ଯୀଶୁ ବାର ଜଣ ଶିଷ୍ଯଙ୍କୁ ଏକାଠି ଡାକିଲେ। ସେ ସମାନଙ୍କେୁ ଦୁଇ-ଦୁଇ ଜଣ କରି ବାହାରକୁ ପଠାଇଲେ। ସେ ସମାନଙ୍କେୁ ଦୁଷ୍ଟାତ୍ମାମାନଙ୍କ ଉପରେ କ୍ଷମତା ପ୍ରଦାନ କଲେ।
Cross references
ଏହାପରେ ସଦାପ୍ରଭୁ କୋର୍ଧ ରେ ମାଶାଙ୍କେୁ କହିଲେ, ଉତ୍ତମ! ତୁମ୍ଭକୁ ସାହାୟ୍ଯ ପାଇଁ ମୁଁ ଅନ୍ୟ ଜଣକୁ ପଠାଇବି। ତୁମ୍ଭର ଭାଇ, ଲବେୀୟ ହାରୋଣ ଜଣେ ସୁବକ୍ତା ଅଟେ। ସେ ତୁମ୍ଭକୁ ସାକ୍ଷାତ କରିବାକୁ ଆସୁଅଛି। ସେ ତୁମ୍ଭକୁ ଦେଖି ଆନନ୍ଦିତ ହବେ।
ଏକ ଜଣରୁ ଦୁଇଜଣ ଭଲ। କାରଣ ସମାନେେ ଆପଣା ଆପଣା ପରିଶ୍ରମର ଉତ୍ତମ ଫଳ ପ୍ରାପ୍ତ ହୁଅନ୍ତି।
ଯୀଶୁ ତାହାଙ୍କର ବାରଜଣ ଶିଷ୍ଯଙ୍କୁ ପାଖକୁ ଡକାଇଲେ। ସେ ଭୂତମାନଙ୍କୁ ତଡିଦବୋ ପାଇଁ ଓ ସବୁ ପ୍ରକାର ରୋଗ ଏବଂ ଅସୁସ୍ଥତା ଭଲ କରିଦବୋ ପାଇଁ ଶିଷ୍ଯମାନଙ୍କୁ ଶକ୍ତି ପ୍ରଦାନ କଲେ।
ତୁମ୍ଭେ ତୁମ୍ଭମାନଙ୍କ ସାଙ୍ଗ ରେ ସୁନା, ରୂପା କିମ୍ବା ତମ୍ବା ନିଅନାହିଁ।
ତା'ପରେ ଯୀଶୁ ଗୋଟିଏ ପାହାଡ ଉପରକୁ ଗଲେ। ସେ ଯେଉଁ ଲୋକମାନଙ୍କୁ ଛାହିଁଲେ, ସମାନଙ୍କେୁ ତାହାଙ୍କ ପାଖକୁ ଆସିବାକୁ କହିଲେ। ସମାନେେ ଯୀଶୁଙ୍କ ପାଖକୁ ଗଲେ।
ଯେଉଁମାନେ ମାେତେ ବିଶ୍ବାସ କରିବେ, ସମାନେେ ତାର ପ୍ରମାଣ ସ୍ବରୂପ ଏହି ସବୁ କାମ କରିବାକୁ ସକ୍ଷମ ହବେେ: ସମାନେେ ଲୋକମାନଙ୍କଠାରୁ ମାେ ନାମ ରେ ଭୂତମାନଙ୍କୁ ବାହାର କରି ଦଇେ ପାରିବେ। କବେେ ହେଲେ ଶିଖି ନଥିବା ନୂଆନୂଆ ଅନକେ ଭାଷା ରେ କଥାବାର୍ତ୍ତା କରିବେ।
ତା'ପରଦିନ ସକାଳେ ଯୀଶୁ ତାହାଙ୍କ ଶିଷ୍ଯମାନଙ୍କୁ ଡାକିଲେ। ସେ ସମାନଙ୍କେ ମଧ୍ଯରୁ ବାରଜଣଙ୍କୁ ବାଛିଲେ। ସେ ଏହି ଶିଷ୍ଯମାନଙ୍କୁ 'ପ୍ ରରେିତ' ନାମ ଦେଲେ।
ଯୀଶୁ ବାରଜଣ ପ୍ ରରେିତଙ୍କୁ ଏକାଠି ଡାକିଲେ। ସେ ସମାନଙ୍କେୁ ଭୂତମାନଙ୍କ ଉପରେ କ୍ଷମତା ଓ ଅଧିକାର ପ୍ରଦାନ କଲେ। ସେ ପ୍ ରରେିତମାନଙ୍କୁ ରୋଗ ଭଲ କରିଦବୋ ପାଇଁ ମଧ୍ଯ ଶକ୍ତି ଦେଲେ।
ଏହାପରେ ପ୍ରଭୁ ଆଉ ବାସ୍ତରି ଜଣ ଲୋକଙ୍କୁ ବାଛିଲେ। ଯେଉଁ ଯେଉଁ ନଗର ଓ ସ୍ଥାନମାନଙ୍କୁ ତାହାଙ୍କର ୟିବାର ଯୋଜନା ଥିଲା, ସହେି ନଗର ଓ ସ୍ଥାନମାନଙ୍କୁ ସେ ସମାନଙ୍କେୁ ଦୁଇ ଦୁଇ ଜଣ ହିସାବ ରେ ନିଜେ ୟିବା ଆଗରୁ ପଠାଇ ଦେଲେ।
ଯାଅ, କିନ୍ତୁ ମନରେଖ, ମୁଁ ତୁମ୍ଭମାନଙ୍କୁ ଗଧିଆମାନଙ୍କ ମଧିଅରେ ମେଣ୍ଢାଛୁଆ ଭାବରେ ପଠାଉଛି।
ଯେତବେେଳେ ବାସ୍ତରି ଜଣ ସମାନଙ୍କେ ଭ୍ରମଣରୁ ଫରେି ଆସିଲେ, ସମାନେେ ବହୁତ ଖୁସି ଥିଲେ। ସମାନେେ କହିଲେ, ପ୍ରଭୁ, ଆମ୍ଭମାନେେ ଯେତବେେଳେ ଆପଣଙ୍କ ନାମ ନଇେ ଆଜ୍ଞା ଦଲେୁ, ସେତବେେଳେ ଏପରିକି ଭୂତମାନେ ମଧ୍ଯ ଆମ୍ଭମାନଙ୍କ କଥା ମାନିଲେ।
ମୁଁ ମାରଦେୁଇ ସାକ୍ଷୀଙ୍କୁ କ୍ଷମତା ଦବେି। ସମାନେେ 1260 ଦିନ ପର୍ୟ୍ଯନ୍ତ ଅଖା ପିନ୍ଧି ଭବିଷ୍ଯଦ୍ ବାଣୀ କହିବେ।