Home Bibles ମାର୍କଲିଖିତ ସୁସମାଚାର 7:35 · ଓଡ଼ିଆ ବାଇବେଲ
ମାର୍କଲିଖିତ ସୁସମାଚାର 7:35 · ଓଡ଼ିଆ ବାଇବେଲ

ଇପ୍ପଥଃ ଅର୍ଥାତ 'ଖାଲିେ ଯାଉ। ତତ୍କ୍ଷଣାତ୍ ତାର କାନ ଖାଲିେ ଗଲା। ଜିଭର ଗ୍ରନ୍ଥି ଖାଲିଗେଲା। ସେ ସ୍ପଷ୍ଟ ଭାବରେ କହି ପାରିଲା।

Cross references

ଗୀତସଂହିତା 33:9

କାରଣ ପରମେଶ୍ବରଙ୍କ ଆଦେଶ ମାତ୍ରକେ ପୃଥିବୀ ସୃଷ୍ଟି ହେଲା ସ ୟଦି ସେ କାହାରିକୁ ଚାଲୁରଖିବା ପାଇଁ ଚାହାନ୍ତି ତବେେ ଚାଲୁରଖି ପାରିବେ।

ଯିଶାଇୟ 32:3

ପୁଣି ଦର୍ଶକମାନଙ୍କର ଚକ୍ଷୁ ମୁଦ୍ରିତ ହବେ ନାହିଁ ଓ ଶ୍ରୋତାମାନଙ୍କର କର୍ଣ୍ଣ ଅବଧାନ କରିବ।

ଯିଶାଇୟ 35:5

ସେତବେେଳେ ଅନ୍ଧମାନେ ଚକ୍ଷୁଷ୍ମାନ ହାଇେ ଦେଖିପାରିବେ ଓ ବଧିରମାନେ ମୁକ୍ତ କର୍ଣ୍ଣ ରେ ଶ୍ରବଣ କରିବେ।

ମାଥିଉଲିଖିତ ସୁସମାଚାର 11:5

ଅନ୍ଧ ତାର ଦୃଷ୍ଟିଶକ୍ତି ଫରେି ପାଆନ୍ତି । େଛାଟାମାନେ ଗ୍ଭଲି ପାରନ୍ତି। କୁଷ୍ଠ ରୋଗୀ ସୁସ୍ଥ ହାଇେ ଯାଉଛନ୍ତି। ବଧିର ଶୁଣି ପାରୁଛି। ମଲା ଲୋକ ବଞ୍ଚି ଉଠୁଛି। ଦୀନ-ଦୁଃଖୀ ଲୋକଙ୍କ ପାଇଁ ସୁସମାଚାର ପ୍ରଚାର କରାଯାଉଛି।

ମାର୍କଲିଖିତ ସୁସମାଚାର 2:12

ପକ୍ଷାଘାତ ଲୋକଟି ଠିଆ ହେଲା। ବିଛଣା ଧରିଲା ଏବଂ ଘର ଭିତରୁ ବାହାରକୁ ବାହାରିଗଲା। ସବୁ ଲୋକେ ତାକୁ ଦେଖି ପାରିଲେ। ସମାନେେ ଆଶ୍ଚର୍ୟ୍ଯ ହାଇଗେଲେ ଓ ପରମେଶ୍ବରଙ୍କ ମହିମାଗାନ କଲେ। ସମାନେେ କହିଲେ, ଆମ୍ଭମାନେେ ଏଭଳି ଆଶ୍ଚର୍ୟ୍ଯ ଘଟଣା କବେେ ହେଲେ ଦେଖି ନଥିଲୁ।

Interlinear

Choose Theme