ମୁଁ ତୁମ୍ଭକୁ କହୁଛି ଯେ ଏଲିୟ ଏବେ ଆସି ସାରିଛନ୍ତି, ଏବଂ ଲୋକମାନେ ଯାହା ଚାହିଁଛନ୍ତି ତାହାଙ୍କ ପ୍ରତି ସଭେଳି ଖରାପ ବ୍ଯବହାର କରିଛନ୍ତି। ତାହାଙ୍କ ପ୍ରତି ଏଭଳି ବ୍ଯବହାର କରାୟିବ ବୋଲି ଶାସ୍ତ୍ର ରେ ଲଖାେ ଅଛି।
Cross references
ଯଦି ତୁମ୍ଭେ ସମାନଙ୍କେ ଭବିଷ୍ଯଦ୍ବାଣୀ ବିଶ୍ବାସ କରିବାକୁ ଇଚ୍ଛା କରୁଛ ତବେେ ଶୁଣ: ଯେଉଁ ଏଲିୟ ଆସିବେ ବୋଲି ସମାନେେ ଭବିଷ୍ଯଦ୍ବାଣୀ କରିଥିଲେ, ସେ ହେଉଛନ୍ତି ଏହି ଯୋହନ।
ଏହି ସମୟ ପୂର୍ବରୁ େ ହରୋଦ ଯୋହନଙ୍କୁ ବନ୍ଦୀ କରି ଶିକୁଳି ରେ ବାନ୍ଧି କାରାଗାର ରେ ନିକ୍ଷପେ କରିଥିଲେ। ସେ େ ହରୋଦିଆଙ୍କ ଅନୁ ରୋଧକ୍ରମେ ଏକଥା କରିଥିଲେ। ହରେୋଦିଆ ହରେୋଦଙ୍କ ଭାଇ ଫିଲିପ୍ପଙ୍କ ସ୍ତ୍ରୀ ଥିଲେ।
କିନ୍ତୁ ମୁଁ ତୁମ୍ଭକୁ କହି ଦେଉଛି ଯେ ଏଲିୟ ଆସି ସାରିଛନ୍ତି। ଲୋକମାନେ ତାହାଙ୍କୁ ଚିହ୍ନି ପାରିଲେ ନାହିଁ। ଲୋକମାନେ ଯାହା ଇଚ୍ଛା କଲେ, ତାହାଙ୍କୁ ସହେି ପ୍ରକାର ବ୍ଯବହାର କଲେ। ସହେିଭଳି ମନୁଷ୍ଯପୁତ୍ର ମଧ୍ଯ ସମାନଙ୍କେଠାରୁ ସହେି ପ୍ରକାର ଯାତନା ଭୋଗ କରିବେ।
ରାଜା ହରେୋଦ ଯୀଶୁଙ୍କ ବିଷୟ ରେ ଶୁଣିଲେ। କାରଣ ବର୍ତ୍ତମାନ ଯୀଶୁଙ୍କ ଖ୍ଯାତି ଗ୍ଭରିଆଡେ ବ୍ଯାପି ଯାଇଥିଲା। କେତକେ ଲୋକ କହୁଥିଲେ, ଯୀଶୁ ହେଉଛନ୍ତି ବାପ୍ତିଜକ ଯୋହନ। ସେ ମୃତ୍ଯୁରୁ ପୁନରୂତ୍ଥିତ ହାଇେଛନ୍ତି। ସେଥି ଯୋଗୁଁ ସେ ଆଶ୍ଚର୍ୟ୍ଯକାର୍ୟ୍ଯ କରି ପାରୁଛନ୍ତି।
ଯୋହନ ନିଜେ ଅଗ୍ରଗାମୀ ରୂପେ ପ୍ରଭୁଙ୍କ ପୂର୍ବରୁ ଯିବେ। ସେ ଏଲିୟଙ୍କ ପରି ଶକ୍ତିଶାଳୀ ହବେେ। ସେ ଏଲିୟଙ୍କ ଆତ୍ମା ଲାଭ କରିବେ। ସେ ପିତାଗଣ ଓ ସନ୍ତାନମାନଙ୍କ ମଧିଅରେ ଶାନ୍ତି ସ୍ଥାପନ କରିବେ। ପରମେଶ୍ବରଙ୍କୁ ଅବଜ୍ଞା କରୁଥିବା ଅନକେ ଲୋକମାନଙ୍କୁ ଧାର୍ମିକମାନଙ୍କ ଦୃଷ୍ଟିର ଠିକ୍ ମାର୍ଗକୁ ସେ ନଇେ ଆସିବେ। ପ୍ରଭୁଙ୍କ ଆଗମନ ପାଇଁ ସେ ଲୋକମାନଙ୍କୁ ପ୍ରସ୍ତୁତ କରିବେ।
ସାମନ୍ତରାଜା ହରେୋଦ ନିଜ ଭାଇର ସ୍ତ୍ରୀ େ ହରୋଦିଆଙ୍କ ସହିତ ଅନୁଚିତ ସମ୍ପର୍କ ରଖିଥିବାରୁ ଓ ଅନ୍ୟ କେତକେ ଖରାପ କାମ କରିଥିବାରୁ ଯୋହନ ତାହାଙ୍କୁ ସମାଲୋଚନା କଲେ।
ତୁମ୍ଭମାନଙ୍କର ପୂର୍ବପୁରୁଷମାନେ କୌଣସି ଭାବବାଦୀଙ୍କୁ ତାଡ଼ନା ନକରି ଛାଡ଼ି ନାହାଁନ୍ତି। ଏହି ଭାବବାଦୀମାନେ ପୂର୍ବରୁ ସହେି ଧାର୍ମିକ ବ୍ଯକ୍ତିଙ୍କର ଆଗମନ କଥା କହିଥିଲେ। କିନ୍ତୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସହେି ଲୋକମାନଙ୍କୁ ମଧ୍ଯ ମାରି ଦଇେଥିଲେ। ବର୍ତ୍ତମାନ ତୁମ୍ଭମାନେେ ସହେି ଧାର୍ମିକ ବ୍ଯକ୍ତିଙ୍କୁ ପ୍ରତାରିତ ଓ ହତ୍ଯା କରିଛ।