Home Bibles ☰ Books ମାର୍କଲିଖିତ ସୁସମାଚାର 6:55 · ଓଡ଼ିଆ ବାଇବେଲ
ମାର୍କଲିଖିତ ସୁସମାଚାର 6:55 · ଓଡ଼ିଆ ବାଇବେଲ

ତା'ପରେ ସମାନେେ ଯୀଶୁ ଆସିଥିବା ଖବର ଲୋକଙ୍କୁ ଦବୋ ପାଇଁ ସେ ଅଞ୍ଚଳର ପ୍ରେତ୍ୟକକ ସ୍ଥାନକୁ ଦୌଡି ଗଲେ। ଯୀଶୁ ଯେଉଁ ସ୍ଥାନକୁ ଗଲେ, ସଠାେରେ ଖବର ବ୍ଯାପିଗଲା ଓ ସଠାେକୁ ଲୋକମାନେ ରୋଗୀମାନଙ୍କୁ ଖଟିଆ ରେ ନଇେ ଆସିଲେ।

Cross references

ମାଥିଉଲିଖିତ ସୁସମାଚାର 4:24

ସମଗ୍ର ସୁରିଯା ଦେଶ ରେ ତାହାଙ୍କର ସମାଗ୍ଭର ବ୍ଯାପିଗଲା। ଯେଉଁ ଲୋକମାନେ ବିଭିନ୍ନ ରୋଗ ଓ ଭୟଙ୍କର ପୀଡା ରେ ଭୋଗୁଥିଲେ, ଯାଉଁମାନଙ୍କୁ ଭୂତ କବଳିତ କରିଥିଲା, ଯେଉଁମାନେ ମୃର୍ଚ୍ଛା ରୋଗୀ ଓ ପକ୍ଷଘାତ ରୋଗୀ ଥିଲେ, ସମାନେେ ସମସ୍ତେ ଯୀଶୁଙ୍କ ପାଖକୁ ଆସିବାକୁ ଲାଗିଲେ। ଯୀଶୁ ସମାନଙ୍କେୁ ସୁସ୍ଥ କରି ଦେଲେ।

ମାର୍କଲିଖିତ ସୁସମାଚାର 2:1

କିଛି ଦିନ ପରେ, ଯୀଶୁ କଫର୍ନାହୂମକୁ ଫରେି ଆସିଲେ। ଯୀଶୁ ଘରକୁ ଫରେି ଆସିଛନ୍ତି ବୋଲି ଖବର ବ୍ଯାପିଗଲା।

ମାର୍କଲିଖିତ ସୁସମାଚାର 3:7

ଯୀଶୁ ନିଜ ଶିଷ୍ଯମାନଙ୍କ ସହିତ ଗାଲିଲୀ ହ୍ରଦ କୂଳକୁ ଚାଲିଗଲେ। ତାହାଙ୍କ ପଛ ରେ ଗାଲିଲୀର ଅନକେ ଲୋକ ମଧ୍ଯ ଗଲେ।

Interlinear

Choose Theme