ଯୀଶୁ ସବୁ କିଛି ସୁସ୍ଥ କରୁଛନ୍ତି, ଏପରିକୁ ସେ ବଧିରକୁ ଶ୍ରବଣ -ଶକ୍ତି ଓ ମୂକକୁ ବାକ୍ ଶକ୍ତି ପ୍ରଦାନ କରୁଛନ୍ତି।

ଲୂକଲିଖିତ ସୁସମାଚାର 8:24

ଶିଷ୍ଯମାନେ ଯୀଶୁଙ୍କ ପାଖକୁ ଆସିଲେ ଓ ତାହାଙ୍କୁ ଉେଠଇ କହିବାକୁ ଲାଗିଲେ, ଗୁରୁ, ହେ ଗୁରୁ, ଆମ୍ଭେ ବୁଡିୟିବା।

ଯୋହନଲିଖିତ ସୁସମାଚାର 6:21

ଯୀଶୁ ଏକଥା କହିବା ପରେ ଶିଷ୍ଯମାନେ ତାହାଙ୍କୁ ଡଙ୍ଗା ଭିତରକୁ ଆଣି ଖୁସି ହେଲେ। ତା'ପରେ ଡଙ୍ଗାଟି ଲକ୍ଷ୍ଯ ସ୍ଥଳ ରେ ଆସି ପହଞ୍ଚିଲା।

Interlinear

Choose Theme