ଯୀଶୁ ସେ ଲୋକଟିକୁ ଭିଡଠାରୁ ଟିକିଏ ଦୂରକୁ ଗୋଟିଏ ପାଖକୁ ନଇଗେଲେ। ସେ ସହେି ଲୋକଟିର କାନ ଭିତ ରେ ନିଜ ଆଙ୍ଗୁଳିଗୁଡିକୁ ରଖିଲେ। ତା'ପରେ ସେ ଛପେ ପକାଇଲେ ଓ ଲୋକଟିର ଜିଭକୁ ଛୁଇଁଲେ।
Cross references
ତହୁଁ ଏଲିଯ ତାକୁ କହିଲେ, ତୁମ୍ଭ ପୁତ୍ରକୁ ମାେତେ ଦିଅ। ଏଲିଯ ତା'ର କୋଳରୁ ପୁଅକୁ ନେଲେ ଓ ଆପଣା ରହିବା କଠାେରୀକୁ ନଇୟୋଇ ଆପଣା ଶୟ୍ଯା ରେ ତାକୁ ଶୁଆଇ ଦେଲେ।
ତା'ପରେ ତୁମ୍ଭ ଘରକୁ ୟାଇ ଦ୍ବାର ବନ୍ଦ କର। କବଳେ ତୁମ୍ଭେ ଓ ତୁମ୍ଭର ପୁତ୍ରମାନେ ହିଁ ସହେି ଘ ରେ ରହିବ। ତା'ପରେ ସହେି ପାତ୍ରମାନଙ୍କ ରେ ତୈଳ ଢାଳିବ। ଯେଉଁ ପାତ୍ରଟି ପୂର୍ଣ୍ଣ ହେଉଛି, ତାକୁ ଅଲଗା ରଖିବ।
ତତ୍ପରେ ଇଲୀଶାୟ ଗୃହର ଦ୍ବାର ବନ୍ଦ କଲେ ଓ ଏକୁଟିଆ ବାଳକ ସହିତ ସେ ଘର ମଧିଅରେ ରହିଲେ। ତା'ପରେ ସେ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ।
ଏହା ଶୁଣି ସବୁ ଲୋକ ଯୀଶୁଙ୍କୁ ପରିହାସ କଲେ। କିନ୍ତୁ ସେ ସମସ୍ତଙ୍କୁ ଘରର ବାହାରକୁ ପଠଇେ ଦେଲେ। କବଳେ ପିଲାଟିର ବାପା-ମାଆ ଓ ତାହାଙ୍କ ସହିତ ଆସିଥିବା ଶିଷ୍ଯମାନଙ୍କୁ ସାଙ୍ଗ ରେ ନଇେ ପିଲାଟି ଯେଉଁ କଠାେରୀ ରେ ଥିଲା, ସହେି କଠାେରୀକୁ ଗଲେ।
ଯୀଶୁ ଅନ୍ଧ ଲୋକଟିର ହାତ ଧରି ତାକୁ ଗାଁ ବାହାରକୁ କଢାଇ ନଇଗେଲେ। ସେ ଅନ୍ଧଟିର ଆଖି ରେ ଛପେ ପକାଇଲେ। ତା ଉପରେ ହାତ ରଖି ତାକୁ ପଚାରିଲେ, ତୁମ୍ଭେ କିଛି ଦେଖି ପାରୁଛ କି?
ଯୀଶୁ ଏକଥା କହିଲା ପରେ ଭୂଇଁ ରେ ଛପେ ପକାଇ କାଦୁଅ କରି, ସହେି କାଦୁଅକୁ ନଇେ ସେ ସହେି ଜନ୍ମାନ୍ଧ ଲୋକଟିର ଆଖି ରେ ଲଗଇେ ଦେଲେ।