ଯୀଶୁ ପୁଣି ଥରେ ଅନ୍ଧଟିର ଆଖି ଉପରେ ହାତ ରଖିଲେ। ତା'ର ଆଖି ଭଲ ହାଇେ ଯାଇଥିଲା ଓ ସେ ସବୁକିଛି ସ୍ପଷ୍ଟ ଦେଖି ପାରୁଥିଲା।
Cross references
ଧାର୍ମିକ ଲୋକମାନେ ପ୍ରଭାତର ସୂର୍ୟ୍ଯକିରଣ ପରି। ସୂର୍ େଯ୍ଯାଦଯ ପ ରେ ମଧ୍ଯାହ୍ନ ରେ ସୂର୍ୟ୍ଯ ଯେପରି ତଜେସ୍ବୀ ହାଇେ ଉେଠ,
ଯାହା ପାଖ ରେ କିଛି ହେଲେ ବୁଝିବା ଶକ୍ତି ଅଛି, ତାକୁ ଆହୁରି ଅଧିକ ଦିଆୟିବ ଏବଂ ସେ ଆବଶ୍ଯକତାଠାରୁ ଅଧିକ ପାଇବ। କିନ୍ତୁ ଯାହା ପାଖ ରେ ବିଶଷେ ବୁଝିବା-ଶକ୍ତି ନାହିଁ, ସେ ତା'ପାଖ ରେ ଥିବା ସହେି ଟିକେ ବୁଝିବାଶକ୍ତି ମଧ୍ଯ ହ ରଇେ ବସିବ।
ପରମେଶ୍ବର ତୁମ୍ଭର ମଙ୍ଗଳ କରିବା ଆରମ୍ଭ କରିଛନ୍ତି ଓ ବର୍ତ୍ତମାନ ମଧ୍ଯ ତାହା କରୁଛନ୍ତି। ଯୀଶୁଖ୍ରୀଷ୍ଟଙ୍କ ଆଗମନ ଦିନ ପର୍ୟ୍ଯନ୍ତ ସେ ସହେି କାମ ସାଧନ କରି ସମାପ୍ତ କରିବେ। ମୁଁ ଏଥି ରେ ନିଶ୍ଚିତ ଅଟେ।
କିନ୍ତୁ ତୁମ୍ଭମାନେେ ମନୋନୀତ ଲୋକ ଅଟ। ତୁମ୍ଭମାନେେ ରାଜାଙ୍କର ଯାଜକ। ତୁମ୍ଭମାନେେ ପବିତ୍ର ଜାତି ଅଟ। ତୁମ୍ଭମାନେେ ପରମେଶ୍ବରଙ୍କ ଲୋକ। ପରମେଶ୍ବର କରିଥିବା ଆଶ୍ଚର୍ୟ୍ଯ ଘଟଣାମାନ କହିବା ପାଇଁ ପରମେଶ୍ବର ତୁମ୍ଭକୁ ମନୋନୀତ କରିଛନ୍ତି। ସେ ଅନ୍ଧକାରରୁ ତୁମ୍ଭମାନଙ୍କୁ ତାହାଙ୍କର ଆଶ୍ଚର୍ୟ୍ଯ ଜନକ ଆଲୋକକୁ ଆଣିଛନ୍ତି।
କିନ୍ତୁ ଆମ୍ଭ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ଜ୍ଞାନ ଓ ଅନୁଗ୍ରହ ରେ ବୃଦ୍ଧି ପାଅ। ତାହାଙ୍କର ମହିମା ବର୍ତ୍ତମାନ ଓ ସଦାସର୍ବଦା ରହିଥାଉ। ଆମେନ୍।