Home Bibles ☰ Books ମାର୍କଲିଖିତ ସୁସମାଚାର 8:6 · ଓଡ଼ିଆ ବାଇବେଲ
ମାର୍କଲିଖିତ ସୁସମାଚାର 8:6 · ଓଡ଼ିଆ ବାଇବେଲ

ତା'ପରେ ଯୀଶୁ ଲୋକମାନଙ୍କୁ ତଳେ ବସି ୟିବାକୁ କହିଲେ। ସେ ସାତ ଖଣ୍ଡ ରୋଟୀ ନେଲେ ଓ ସେଥିପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଦେଲେ। ରୋଟୀତକ ଖଣ୍ଡ ଖଣ୍ଡ କରି ଲୋକମାନଙ୍କ ମଧିଅରେ ବାଣ୍ଟି ଦବୋକୁ ଶିଷ୍ଯମାନଙ୍କୁ ଦେଲେ। ସମାନେେ ସଇେଆ କଲେ।

Cross references

ପ୍ରଥମ ଶାମୁୟେଲ 9:13

ତୁମ୍ଭମାନେେ ସହର ଭିତରକକ୍ସ୍ଟ ୟାଅ, ତାଙ୍କୁ ପାଇୟିବ। ଯଦି ତୁମ୍ଭେ ଚଞ୍ଚଳ ୟିବ, ତବେେ ତୁମ୍ଭେ ତାଙ୍କୁ ଉପାସନା ସ୍ଥାନ ରେ ଭୋଜନ ପୂର୍ବରକ୍ସ୍ଟ ସାକ୍ଷାତ କରିପାରିବ। ସଠାେରେ ସେ ନବୈେଦ୍ଯକକ୍ସ୍ଟ ଆଶୀର୍ବାଦ କରିବେ। ତା'ପରେ ଲୋକମାନେ ଭୋଜନ କରିବେ। ସେ ନ ଆସିବା ପର୍ୟ୍ଯନ୍ତ ଲୋକମାନେ ଖାଇବା ଆରମ୍ଭ କରନ୍ତି ନାହିଁ। ତେଣୁ ଯଦି ତୁମ୍ଭେ ଚଞ୍ଚଳ ହକ୍ସ୍ଟଅ ତାଙ୍କୁ ପାଇପାରିବ।

ମାଥିଉଲିଖିତ ସୁସମାଚାର 14:18

ଯୀଶୁ କହିଲେ, ସଗେୁଡିକୁ ମାେ ପାଖକୁ ଆଣ।

ମାଥିଉଲିଖିତ ସୁସମାଚାର 15:35

ଯୀଶୁ ଲୋକମାନଙ୍କୁ ଭୂଇଁ ଉପରେ ବସିବାକୁ କହିଲେ:

ମାଥିଉଲିଖିତ ସୁସମାଚାର 26:26

ସମାନେେ ଖାଉଥିବା ବେଳେ, ଯୀଶୁ ରୋଟୀ ନେଲେ। ସହେି ରୋଟୀ ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଦେଲେ। ତା'ପରେ ରୋଟୀ ଛିଣ୍ଡଇେଲେ। ତାହାକୁ ଶିଷ୍ଯମାନଙ୍କୁ ଦେଲେ। ଯୀଶୁ କହିଲେ, ଏହି ରୋଟୀ ନିଅ ଓ ଖାଅ। ଏ ରୋଟୀ ମାରେଶରୀର।

ମାର୍କଲିଖିତ ସୁସମାଚାର 6:39

ଯୀଶୁ ଆଜ୍ଞା ଦେଲେ, ଲୋକମାନଙ୍କୁ ପଡିଆର ସବୁଜ ଘାସ ଉପରେ ଦଳ-ଦଳ କରି ବ ସଇେ ଦିଅ।

ଲୂକଲିଖିତ ସୁସମାଚାର 9:14

ସଠାେରେ କବଳେ ପ୍ରାୟ ପାଞ୍ଚ ହଜାର ପୁରୁଷ ଲୋକ ଥିଲେ।

ଲୂକଲିଖିତ ସୁସମାଚାର 12:37

ସହେି ଚାକରମାନେ ଧନ୍ଯ, ଯେଉଁମାନଙ୍କୁ ମାଲିକ ଫରେିଆସି ଦେଖିବେ ଯେ ସମାନେେ ଜାଗ୍ରତ ଅଛନ୍ତି ଓ ତାହାଙ୍କୁ ଅପେକ୍ଷା କରି ରହିଛନ୍ତି। ମୁଁ ତୁମ୍ଭମାନଙ୍କୁ ସତ୍ଯ କହୁଛି। ମାଲିକ ମଧ୍ଯ ସମାନଙ୍କେ ସବୋ ପାଇଁ ନିଜକୁ ପ୍ରସ୍ତୁତ କରିବେ। ସେ ସମାନଙ୍କେୁ ବସିବା ପାଇଁ କହିବେ ଓ ନିଜେ ଖାଦ୍ୟ ପରଶି ଦବେେ।

ଲୂକଲିଖିତ ସୁସମାଚାର 24:30

ଯୀଶୁ ସମାନଙ୍କେ ସହିତ ଖାଇବା ପାଇଁ ବସି ପଡିଲେ। ସେ ହାତ ରେ କିଛି ରୋଟୀ ଧରିଲେ। ସେ ଖାଦ୍ୟତକ ପାଇଁ ଧନ୍ଯବାଦ ଦେଲେ ଓ ରୋଟୀକୁ ଖଣ୍ଡ ଖଣ୍ଡ କରି ସମାନଙ୍କେୁ ଦେଲେ।

ଯୋହନଲିଖିତ ସୁସମାଚାର 2:5

ଯୀଶୁଙ୍କର ମାଆ ସବେକମାନଙ୍କୁ କହିଲେ, ଯୀଶୁ ଯେପରି କହନ୍ତି, ତୁମ୍ଭମାନେେ ସପରେି କର।

ଯୋହନଲିଖିତ ସୁସମାଚାର 6:10

ଯୀଶୁ କହିଲେ, ସମସ୍ତଙ୍କୁ ବସିବାକୁ କୁହ। ସଠାେରେ ପ୍ରଚୁର ଘାସ ଥିଲା। ସଠାେରେ ପ୍ରାୟ ପାଞ୍ଚ ହଜାର ପୁରୁଷ ବସିଥିଲେ।

ଯୋହନଲିଖିତ ସୁସମାଚାର 6:23

କିନ୍ତୁ ସେତବେେଳେ ତିବିରିଆରୁ କେତକେ ଡଙ୍ଗା ଆସିଲା। ଲୋକମାନେ ଯେଉଁ ସ୍ଥାନ ରେ ପୂର୍ବଦିନ ଖାଇଥିଲେ ସଠାେରେ ଡଙ୍ଗାଗୁଡିକ ଆସି ରହିଲା। ସହେି ସ୍ଥାନ ରେ ପ୍ରଭୁ ଯୀଶୁ ଧନ୍ଯବାଦ ଦବୋ ପରେ ସମାନେେ ରୋଟୀ ଖାଇଥିଲେ।

ରୋମୀୟଙ୍କ ପ୍ରତି ପତ୍ର 14:6

ଯେଉଁ ଲୋକ ଗୋଟିଏ ଦିନକୁ ଅନ୍ୟ ଦିନ ଗୁଡିକ ତୁଳନା ରେ ବିଶଷେ ମହତ୍ତ୍ବ ଦିଏ, ତାହା ସେ ପ୍ରଭୁଙ୍କ ପାଇଁ ସପରେି କରେ। ଯେଉଁ ଲୋକ ସମସ୍ତ ପ୍ରକାର ଖାଦ୍ୟ ଖାଏ, ତାହା ସେ ପ୍ରଭୁଙ୍କ ପାଇଁ କରେ। ଖାଦ୍ୟ ପାଇଁ ସେ ପରମେଶ୍ବରଙ୍କୁ ଧନ୍ଯ ବାଦ ଜଣାଏ। ଯେଉଁ ଲୋକ କେତକେ ପ୍ରକାରର ଖାଦ୍ୟ ଖାଇବାକୁ ବାରଣ କରେ, ତାହା ସେ ପ୍ରଭୁଙ୍କ ପାଇଁ ସପରେି କରେ, ଓ ତାହାଙ୍କୁ ଧନ୍ଯବାଦ ଜଣାଏ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 10:30

କାରଣ ପରମେଶ୍ବରଙ୍କୁ ଧନ୍ଯବାଦ ଦଇେ ସାରି ଭୋଜନ କରିଥିବା ୟୋଗୁଁ ମୁଁ ସମାଲୋଚିତ ହବୋ ଅନୁଚିତ୍।

Interlinear

Choose Theme