Home Bibles ମାର୍କଲିଖିତ ସୁସମାଚାର 7:13 · ଓଡ଼ିଆ ବାଇବେଲ
ମାର୍କଲିଖିତ ସୁସମାଚାର 7:13 · ଓଡ଼ିଆ ବାଇବେଲ

ନିଜ ନିୟମ ପାଳିବା ଅଧିକ ମହତ୍ତ୍ବପୂର୍ଣ୍ଣ ବୋଲି ମନେ କରି ତୁମ୍ଭମାନେେ ଲୋକମାନଙ୍କୁ ତାହା ପାଳିବାକୁ ଉପଦେଶ ଦେଉଛ। ତୁମ୍ଭମାନେେ ପରମେଶ୍ବରଙ୍କ ଆଦେଶ ପାଳିବା ମହତ୍ତ୍ବପୂର୍ଣ୍ଣ ନୁହେଁ ବୋଲି ଉପଦେଶ ଦଇେ ତାହା ଏଡଇେ ଦେଉଛ। ଏହିଭଳି ଅନକେ କାମ ତୁମ୍ଭମାନେ କରୁଛ।

Cross references

ଯିଶାଇୟ 8:20

ତୁମ୍ଭମାନେେ ଚୁକ୍ତି ଅନୁସାରେ ପ୍ରଭୁଙ୍କ ଶିକ୍ଷାସମୂହକୁ ଅନୁସରଣ କର। ତୁମ୍ଭମାନେେ ଯଦି ସେ ଆଦେଶକୁ ଅନୁସରଣ ନ କରିବ ତବେେ ତୁମ୍ଭମାନେେ ଭୁଲ୍ ପଥରେ ୟିବ। ସହେି ଭୁଲ ଆଦେଶ ଆଗତ ଭବିଷ୍ଯତ୍ କହୁଥିବା ବ୍ଯକ୍ତି ଗୁଣିଆମାନଙ୍କଠାରୁ ଆସିଛି। ସେ ଆଦେଶ ନିରର୍ଥକ। ତୁମ୍ଭମାନେେ ତାହା ଅନୁସରଣ କଲେ କିଛି ଲାଭ ତୁମ୍ଭମାନଙ୍କର ହବେ ନାହିଁ।

ଯିରିମିୟ 8:8

ତୁମ୍ଭମାନେେ କହୁଛ ଯେ, 'ଆମ୍ଭମାନେେ ଜ୍ଞାନୀ ଓ ସଦାପ୍ରଭୁଙ୍କର ବ୍ଯବସ୍ଥା ଆମ୍ଭମାନଙ୍କଠା ରେ ଅଛି।' ମାତ୍ର ଏହା ସତ୍ଯ ନୁହେଁ। କାରଣ ଅଧ୍ଯାପକଗଣଙ୍କ ମିଥ୍ଯା ଲେଖନୀ ମିଥ୍ଯା ଲେଖିଅଛି।

ଯିହିଜିକଲ 18:14

ଏବଂ କୁହ ତା'ର ମଧ୍ଯ ଗୋଟିଏ ପୁତ୍ର ଛି, ୟିଏକି ତା'ର ପିତା କରିଥିବା ସମସ୍ତ ପାପ ଦେଖେ ଏବଂ ଯଦିଓ ସେ ସଗେୁଡ଼ିକୁ ଦେଖେ ସେ ଠିକ୍ ସହେିପରି କାର୍ୟ୍ଯ କରେ ନାହିଁ।

ହୋଶେୟ 8:12

ଏପରିକି ଆମ୍ଭେ ଇଫ୍ରଯିମ ପାଇଁ 10,000 ନିଯମ ଲେଖିଲେ ମଧ୍ଯ ସେ ସଗେୁଡିକ ଅଜଣା ଦ୍ରବ୍ଯ ପରି ବିବଚେନା କରିବ।

ମାଥିଉଲିଖିତ ସୁସମାଚାର 5:17

ତୁମ୍ଭମାନେେ ଭାବନାହିଁ ଯେ ମୁଁ ମାଶାଙ୍କେ ବ୍ଯବସ୍ଥା କିଅବା ଭବିଷ୍ଯଦ୍ବକ୍ତାଙ୍କ ଶିକ୍ଷା ନଷ୍ଟ କରିବାକୁ ଆସିଛି। ମୁଁ ସମାନଙ୍କେ ଉପଦେଶ ନଷ୍ଟ କରିବାକୁ ଆସିନାହିଁ। ବରଂ ମୁଁ ସମାନଙ୍କେ ଉପଦେଶଗୁଡିକର ସମ୍ପୂର୍ଣ୍ଣ ଅର୍ଥ ପ୍ରକାଶିତ କରିବାକୁ ଆସିଛି।

ମାଥିଉଲିଖିତ ସୁସମାଚାର 15:6

ଏହିଭଳି ତୁମ୍ଭେ ସେ ଲୋକଙ୍କୁ ତା ପିତାମାତାଙ୍କୁ ସମ୍ମାନ ନ ଦବୋ ପାଇଁ ହିଁ ଶିକ୍ଷା ଦେଉଛ। ଏହିପରି ନିଜର ପରମ୍ପରାଗତ ନୀତିନିୟମଗୁଡିକୁ ସମ୍ମାନ ଦଇେଛି ଓ ପରମେଶ୍ବରଙ୍କ ଆଦେଶକୁ ଅବମାନନା କରୁଛ।

ମାର୍କଲିଖିତ ସୁସମାଚାର 7:3

ଫାରୂଶୀ ଓ ସମସ୍ତ ଯିହୂଦୀମାନେ ନିର୍ଦ୍ଧାରିତ ପଦ୍ଧତି ରେ ହାତ ନଧୋଇ କବେେ ହେଲେ ଖାଉ ନଥିଲେ। ସମାନେେ ତାହାଙ୍କର ମହାନ ପୂର୍ବ ପୁରୁଷଙ୍କ ଦ୍ବାରା ପ୍ରଚଳିତ ପରମ୍ପରା ପାଳନ କରିବା ପାଇଁ ଏହା କରୁଥିଲେ।

ମାର୍କଲିଖିତ ସୁସମାଚାର 7:9

ଯୀଶୁ ପୁଣି ସମାନଙ୍କେୁ କହିଲେ, ନିଜ ପରମ୍ପରା ପାଳନ କରିବା ପାଇଁ ତୁମ୍ଭମାନେେ ପରମେଶ୍ବରଙ୍କ ଆଦେଶ ତ୍ଯାଗ କରି ଦଇେ ନିଜକୁ ଚତୁର ବୋଲି ଭାବୁଛ।

ଗାଲାତୀୟଙ୍କ ପ୍ରତି ପତ୍ର 5:21

ପରଶ୍ରୀକାତରତା, ନିଶାସକ୍ତ ହବୋ, ମଉଜ ଓ ଏହିପରି ଅନ୍ୟ ସବୁ କାମ। ମୁଁ ପୂର୍ବ ଭଳି ଏବେ ମଧ୍ଯ ତୁମ୍ଭମାନଙ୍କୁ ସତର୍କ କରାଉଛି ଯେ, ଯେଉଁ ଲୋକମାନେ ଏଭଳି କର୍ମ ରେ ଲିପ୍ତ ରୁହନ୍ତି, ସମାନେେ କୌଣସି ପ୍ରକା ରେ ପରମେଶ୍ବରଙ୍କ ରାଜ୍ଯର ଉତ୍ତରାଧିକାର ପାଇବେ ନାହିଁ।

ତୀତସଙ୍କ ପ୍ରତି ପତ୍ର 1:14

ତା' ହେଲେ ସମାନେେ ଯିହୂଦୀ ଗପଗୁଡ଼ିକୁ ଗ୍ରହଣ କରିବେ ନାହିଁ କି ସତ୍ଯକୁ ଗ୍ରହଣ କରୁ ନ ଥିବା ଲୋକଙ୍କ ଆଦେଶ ପାଳନ କରିବେ ନାହିଁ।

Interlinear

Choose Theme