ଯୀଶୁ ତାହାକୁ କହିଲେ, ପ୍ରଥମେ ପିଲାମାନଙ୍କୁ ତୃପ୍ତ ହବୋକୁ ଦିଅ, କାରଣ ପିଲାମାନଙ୍କର ରୋଟୀ ନଇେ ଯାଇ କୁକୁରମାନଙ୍କ ଆଗ ରେ ଫିଙ୍ଗି ଦବୋ ଠିକ୍ ନୁହେଁ।
Cross references
'କୁକୁରମାନଙ୍କୁ ପବିତ୍ର ବସ୍ତୁ ଦିଅନାହିଁ, କାରଣ ସମାନେେ ବୁଲି ପଡି ତୁମ୍ଭକୁ କାମୁଡି ପାରନ୍ତି। ଘୁଷୁରିମାନଙ୍କ ଆଗ ରେ ନିଜର ମାେତି ପକାଅ ନାହିଁ, କାରଣ ସମାନେେ ମାେତିକୁ ଗୋଡ ରେ ଦଳି ଦଇେ ଗ୍ଭଲିଯିବେ।
ଏହି ବାରଜଣ ଶିଷ୍ଯଙ୍କୁ ଯୀଶୁ ପଠାଇବା ବେଳେ ଏହି ଆଜ୍ଞା ଦେଲେ: କୌଣସି ଅଣଯିହୂଦୀ ଅଞ୍ଚଳକୁ ୟିବନାହିଁ କି ଶମିରୋଣର କୌଣସି ନଗର ରେ ପ୍ରବେଶ କରିବନାହିଁ।
ଯୀଶୁ ତାକୁ ପଦେ ହେଲେ କିଛି କହିଲେ ନାହିଁ। ତେଣୁ ଶିଷ୍ଯମାନେ ଯୀଶୁଙ୍କ ନିକଟକୁ ଆସିଲେ ଓ ଅନୁରୋଧ କଲେ, ସେ ଆମ୍ଭ ପେଛ ପେଛ ପାଟି କରି ଆସୁଛି। ତାକୁ ଚାଲି ୟିବାକୁ କହି ଦିଅନ୍ତୁ।
କିନ୍ତୁ ପ୍ରଭୁ ମାେତେ କହିଲେ, 'ତୁମ୍ଭେ ଯାଅ। ମୁଁ ତୁମ୍ଭକୁ ବହୁତ ଦୂର ଅଣଯିହୂଦୀ ଦେଶଗୁଡ଼ିକୁ ପଠାଇବି।'
ଏହି କର୍ମ ପରମେଶ୍ବରଙ୍କୁ ମହିମା ପ୍ରଦାନ କରିବ। ମୁଁ ତୁମ୍ଭମାନଙ୍କୁ କହିଛି ଯେ, ପରମେଶ୍ବର ଯିହୂଦୀମାନଙ୍କର ପୂର୍ବପୁରୁଷମାନଙ୍କୁ ଯାହା ପ୍ରତିଜ୍ଞା ସବୁ ପ୍ରଦାନ କରିଛନ୍ତି ତାହା ସତ୍ଯ ବୋଲି ପ୍ରମାଣିତ କରିବା ପାଇଁ, ଖ୍ରୀଷ୍ଟ ଯିହୂଦୀମାନଙ୍କର ସବେକ ହେଲେ।
ମନରେଖ, ତୁମ୍ଭମାନେେ ପୂର୍ବରୁ ଖ୍ରୀଷ୍ଟବିହୀନ ଥିଲ। ତୁମ୍ଭମାନେେ ଇସ୍ରାଯଲରେ ନାଗରିକ ନ ଥିଲ। ତେଣୁ ପରମେଶ୍ବର ତାହାଙ୍କ ଲୋକମାନଙ୍କ ସହିତ କରିଥିବା ପ୍ରତିଜ୍ଞା ୟୁକ୍ତ ନିୟମ ତୁମ୍ଭେ ପ୍ରାପ୍ତ ହାଇେ ନ ଥିଲ। ତୁମ୍ଭର ଆଉ କିଛି ଆଶା ଭରସା ନ ଥିଲା, କି ତୁମ୍ଭେ ପରମେଶ୍ବରଙ୍କୁ ଜାଣି ନ ଥିଲ।