ଭିଡ ଭିତରୁ ଜଣେ ଲୋକ ଉତ୍ତର ଦଲୋ, ହେ ଗୁରୁ, ମୁଁ ମାେ ପୁଅକୁ ଆପଣଙ୍କ ପାଖକୁ ଆଣିଥିଲି। ତା ଦହେ ରେ ଦୁଷ୍ଟାତ୍ମାଟିଏ ପ୍ରବେଶ କରି ତାକୁ କଥା କହିବାକୁ ଦେଉନାହିଁ।
Cross references
ତା'ପରେ ଲୋକେ ଯୀଶୁଙ୍କ ପାଖକୁ ଗୋଟିଏ ଲୋକକୁ ଆଣିଲେ। ସେ ଲୋକଟି ଅନ୍ଧ ଥିଲା। ତା ଦହେ ରେ ଗୋଟିଏ ଭୂତ ପଶି ଥିବାରୁ ସେ ମୂକ ହାଇେ ଯାଇଥିଲା। ଯୀଶୁ ଲୋକଟିକୁ ସୁସ୍ଥ କରି ଦେଲେ। ଫଳ ରେ ଲୋକଟି କଥା କହି ପାରିଲା ଓ ଦେଖି ପାରିଲା।
ସେ କହିଲା, ପ୍ରଭୁ, ମାରେ ପୁଅ ଉପରେ ଦୟା କର। ସେ ମୂର୍ଚ୍ଛା ରୋଗ ରେ ବଡ଼ କଷ୍ଟ ପାଉଛି। ଅନକେ ସମୟରେ ସେ ନିଆଁ ରେ କିମ୍ବା ପାଣି ରେ ପଡ଼ି ଯାଉଛି।
ସେ କାକୁତି ମିନତି ହାଇେ ଯୀଶୁଙ୍କୁ ଭିକ୍ଷା ମାଗିଲେ, ମାରେ େଛାଟ ଝିଅ ମରିବା ଉପରେ। ଦୟା କରି ଆପଣ ଆସି ତା' ଉପରେ ହାତ ରଖନ୍ତୁ, ତା ହେଲେ ସେ ସୁସ୍ଥ ହାଇଯେିବ ଓ ଜୀବନ ପାଇବ।
ସେ ସ୍ତ୍ରୀ ଲୋକଟି ଗ୍ରୀକ୍ ଥିଲା। ସେ ସିରିଆର ଫୈନିକିଯାଠା ରେ ଜନ୍ମ ହାଇେଥିଲା। ସେ ତା' ଝିଅ ଠାରୁ ଭୂତକୁ ବାହାର କରି ଦବୋ ପାଇଁ ଯୀଶୁଙ୍କୁ ପ୍ରାର୍ଥନା କଲା।
ଯୀଶୁ ଦେଖିଲେ ଯେ ଏହି ଘଟଣା ଦେଖିବା ପାଇଁ ଲୋକେ ତାହାଙ୍କ ପାଖକୁ ମାଡି ଆସୁଛନ୍ତି। ତେଣୁ ସେ ଦୁଷ୍ଟାତ୍ମାକୁ ଧମକ ଦଇେ କହିଲେ, ହେ ଦୁଷ୍ଟାତ୍ମା, ତୁ ପିଲାଟିକୁ ମୂକ ଓ ବଧିର କରି ଦଇେଛୁ। ମୁଁ ତୋତେ ଆଜ୍ଞା ଦେଉଛି, ପିଲାର ଦହେ ଭିତରୁ ବାହାରିଯା। ଏହାର ଦହେ ରେ ପୁଣି ଆଉ କବେେ ହେଲେ ପ୍ରବେଶ କରିବୁ ନାହିଁ।
ପୁଣି ଲୋକମାନେ ଯୀଶୁଙ୍କୁ ପାଖକୁ ସମାନଙ୍କେର େଛାଟ େଛାଟ ପିଲାମାନଙ୍କୁ ଆଣିଲେ ଯେପରି ଯୀଶୁ ପିଲାମାନଙ୍କୁ ଛୁଇଁ ଦଇେ ଆଶୀର୍ବାଦ କରିବେ। କିନ୍ତୁ ଯୀଶୁଙ୍କ ଶିଷ୍ଯମାନେ ଲୋକମାନଙ୍କୁ ବାରଣ କଲେ ଯେ ସମାନେେ ସମାନଙ୍କେର ପିଲାମାନଙ୍କୁ ଯୀଶୁଙ୍କ ପାଖକୁ ନ ଆଣନ୍ତୁ।
ଭିଡ ଭିତରୁ ଜଣେ ଲୋକ ପାଟି କରି ଉଠିଲା, ଗୁରୁ, ଦୟାକରି ଆସି ମାେ ପୁଅକୁ ଦେଖନ୍ତୁ।
ଥରେ ଯୀଶୁ କଥା କହି ପାରୁନଥିବା ଗୋଟିଏ ଲୋକ ଦହରେୁ ଭୂତକୁ ତଡି ଦେଉଥିଲେ। ଭୂତଟି ମୂକ ଲୋକ ଦହରେୁ ବାହାରି ଆସିବା ମାତ୍ ରେ, ଲୋକଟି ପୁଣି କଥା କହିବାକୁ ଲାଗିଲା। ଜମା ହାଇେଥିବା ଲୋକମାନେ ଆଶ୍ଚର୍ୟ୍ଯ ହାଇଗେଲେ।
ସହେି ବ୍ଯକ୍ତି ଶୁଣିଲେ ଯେ ଯୀଶୁ ୟିହୂଦା ପ୍ରଦେଶରୁ ଆସିଛନ୍ତି ଓ ବର୍ତ୍ତମାନ ଗାଲୀରୀ ରେ ଅଛନ୍ତି, ତେଣୁ ସେ ବ୍ଯକ୍ତି କାନା ରେ ଯୀଶୁଙ୍କୁ ଦଖାେ କଲେ। କଫର୍ନାହୂମକୁ ଆସି ତାହାଙ୍କର ପୁତ୍ରକୁ ସୁସ୍ଥ କରିବା ପାଇଁ ସେ ଯୀଶୁଙ୍କୁ ନିବଦନେ କଲେ। ତାହାଙ୍କର ପୁତ୍ର ମୃତ ପ୍ରାୟ ହଇେଥିଲେ।