Home Bibles ମାର୍କଲିଖିତ ସୁସମାଚାର 7:8 · ଓଡ଼ିଆ ବାଇବେଲ
ମାର୍କଲିଖିତ ସୁସମାଚାର 7:8 · ଓଡ଼ିଆ ବାଇବେଲ

ତୁମ୍ଭମାନେ ପରମେଶ୍ବରଙ୍କ ଆଦେଶ ତ୍ଯାଗ କରିଛ। ଏବେ ତୁମ୍ଭମାନେେ ମନୁଷ୍ଯକୃତ ପରମ୍ପରାକୁ ଧରି ବସିଛ।

Cross references

ଯିଶାଇୟ 1:12

ଯେତବେେଳେ ତୁମ୍ଭମାନେେ ମାେତେ ସାକ୍ଷାତ କରିବାକୁ ଆସିଛ ତୁମ୍ଭମାନେେ ମାରେ ପ୍ରାଙ୍ଗଣ ରେ ସମସ୍ତ ଜିନିଷକୁ ପଦଦଳିତ କରିଛ। କିଏ ତୁମ୍ଭମାନଙ୍କୁ ଏହା କରିବାକୁ କହିଥିଲା ?

ମାର୍କଲିଖିତ ସୁସମାଚାର 7:3

ଫାରୂଶୀ ଓ ସମସ୍ତ ଯିହୂଦୀମାନେ ନିର୍ଦ୍ଧାରିତ ପଦ୍ଧତି ରେ ହାତ ନଧୋଇ କବେେ ହେଲେ ଖାଉ ନଥିଲେ। ସମାନେେ ତାହାଙ୍କର ମହାନ ପୂର୍ବ ପୁରୁଷଙ୍କ ଦ୍ବାରା ପ୍ରଚଳିତ ପରମ୍ପରା ପାଳନ କରିବା ପାଇଁ ଏହା କରୁଥିଲେ।

Interlinear

Choose Theme