Home Bibles ମାର୍କଲିଖିତ ସୁସମାଚାର 7:31 · ଓଡ଼ିଆ ବାଇବେଲ
ମାର୍କଲିଖିତ ସୁସମାଚାର 7:31 · ଓଡ଼ିଆ ବାଇବେଲ

ତା'ପରେ ଯୀଶୁ ସୋର ଆଖ-ପାଖ ଅଞ୍ଚଳ ଛାଡି ଦକୋପଲି ରାସ୍ତା ରେ ସୀଦୋନ ହାଇେ ଗାଲିଲୀ ହ୍ରଦ ପାଖକୁ ଆସିଲେ।

Cross references

ମାଥିଉଲିଖିତ ସୁସମାଚାର 4:18

ଯୀଶୁ ଗାଲୀଲୀ ହ୍ରଦ ପାଖ ଦଇେ ଯାଉଥିଲେ। ସେ (ପିତର ନାମ ରେ ଖ୍ଯାତ) ଶିମାନେ ଓ ତାହାଙ୍କ ଭାଇ ଆନ୍ଦ୍ରିୟଙ୍କୁ ଦାଖିଲେ। ସମାନେେ ହ୍ରଦ ରେ ଜାଲ ପକାଉଥିଲେ। ସମାନେେ, ବ୍ଯବସାୟ ରେ କେଉଟ ଥିଲେ।

ମାଥିଉଲିଖିତ ସୁସମାଚାର 4:25

ତେଣୁ ଗାଲିଲୀ, ଦକୋପଲି, ୟିରୂଶାଲମ, ଯୀହୂଦା ଓ ୟର୍ଦ୍ଦନ ନଦୀର ଆର ପାରିର ବହୁଲୋକ ତାହାଙ୍କୁ ଅନୁସରଣ କରିବାକୁ ଲାଗିଲେ।

ମାଥିଉଲିଖିତ ସୁସମାଚାର 11:21

ସେ କହିଲେ, 'ହାୟ କୋରାଜୀନ୍! ହାୟ ବେଥ୍ସାଇଦା! ତୁମ୍ଭ ଅଞ୍ଚଳ ରେ ଯେଉଁ ଆଶ୍ଚର୍ୟ୍ଯ କାର୍ୟ୍ଯଗୁଡିକ କରାଗଲା, ସଗେୁଡିକ ଯଦି ସୋର ଓ ସୀଦୋନ ରେ କରିଥାଆନ୍ତୁ, ତବେେ ବହୁ ପୂର୍ବରୁ ସେ ଲୋକମାନେ ହୃଦୟ ଓ ଜୀବନ ପରିବର୍ତ୍ତନ କରି ସାରି ଥାଆନ୍ତେ। ସମାନେେ ଅଖା ପିନ୍ଧି ଓ ଦହେ ରେ ପାଉଁଶ ବୋଳି ହାଇେ ତାହାଙ୍କ ପାପ ପାଇଁ ଦୁଃଖ ପ୍ରକାଶ କରି ସାରି ଥାଆନ୍ତେ।

ମାଥିଉଲିଖିତ ସୁସମାଚାର 15:29

ତାପରେ ଯୀଶୁ ସେ ସ୍ଥାନ ଛାଡି ଚାଲିଗଲେ ଓ ଗାଲୀଲୀ ହ୍ରଦ କୂଳ ରେ ଯାଇ ପହନ୍ଚିଲେ। ସେ ଗୋଟିଏ ପାହାଡ଼ ଉପରକୁ ଯାଇ ସଠାେରେ ବସିଲେ।

ମାର୍କଲିଖିତ ସୁସମାଚାର 5:20

ତେଣୁ ସେ ଚାଲିଗଲା ଓ ଦକୋପଲି ଅଞ୍ଚଳର ଲୋକଙ୍କୁ କହିବାକୁ ଲାଗିଲା ଯେ ଯୀଶୁ କିପରି ତା ପାଇଁ କେତେ ବଡ କାମ କରିଛନ୍ତି। ସମସ୍ତ ଲୋକ ଏ କଥା ଶୁଣି ଆଶ୍ଚର୍ୟ୍ଯ ହାଇଗେଲେ।

ମାର୍କଲିଖିତ ସୁସମାଚାର 7:24

ଯୀଶୁ ସେ ସ୍ଥାନ ଛାଡି ସୋରର ଆଖ ପାଖ ଅଞ୍ଚଳକୁ ଗଲେ। ସଠାେରେ ଯୀଶୁ ଗୋଟିଏ ଘର ଭିତରକୁ ଗଲେ। ସେ ଚାହୁଁ ନଥିଲେ ଯେ କୌଣସି ଲୋକ ତାହାଙ୍କର ଆସିଥିବା ଖବର ଜାଣନ୍ତୁ। କିନ୍ତୁ ସେ ସଠାେରେ ଲୁଚି ରହି ପାରିଲେ ନାହିଁ।

Interlinear

Choose Theme