Home Bibles ମାର୍କଲିଖିତ ସୁସମାଚାର 8:37 · ଓଡ଼ିଆ ବାଇବେଲ
ମାର୍କଲିଖିତ ସୁସମାଚାର 8:37 · ଓଡ଼ିଆ ବାଇବେଲ

କାରଣ କୌଣସି ଲୋକ ଯେତେ ଅର୍ଥ ଦେଲେ ମଧ୍ଯ ତା ବଦଳ ରେ ନିଜ ଜୀବନ ପୁଣି ଥରେ ଫରେି ପାଇ ପାରିବନାହିଁ।

Cross references

ଗୀତସଂହିତା 49:7

କହେି ମନୁଷ୍ଯ ବନ୍ଧୁ ତୁମ୍ଭକୁ ବଞ୍ଚାଇପାରିବେ ନାହିଁ କି ତୁମ୍ଭେ ପରମେଶ୍ବରଙ୍କୁ ଲାଞ୍ଚ ଦଇପୋରିବ ନାହିଁ।

ପିତରଙ୍କ ପ୍ରଥମ ପତ୍ 1:18

ତୁମ୍ଭେ ଜାଣିଛ ଯେ ଅତୀତ ରେ ତୁମ୍ଭେ ନିରର୍ଥକ ଜୀବନଯାପନ କରୁଥିଲ। ତୁମ୍ଭ ପୂର୍ବ ବଂଶଧରମାନଙ୍କଠାରୁ ତୁମ୍ଭେ ସହେିପରି ଜୀବନ କାଟିବାକୁ ଶିଖିଥିଲ। କିନ୍ତୁ ତୁମ୍ଭେ ବର୍ତ୍ତମାନ ସପରେି ଜୀବନ କାଟିବାରୁ ରକ୍ଷା ପାଇଛ। ସୁନା ଓ ରୂପା ଭଳି କ୍ଷଣସ୍ଥାଯୀ ଜିନିଷ ବଦଳ ରେ ନୁହେଁ,

Interlinear

Choose Theme