Home Bibles ମାର୍କଲିଖିତ ସୁସମାଚାର 7:22 · ଓଡ଼ିଆ ବାଇବେଲ
ମାର୍କଲିଖିତ ସୁସମାଚାର 7:22 · ଓଡ଼ିଆ ବାଇବେଲ

ବ୍ଯଭିଚାର, ଲାଳସା ବା ଲୋଭ, ଦୁଷ୍ଟାତ୍ମା, ମନ୍ଦକାମ କରିବା, ପ୍ରବଞ୍ଚନା, ଈର୍ଷା, ଚୁଗୁଲି, ଅହଙ୍କାର ଏବଂ ମୂର୍ଖତା।

Cross references

ଦିତୀୟ ବିବରଣ 15:9

ଏପରି କାହାକକ୍ସ୍ଟ ଋଣ ଦବୋକକ୍ସ୍ଟ ମନା କର ନାହିଁ, ଯେ ହତେକ୍ସ୍ଟ ଋଣ କ୍ଷମାର ବର୍ଷ ନିକଟବର୍ତ୍ତୀ ହାଇଗେଲାଣି ବୋଲି। ତୁମ୍ଭମାନଙ୍କ ମଧିଅରେ ଏପରି ମନ୍ଦ କଳ୍ପନା ରହିବା ଉଚିତ୍ ନକ୍ସ୍ଟହଁ। ସାବଧାନ ହକ୍ସ୍ଟଅ, ଗୋଟିଏ ନିଃଶ୍ବ ଲୋକ ପ୍ରତି କୃପଣ ହକ୍ସ୍ଟଅ ନାହିଁ! କାରଣ ଯଦି ସହେି ବ୍ଯକ୍ତି ତକ୍ସ୍ଟମ୍ଭ ପ୍ରତିକୂଳ ରେ ସଦାପ୍ରଭୁଙ୍କୁ ଡାକେ, ତବେେ ତୁମ୍ଭକୁ ପାପରେ ଦୋଷୀ ବୋଲି ବିବଚେନା କରାୟିବ।

ଦିତୀୟ ବିବରଣ 28:54

ଏପରିକି ତୁମ୍ଭମାନଙ୍କ ମଧିଅରେ ଥିବା ଦୟାଳକ୍ସ୍ଟ ଭଦ୍ ରେଲାକ ମଧ୍ଯ ଅତି କୃର ହାଇେ ଉଠିବ। ସେ ଅନ୍ୟମାନଙ୍କ ପାଇଁ ଅତି ନିଷ୍ଠକ୍ସ୍ଟର ହବେ। ସେ ମଧ୍ଯ ତା'ର ସ୍ତ୍ରୀ ପାଇଁ ନିଷ୍ଠକ୍ସ୍ଟର ହବେ ଯାହାକକ୍ସ୍ଟ ସେ ବହକ୍ସ୍ଟତ ଭଲ ପାଉଥିଲା। ଏବଂ ସେ ମଧ୍ଯ ତା'ର ପିଲାମାନଙ୍କ ପାଇଁ ନିଷ୍ଠକ୍ସ୍ଟର ହବେ।

ଦିତୀୟ ବିବରଣ 28:56

ଏପରିକି ତୁମ୍ଭମାନଙ୍କ ମଧିଅରେ ଥିବା ଦୟାଳକ୍ସ୍ଟ ସ୍ତ୍ରୀଲୋକ ମଧ୍ଯ ନିଷ୍ଠକ୍ସ୍ଟର ହାଇେ ଉଠିବ। ସେ ତା'ର ଜୀବନକକ୍ସ୍ଟ ଏପରି ଉତ୍ସର୍ଗ କରିଥିଲା ଯେ ସେ କବେେ ତା'ର ପାଦ ପଦାକକ୍ସ୍ଟ ବାହାର କରି ନଥିଲା। ସେ ତା'ର ସ୍ବାମୀ, ତା'ର ପିଲାମାନଙ୍କ ପ୍ରତି ନିଷ୍ଠକ୍ସ୍ଟର ହବେ।

ପ୍ରଥମ ଶାମୁୟେଲ 18:8

ଏଥି ରେ ଶାଉଲ ଅତି ରାଗିଗଲେ ଓ ବ୍ଯତିବ୍ଯସ୍ତ ହାଇେ ପଡିଲେ। ଏଣୁ ସେ ଚିନ୍ତା କଲେ, ସମାନେେ ଦାଉଦଙ୍କକ୍ସ୍ଟ ଅଯକ୍ସ୍ଟତ ଅଯକ୍ସ୍ଟତର ଜଯୀ ଓ ଆମ୍ଭକକ୍ସ୍ଟ କବଳେ ସହସ୍ର ସହସ୍ର ଜଯୀ ବୋଲି କହିଲେ। ରାଜ୍ଯ ପାଇବା ଛଡା ତା'ର ଆଉ କ'ଣ ପାଇବାର ବାକି ଅଛି?

ଦିତୀୟ ବଂଶାବଳୀ 32:25

କିନ୍ତୁ ହିଜକିଯଙ୍କ ହୃଦଯ ଗର୍ବୀ ଥିଲା, ତେଣୁ ସେ ପରମେଶ୍ବରଙ୍କ ମହାଦୟା ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଦେଲେ ନାହିଁ। ଏଥି ନିମନ୍ତେ ପରମେଶ୍ବର ହିଜକିଯ ଓ ଯିହୁଦା ଏବଂ ୟିରୁଶାଲମର ଲୋକଙ୍କ ପ୍ରତି କୋର୍ଧ କଲେ।

ଦିତୀୟ ବଂଶାବଳୀ 32:31

ଥରେ ବାବିଲୀଯ ନେତାମାନେ ହିଜକିଯଙ୍କ ନିକଟକୁ ବାର୍ତ୍ତାବାହକମାନଙ୍କୁ ପ୍ ରରଣେ କଲେ। ସହେି ବାର୍ତ୍ତାବାହକମାନେ ଦେଶ ମଧିଅରେ ଘଟିଥିବା ଏକ ଅଦ୍ଭୁତ ଚିହ୍ନ ସମ୍ବନ୍ଧ ରେ ପଚାରିଲେ। ଯେତବେେଳେ ସମାନେେ ଆସିଲେ ସେତବେେଳେ ହିଜକିଯଙ୍କୁ ପରୀକ୍ଷା କରିବା ନିମନ୍ତେ ଓ ହିଜକିଯଙ୍କ ହୃଦଯ ରେ ଯାହା କିଛି ଅଛି, ତାହା ଜାଣିବା ନିମନ୍ତେ ପରମେଶ୍ବର ହିଜକିଯଙ୍କୁ ଏକାକୀ ଛାଡ଼ିଗଲେ।

ଗୀତସଂହିତା 10:4

ଦୁଷ୍ଟମାନେ ଅହଂକାର ବଶତଃ ପରମେଶ୍ବରଙ୍କୁ ଅନୁସରଣ କରନ୍ତି ନାହିଁ। ସମାନେେ ସମାନଙ୍କେର ମନ୍ଦ ଯୋଜନାରେ ବ୍ଯସ୍ତ ରହନ୍ତି। ସମାନେେ ଭାବନ୍ତି ୟେ ପରମେଶ୍ବର ଜାଣନ୍ତି ନାହିଁ।

ହିତୋପଦେଶ 12:23

ଚତୁର ଲୋକ ଜ୍ଞାନ ଆହରଣ କରେ। ମାତ୍ର ମୂର୍ଖମାନଙ୍କର ମନ ଅଜ୍ଞାନତା ପ୍ରକାଶ କରେ।

ହିତୋପଦେଶ 22:15

ପିଲାର ମନ ରେ ଅଜ୍ଞାନତା ଥାଏ। ପୁଣି ଶାସନ ବାଡ଼ି ତାହା ବାହାର କରି ତାହାଠାରୁ ଦୂର କରିଦିଏ।

ହିତୋପଦେଶ 23:6

ଜଣେ ଲୋକ ସହିତ ଖାଦ୍ୟ ଖାଅ ନାହିଁ। ୟିଏ କୃପଣ ଏବଂ ତାହାର ସୁସ୍ବାଦୁ ଖାଦ୍ୟ ଖାଇବାକୁ କାମନା କର ନାହିଁ।

ହିତୋପଦେଶ 24:9

ନିର୍ବୋଧ ଲୋକମାନେ ଯାହାସବୁ ଯୋଜନା କରନ୍ତି, ତାହା ପାପ। ଲୋକମାନେ ସହେି ଲୋକକୁ ଘୃଣା କରନ୍ତି ୟିଏ ଅନ୍ୟମାନଙ୍କଠାରୁ ନିଜକୁ ଉତ୍ତମ ବୋଲି ବିବଚେନା କରେ।

ହିତୋପଦେଶ 27:22

ତୁମ୍ଭେ ଗହମ ସହିତ ଅଜ୍ଞାନକୁ ଢ଼ିଙ୍କି ରେ କୁଟିଲେ ହେଁ ତା'ର ଅଜ୍ଞାନତା ଛାଡ଼ିବ ନାହିଁ।

ହିତୋପଦେଶ 28:22

କୃପଣ ମନୁଷ୍ଯ ଧନୀ ହବୋକୁ ବ୍ଯଗ୍ର। ମାତ୍ର ତାହାକୁ ଦାରିଦ୍ର୍ଯ ଗ୍ରାସ କରିବ ବୋଲି ସେ ଜାଣେ ନାହିଁ।

ଉପଦେଶକ 7:25

ମାେ ହୃଦଯ ରେ ମୁଁ ଜାଣିବାକୁ ପରୀକ୍ଷା କରିବାକୁ ଏବଂ ଜ୍ଞାନର ପଶ୍ଚାତ୍ଧାବନ କରିବାକୁ ଏବଂ ଏହାର ଉତ୍ତର ପାଇବାକୁ ମୁଁ ଚାହିଁଲି। ମୁଁ ମଧ୍ଯ ଦୁଷ୍ଟତା ଓ ବୋକାମୀକୁ ଓ ମୂର୍ଖର ପାଗଳାମିକୁ ଜାଣିବା ପାଇଁ ଚାହିଁଲି।

ଓବଦିୟ 1:3

ତୁମ୍ଭର ଗର୍ବ ତୁମ୍ଭକୁ ପ୍ରତାରଣା କରିଛି। ତୁମ୍ଭେ ପର୍ବତର ସହେି ଗୁମ୍ଫା ଗୁଡିକରେ ବାସ କର। ତୁମ୍ଭେ ସହେି ଉଚ୍ଚ ସ୍ଥାନ ରେ ରୁହ। ତେଣୁ ତୁମ୍ଭେ ନିଜକୁ କହିଥାଅ, ' ମାେତେ କହେି ଭୂମି ଉପରକୁ ଆଣି ପାରିବେ ନାହିଁ।'

ମାଥିଉଲିଖିତ ସୁସମାଚାର 6:23

କିନ୍ତୁ ତୁମ୍ଭର ଆଖି ଯଦି ଖରାପ, ତବେେ ତୁମ୍ଭର ସମ୍ପୂର୍ଣ୍ଣ ଶରୀର ଅନ୍ଧକାରମୟ ହାଇୟିବେ। ତୁମ୍ଭ ଭିତରର ସହେି ଏକମାତ୍ର ଆଲୋକ ଯଦି ଅନ୍ଧକାରମୟ ହାଇଯୋଏ ତବେେ ସେ ଅନ୍ଧକାର କେତେ ଘନୀଭୁତ ନ ହବେ!

ମାଥିଉଲିଖିତ ସୁସମାଚାର 20:15

ମାେ ଧନକୁ ମାରେ ଯଭେଳି ଇଚ୍ଛା ହବେ, ସଭେଳି ଖର୍ଚ୍ଚ କରିବାର ଅଧିକାର କ'ଣ ମାରେନାହିଁ? ବା ମୁଁ ଏହି ଲୋକଙ୍କ ପାଇଁ ଉଦାର ବୋଲି କ'ଣ ତୁମ୍ଭେ ଈର୍ଷା କରିଛ କି?'

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 10:5

ଆମ୍ଭେ ପ୍ରେତ୍ୟକକ ପ୍ରକାରର ଚିନ୍ତାଧାରାକୁ ଖ୍ରୀଷ୍ଟଙ୍କ ନିୟନ୍ତ୍ରଣାଧୀନ କରୁ ଓ ତାଙ୍କର ଆଜ୍ଞାକାରୀ ହବୋ ପାଇଁ ବାଧ୍ଯ କରୁ। ଆମ୍ଭେ ପ୍ରେତ୍ୟକକ ପ୍ରକାରର ଚିନ୍ତାଧାରାକୁ ଖ୍ରୀଷ୍ଟଙ୍କ ନିୟନ୍ତ୍ରଣାଧୀନ କରୁ ଓ ତାଙ୍କର ଆଜ୍ଞାକାରୀ ହବୋ ପାଇଁ ବାଧ୍ଯ କରୁ।

ପିତରଙ୍କ ପ୍ରଥମ ପତ୍ 2:15

ଅତଏବ ଭଲ କାମ କରିବା ଦ୍ବାରା, ଯେଉଁମାନେ ତୁମ୍ଭ ବିଷୟ ରେ ନିର୍ବୋଧ କଥାଗୁଡ଼ିକ କୁହନ୍ତି, ସମାନଙ୍କେ ମୁହଁ ବନ୍ଦ ହାଇଯେିବ।

ପିତରଙ୍କ ପ୍ରଥମ ପତ୍ 5:5

ୟୁବକଗଣ, ତୁମ୍ଭମାନଙ୍କୁ ମାରେ କିଛି କଥା ମଧ୍ଯ କହିବାକୁ ଅଛି। ତୁମ୍ଭେ ବଯୋଜେଷ୍ଠମାନଙ୍କ କଥା ମାନିବା ଉଚିତ। ପରସ୍ପର ପ୍ରତି ବିନମ୍ର ଭାବ ରଖିବା ଉଚିତ।

Interlinear

Choose Theme