ଯୀଶୁଙ୍କ ଶିଷ୍ଯମାନେ କହିଲେ, ଆମ୍ଭମାନେେ ଏ ଜନହୀନ ଅଂଚଳ ରେ ଏମାନଙ୍କୁ ଖୁଆଇବା ପାଇଁ ୟଥେଷ୍ଟ ଖାଦ୍ୟ କୁଆଡୁ ପାଇ ପାରିବୁ?
Cross references
ତବେେ ମାଶାେ କହିଲେ, ସଦାପ୍ରଭୁ, ମୁଁ ଯେଉଁ ଲୋକମାନଙ୍କ ମଧିଅରେ ଅଛି ସମାନେେ ଛଅ ଲକ୍ଷ ପଦାତିକ। ତଥାପି ତୁମ୍ଭେ କହୁଅଛ, 'ଆମ୍ଭେ ସମାନଙ୍କେୁ ମାଂସ ଦବୋ, ସମାନେେ ତାହା ସମ୍ପୂର୍ଣ ଏକ ମାସ ଖାଇବେ!'
ଅନନ୍ତର ଜଣେ ଲୋକ ବାଲ୍-ଶାଲିଶାରୁ ପରମେଶ୍ବରଙ୍କ ଲୋକଙ୍କ ନିକଟକୁ ପ୍ରଥମ ଫଳ ରେ ରୋଟୀ ଅର୍ଥାତ୍ କୋଡିଏ ୟବ ରୋଟୀ ଓ ନୂତନ ଶସ୍ଯର ଶୀଷା ଆପଣା ଝୁଲି ରେ ନଇେ ଆସିଲା। ତହିଁରେ ଇଲୀଶାୟ କହିଲେ, ଲୋକମାନଙ୍କୁ ଦିଅ, ସମାନେେ ଭୋଜନ କରନ୍ତୁ।
ସନୋପତି ୟିଏ ରାଜା ଙ୍କର ନିକଟର ଥିଲେ ପରମେଶ୍ବର ଲୋକଙ୍କୁ ଉତ୍ତର ଦେଲେ। ଦେଖ, ଯବେେ ସଦାପ୍ରଭୁ ସ୍ବର୍ଗ ରେ ଦ୍ବାର ଖୋଲନ୍ତି ତବେେ ମଧ୍ଯ ସମ୍ଭବ ହାଇେ ପାରିବ ନାହିଁ?
ସମାନେେ ପରମେଶ୍ବରଙ୍କୁ ଅଭିଯୋଗ କଲେ ଏବଂ କହିଲେ, କ'ଣ ପରମେଶ୍ବର ମରୁଭୂମିରେ ଆମ୍ଭମାନଙ୍କୁ ଖାଦ୍ୟ ଦଇେ ପାରିବେ?
ଯୀଶୁଙ୍କ ଶିଷ୍ଯମାନେ କହିଲେ, ଆମ୍ଭେ ଏତେ ଲୋକଙ୍କ ପାଇଁ ଏତେ ଖାଦ୍ୟ ଏଭଳି ସ୍ଥାନ ରେ କେଉଁଠାରୁ ପାଇବା? ଆମ୍ଭେ ନଗର ଠାରୁ ବହୁତ ଦୂର ରେ ଅଛୁ।
ତେଣୁ ଲୋକମାନଙ୍କୁ ଆଖ-ପାଖ ପଲ୍ଲୀ ଓ ଗାଁଗୁଡିକୁ ପଠାଅ। ତା' ହେଲେ ସଠାେକୁ ଯାଇ ସମାନେେ ତାହାଙ୍କ ଖାଇବା ପାଇଁ କିଛି ଖାଦ୍ୟ କିଣି ଆଣି ପାରିବେ।
ସମାନେେ ରୋଟୀ ସମ୍ବନ୍ଧୀୟ ଆଶ୍ଚର୍ୟ୍ଯକାର୍ୟ୍ଯକୁ ବୁଝି ପାରି ନଥିଲେ। ସମାନଙ୍କେ ବୁଦ୍ଧି ଜଡ ହାଇଯୋଇଥିଲା।
ଫିଲିପ୍ପ ଉତ୍ତର ଦେଲେ, ଏଠା ରେ ଥିବା ପ୍ରେତ୍ୟକକଙ୍କୁ ଖଣ୍ଡେ ଖଣ୍ଡେ ରୋଟୀ କିଣି ଦବୋ ପାଇଁ ଆମ୍ଭ ସମସ୍ତଙ୍କୁ ମା ସେ ପର୍ୟ୍ଯନ୍ତ କାମ କରି ଉପାର୍ଜନ କରିବାକୁ ପଡିବ।