Home Bibles ମାର୍କଲିଖିତ ସୁସମାଚାର 6:52 · ଓଡ଼ିଆ ବାଇବେଲ
ମାର୍କଲିଖିତ ସୁସମାଚାର 6:52 · ଓଡ଼ିଆ ବାଇବେଲ

ସମାନେେ ରୋଟୀ ସମ୍ବନ୍ଧୀୟ ଆଶ୍ଚର୍ୟ୍ଯକାର୍ୟ୍ଯକୁ ବୁଝି ପାରି ନଥିଲେ। ସମାନଙ୍କେ ବୁଦ୍ଧି ଜଡ ହାଇଯୋଇଥିଲା।

Cross references

ଯିଶାଇୟ 63:17

ହେ ସଦାପ୍ରଭୁ, ଆମ୍ଭମାନଙ୍କୁ କାହିଁକି ତୁମ୍ଭ ପଥରୁ ବିଭ୍ରାନ୍ତ କରୁଅଛି ଓ ତୁମ୍ଭକୁ ଭୟ କରିବାକୁ ଆମ୍ଭର ଅନ୍ତଃକରଣକୁ କଠିନ କରୁଅଛ ? ନିଜର ଦାସମାନଙ୍କ ପାଇଁ ଓ ନିଜର ଅଧିକାର ସ୍ବରୂପ ଗୋଷ୍ଠୀଗଣଙ୍କ ପାଇଁ ଫରେିଆସ।

ମାଥିଉଲିଖିତ ସୁସମାଚାର 16:9

ଏବେ ସୁଦ୍ଧା ତୁମ୍ଭେ କ'ଣ ବୁଝି ପାରୁନ? ପାଞ୍ଚଟି ରୋଟୀକୁ ପାଞ୍ଚ ହଜାର ଲୋକ ଖାଇଥିବା କଥା ମନେ ପକାଅ। ଲୋକେ ଖାଇ ସାରିବା ପରେ ବଳକା ଅଂଶତକ ତୁମ୍ଭେ ଅନକେ ଟୋକଇେ ରେ ଭର୍ତ୍ତି କରିଥିଲ।

ମାର୍କଲିଖିତ ସୁସମାଚାର 3:5

ତା'ପରେ ଯୀଶୁ ଲୋକମାନଙ୍କ ଆଡକୁ ରାଗ ରେ ଚାହିଁଲେ; କିନ୍ତୁ ସମାନଙ୍କେ ହୃଦୟର କଠିନତା ଲକ୍ଷ୍ଯ କରି ବହୁତ ଦୁଃଖୀ ହେଲେ। ଯୀଶୁ ସହେି ଲୋକଟିକୁ କହିଲେ, ତୁମ୍ଭ ହାତ ମାେତେ ଦଖାେଅ। ଲୋକଟି ଯୀଶୁଙ୍କ ଆଡକୁ ହାତଟି ବଢାଇ ଦଲୋ ଓ

ମାର୍କଲିଖିତ ସୁସମାଚାର 7:18

ଯୀଶୁ କହିଲେ, ତୁମ୍ଭମାେଲେ ମଧ୍ଯ, ଅନ୍ୟମାନଙ୍କ ଭଳି କ'ଣ ବୁଝି ପାରିଲ ନାହିଁ? ତୁମ୍ଭମାନେେ କ'ଣ ବୁଝି ପାରୁନ ଯେ ଲୋକର ଭିତରକୁ ବାହାରୁ କୌଣସି ବସ୍ତୁ ଗଲେ ତାହା ସହେି ଲୋକକୁ ଦୂଷିତ କରିପା ରେ ନାହିଁ।

ମାର୍କଲିଖିତ ସୁସମାଚାର 8:17

ସମାନେେ କ'ଣ କଥାବାର୍ତ୍ତା ହେଉଛନ୍ତି ତାହା ଯୀଶୁ ଜାଣି ପାରିଲେ, ତେଣୁ ସେ ସମାନଙ୍କେୁ କହିଲେ, ରୋଟୀ ନାହିଁ ବୋଲି ତୁମ୍ଭମାନେେ କାହିଁକି ତର୍କ ବିତର୍କ କରୁଛ? ଏବେ ସୁଦ୍ଧା ତୁମ୍ଭମାନେେ ଦେଖି ପାରୁନ କି ବୁଝି ପାରୁନ?

ମାର୍କଲିଖିତ ସୁସମାଚାର 16:14

ପରେ ଯେତବେେଳେ ଏଗାର ଜଣ ପ୍ ରରେିତ ଖାଉଥିଲେ, ସତେିକି ବେଳେ ଯୀଶୁ ସମାନଙ୍କେୁ ଦଖାେ ଦେଲେ। ସେ ସମାନଙ୍କେୁ ସମାନଙ୍କେର ଅବିଶ୍ବାସ ଓ ମନର ଜଡତା ପାଇଁ ସମାଲୋଚନା କଲେ। କାରଣ ଯେଉଁମାନେ ଯୀଶୁଙ୍କୁ ମୃତ୍ଯୁରୁ ପୁନରୁତ୍ଥାନ ହାଇେଛନ୍ତି ବୋଲି ଦେଖିଥିଲେ ସମାନଙ୍କେୁ ଏହି ଶିଷ୍ଯମାନେ ବିଶ୍ବାସ କରି ନଥିଲେ।

ଲୂକଲିଖିତ ସୁସମାଚାର 24:25

ତା'ପରେ ଯୀଶୁ ସହେି ଦୁଇଜଣ ଲୋକଙ୍କୁ କହିଲେ, ତୁମ୍ଭମାନେେ କେତେ ବୋକା। ଭବିଷ୍ଯଦ୍ବକ୍ତାମାନେ ଯାହାସବୁ କହିଥିଲେ, ସହେି ସତ୍ଯକୁ ବିଶ୍ବାସ କରିବା ରେ ତୁମ୍ଭମାନେେ କେତେ ମନ୍ଥର।

ରୋମୀୟଙ୍କ ପ୍ରତି ପତ୍ର 11:7

ଇଶ୍ରା ଯେଲର ଲୋକେ ଯାହା ପାଇଁ ପରମେଶ୍ବରଙ୍କ ଠା ରେ ଧାର୍ମିକ ହବୋ ଚେଷ୍ଟା କରିଥିଲେ, କାନ୍ତୁ ସଫଳ ହେଲେ ନାହିଁ। କିନ୍ତୁ ପରମେଶ୍ବରଙ୍କ ଦ୍ବାରା ବଛା ଯାଇଥିବା ଲୋକେ ଧାର୍ମିକ ହେଲେ। ଅନ୍ୟ ସମସ୍ତେ ଜଡ ହଇେ ପରମେଶ୍ବରଙ୍କ କଥା ଶୁଣିବା ପାଇଁ ମନା କଲେ।

Interlinear

Choose Theme