Home Bibles ମାର୍କଲିଖିତ ସୁସମାଚାର 9:22 · ଓଡ଼ିଆ ବାଇବେଲ
ମାର୍କଲିଖିତ ସୁସମାଚାର 9:22 · ଓଡ଼ିଆ ବାଇବେଲ

ଦୁଷ୍ଟାତ୍ମା ତାକୁ ମାରିବାକୁ ଅନକେ ଥର ପାଣିକୁ ଓ ଅନକେ ଥର ନିଆଁ ଭିତରକୁ ଫିଙ୍ଗି ଦେଉଛି। ଆପଣ ଯଦି ତା ପାଇଁ କିଛି କରି ପାରନ୍ତି, ତବେେ ଆମ୍ଭ ପ୍ରତି ଦୟା ହବେ ଓ ଆମ୍ଭକୁ ସାହାୟ୍ଯ ହବେ।

Cross references

ମାଥିଉଲିଖିତ ସୁସମାଚାର 8:2

ସମାନଙ୍କେ ଭିତରୁ ଜଣେ କୁଷ୍ଠ ରୋଗୀ ଆସି ଯୀଶୁଙ୍କ ଆଗ ରେ ଆଣ୍ଠୁ ମାଡି ବସି ପଡି କହିଲା, ପ୍ରଭୁ, ଆପଣ ଚାହିଁଲେ ମାେତେ ଭଲ କରିଦଇେ ପାରିବେ।

ମାଥିଉଲିଖିତ ସୁସମାଚାର 8:8

ସନୋପତି ଉତ୍ତର ଦେଲେ, ପ୍ରଭୁ, ଆପଣ ଯେ ମାେ ଘରକୁ ଆସିବେ, ତାହାପାଇଁ ମୁଁ ଯୋଗ୍ଯ ନୁହେଁ। ଆପଣ କବଳେ ଆଦେଶ ଦଇେ ଦିଅନ୍ତୁ। ମାରେ ଦାସ ଭଲ ହାଇଯେିବ।

ମାଥିଉଲିଖିତ ସୁସମାଚାର 9:28

ଯୀଶୁ ପୁଣି ଭିତରକୁ ଗଲେ, ଅନ୍ଧ ଦୁଇଟି ମଧ୍ଯ ତାହାଙ୍କ ସଙ୍କ ରେ ଗଲେ। ଯୀଶୁ ସମାନଙ୍କେୁ ପଚାରିଲେ, ତୁମ୍ଭେ କ'ଣ ବିଶ୍ବାସ କରୁଛ ଯେ, ମୁଁ ତୁମ୍ଭକୁ ଆଖି ଦାନ କରି ପାରିବି? ସମାନେେ ଉତ୍ତର ଦେଲେ, ହଁ, ପ୍ରଭୁ।

ମାଥିଉଲିଖିତ ସୁସମାଚାର 14:31

ଯୀଶୁ ସଙ୍ଗେ ସଙ୍ଗେ ତାହାଙ୍କ ପାଖ ରେ ପହଞ୍ଚି ତାହାଙ୍କୁ ଧରି ପକାଇଲେ। ସେ ପିତରଙ୍କୁ କହିଲେ, ତୁମ୍ଭର ବିଶ୍ବାସ ଅଳ୍ପ। ତୁମ୍ଭେ କାହିଁକି ସନ୍ଦହେ କଲ?

ମାଥିଉଲିଖିତ ସୁସମାଚାର 15:22

ସହେି ଅଞ୍ଚଳର ଜମେ କିଣାନୀଯା ସ୍ତ୍ରୀ ଆସି ବଡପାଟି କରି କହିଲା, ହେ ପ୍ରଭୁ! ହେ ଦାଉଦଙ୍କ ପୁତ୍ର! ମାେ ପ୍ରତି ଦୟା କରନ୍ତୁ। ମାେ ଝିଅ ଦହେ ରେ ଗୋଟିଏ ଭୂତ ପଶି ରହିଛି। ମାେ ଝିଅ ଭାରି କଷ୍ଟ ପାଉଛି।

ମାଥିଉଲିଖିତ ସୁସମାଚାର 20:34

ଯୀଶୁଙ୍କ ମନ ରେ ସମାନଙ୍କେ ପାଇଁ ଦୟା ଆସିଲା। ସେ ସମାନଙ୍କେର ଆଖି ଛୁଇଁ ଦେଲେ, ଓ ସମାନେେ ତୁରନ୍ତ ଦେଖି ପାରିଲେ। ତା'ପରେ ସମାନେେ ଯୀଶୁଙ୍କୁ ଅନୁସରଣ କଲେ।

ମାର୍କଲିଖିତ ସୁସମାଚାର 1:40

ଗୋଟିଏ କୁଷ୍ଠ ରୋଗୀ ଯୀଶୁଙ୍କ ପାଖକୁ ଆସିଲା। ସେ ଯୀଶୁଙ୍କ ଆଗ ରେ ଆଣ୍ଠୁମାଡି ପ୍ରାର୍ଥନା କଲା, ତୁମ୍ଭେ ଇଚ୍ଛା କଲେ ମାେତେ ଭଲ କରି ଦଇେ ପାରିବ। ସହେି ଶକ୍ତି ତୁମ୍ଭର ଅଛି।

ମାର୍କଲିଖିତ ସୁସମାଚାର 5:19

କିନ୍ତୁ ଯୀଶୁ ତାହାକୁ ଯୀବାପାଇଁ ଅନୁମତି ଦେଲେ ନାହିଁ। ଯୀଶୁ କହିଲେ, ତୁମ୍ଭେ ତୁମ୍ଭର ଘରକୁ, ଆତ୍ମୀୟ -ସ୍ବଜନଙ୍କ ପାଖକୁ ଯାଅ। ପ୍ରଭୁ ତୁମ୍ଭ ପାଇଁ ଯାହା କରିଛନ୍ତି, ସେ ସମସ୍ତ କଥା ସମାନଙ୍କେୁ କୁହ। ସମାନଙ୍କେୁ କୁହ ଯେ ପ୍ରଭୁ ତୁମ୍ଭକୁ ଦୟା କରିଛନ୍ତି।

ଲୂକଲିଖିତ ସୁସମାଚାର 7:13

ସହେି ବିଧବାକୁ ଦେଖି ଯୀଶୁଙ୍କ ମନ ରେ କରୁଣା ଜାତ ହେଲା। ସେ ତାକୁ କହିଲେ, କାନ୍ଦ ନାହିଁ।

Interlinear

Choose Theme