ତା'ପରେ ଯୀଶୁ ପିତର, ଯାକୁବ ଓ ଯୋହନ ଅନ୍ୟ ଶିଷ୍ଯମାନଙ୍କ ପାଖକୁ ଗଲେ। ସମାନେେ ଦେଖିଲେ ଯେ ଅନକେ ଲୋକ ସମାନଙ୍କେୁ ଘରେି ରହିଛନ୍ତି। ସମାନଙ୍କେ ସହିତ ଧର୍ମଶାସ୍ତ୍ରୀମାନେ ୟୁକ୍ତିତର୍କ କରୁଛନ୍ତି।
Cross references
ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ଲୋକମାନଙ୍କ ପାଖକୁ ଫରେି ଆସିଲେ। ଗୋଟିଏ ଲୋକ ଯୀଶୁଙ୍କ ପାଖକୁ ଆସି ତାହାଙ୍କ ଆଗ ରେ ଆଣ୍ଠୁ ମାଡ଼ି ପଡ଼ିଗଲେ।
କେତଜେଣ ଧର୍ମଶାସ୍ତ୍ରୀ ସଠାେରେ ବସିଥିଲେ।ଯୀଶୁଙ୍କ କାମ ସମାନେେ ଦେଖିଲେ। ସମାନେେ ନିଜ ଭିତ ରେ କୁହାକୁହି ହେଲେ,
ସମାନେେ ଯୀଶୁଙ୍କୁ କହିଲେ, ଆମ୍ଭଙ୍କୁ କୁହ, କେଉଁ ଅଧିକାର ରେ ତୁମ୍ଭେ ଏସବୁ କାମ କରୁଛ? ଏ ସବୁ କରିବାକୁ ତୁମ୍ଭକୁ କିଏ ଅଧିକାର ଦଲୋ?
ଫାରୂଶୀ ଓ େ ହରୋଦୀୟମାନେ ଯୀଶୁଙ୍କ ପାଖକୁ ଯାଇ କହିଲେ, ଗୁରୁ, ଆମ୍ଭମାନେେ ଜାଣିଛୁ ଯେ, ତୁମ୍ଭେ ବହୁତ ଭଲ ଲୋକ। ଅନ୍ୟମାନେ ତୁମ୍ଭ ବିଷୟ ରେ କ'ଣ ଭାବୁଛନ୍ତି, ସେଥିପାଇଁ ତୁମ୍ଭେ କବେେ ଚିନ୍ତା କର ନାହିଁ। ସବୁ ଲୋକ ତୁମ୍ଭ ପାଇଁ ସମାନ। ତୁମ୍ଭେ ପରମେଶ୍ବର ଚାହୁଁଥିବା ଜୀବନର ମାର୍ଗ ବିଷୟ ରେ ଠିକ୍ ଉପଦେଶ ଦେଉଛ। ଆମ୍ଭମାନଙ୍କୁ କୁହ: କାଇସରଙ୍କୁ କର ଦବୋର ଉଚିତ୍ କି ନୁହେଁ?
ତା' ପରଦିନ ଯୀଶୁ, ପିତର, ଯୋହନ ଓ ଯାକୁବ ପର୍ବତ ଉପରୁ ତଳକୁ ଓହ୍ଲାଇ ଆସିଲେ। ବହୁସଂଖ୍ଯା ରେ ଲୋକେ ଆସି ଯୀଶୁଙ୍କୁ ଭଟେିଲେ।
ଯୀଶୁ ସେ ସ୍ଥାନ ଛାଡି ଚାଲି ଯାଉଥିବା ସମୟରେ ଧର୍ମଶାସ୍ତ୍ରୀ ଓ ଫାରୂଶୀମାନେ ଯୀଶୁଙ୍କୁ ଅନକେ କଷ୍ଟ ଦବୋ ଆରମ୍ଭ କରି ଦେଲେ। ସମାନେେ ଯୀଶୁଙ୍କୁ ଅନକେ ବିଷୟ ରେ ପ୍ରଶ୍ନମାନ ପଚାରି ତାହାଙ୍କଠାରୁ ଉତ୍ତର ଚାହୁଁଥିଲେ।
ଯୀଶୁଙ୍କ ବିଷୟ ରେ ଭାବି ଦେଖ। ଯେତବେେଳେ ପାପୀ ଲୋକମାନେ ତାହାଙ୍କ ବିରୁଦ୍ଧ ରେ କିଛି କରୁଥିଲେ, ସେ ଅତି ର୍ଧୈୟ୍ଯର ସହିତ ସବୁଗୁଡ଼ିକୁ ଗ୍ରହଣ କଲେ। ତୁମ୍ଭମାନେେ ମଧ୍ଯ ସହେି ଭଳି ର୍ଧୈୟ୍ଯବାନ ହୁଅ। ଚେଷ୍ଟା କରିବାରୁ ନିରୁତ୍ସାହ ହୁଅ ନାହିଁ।