Home Bibles ମାର୍କଲିଖିତ ସୁସମାଚାର 9:23 · ଓଡ଼ିଆ ବାଇବେଲ
ମାର୍କଲିଖିତ ସୁସମାଚାର 9:23 · ଓଡ଼ିଆ ବାଇବେଲ

ଯୀଶୁ କହିଲେ, ତୁମ୍ଭେ କହିଲ, 'ତୁମ୍ଭେ ଯଦି ପାରିବ ତବେେ ସାହାୟ୍ଯ ହବେ।' ବିଶ୍ବାସୀ ଲୋକପାଇଁ ସବୁ କିଛି ସମ୍ଭବ।

Cross references

ଦିତୀୟ ବଂଶାବଳୀ 20:20

ଯିହାଶାଫେଟ୍ଙ୍କ ସୈନ୍ଯଦଳ ପ୍ରଭାତ ରେ ତକୋଯର ମରୁଭୂମି ମଧ୍ଯକୁ ୟୁଦ୍ଧ ପାଇଁ ୟାତ୍ରା କଲେ। ସମାନେେ ୟାତ୍ରାରମ୍ଭ କରିବା ସମୟରେ ଯିହାଶାଫେଟ୍ ଉଠି ଠିଆ ହେଲେ ଓ କହିଲେ, ଯିହୁଦା ଓ ୟିରୁଶାଲମର ସମସ୍ତ ଲୋକ ମାେ' କଥା ଶୁଣ। ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ବରଙ୍କଠା ରେ ବିଶ୍ବାସ ରଖ, ତବେେ ତୁମ୍ଭମାନେେ ଦୃଢ଼ ରୂପେ ଠିଆ ହାଇେ ପାରିବ। ସଦାପ୍ରଭୁଙ୍କର ଭବିଷ୍ଯତ୍ବକ୍ତାମାନଙ୍କଠା ରେ ବିଶ୍ବାସ ରଖ। ତୁମ୍ଭମାନେେ କୃତକାର୍ୟ୍ଯ ହବେ।

ମାଥିଉଲିଖିତ ସୁସମାଚାର 14:29

ଯୀଶୁ କହିଲେ, ଚାଲି ଆସ। ପିତର ଡଙ୍ଗାରୁ ବାହାରକୁ ଆସିଲେ। ସେ ପାଣି ଉପରେ ଚାଲି ଯୀଶୁଙ୍କ ଆଡକୁ ଗଲେ।

ମାଥିଉଲିଖିତ ସୁସମାଚାର 17:20

ଯୀଶୁ କହିଲେ, ତାହା କବଳେ ତୁମ୍ଭର ଅଳ୍ପ ବିଶ୍ବାସର ୟୋଗୁ ହେଲା। ମୁଁ ତୁମ୍ଭକୁ ସତ୍ଯ କହୁଛି। ତୁମ୍ଭର ଯଦି ଗୋଟିଏ ଶାରେିଷ ଦାନା ପରିମାଣର ମଧ୍ଯ ବିଶ୍ବାସ ଅଛି, ତବେେ ତୁମ୍ଭେ ଏହି ପର୍ବତକୁ କହିପାରିବ, 'ଏ ଜାଗାରୁ ସେ ଜାଗାକୁ ଚାଲିଯାଅ,' ଏବଂ ପର୍ବତ ଚାଲିୟିବ। ତୁମ୍ଭ ପାଇଁ କିଛି ଅସମ୍ଭବ ହାଇେ ରହିବ ନାହିଁ।

ମାଥିଉଲିଖିତ ସୁସମାଚାର 21:21

ଯୀଶୁ ଉତ୍ତର ଦେଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି। ଯଦି ତୁମ୍ଭର ବିଶ୍ବାସ ଥିବ ଓ କୌଣସି ସନ୍ଦହେ ନଥିବ ତବେେ ମୁଁ ଏ ଗଛଟିକୁ ଯାହା କଲି, ତୁମ୍ଭମାନେେ ମଧ୍ଯ ଠିକ୍ ସହେିପରି କରିପାରିବ। ତୁମ୍ଭମାନେେ ମଧ୍ଯ ଅନକେ ଅଧିକ କାମ କରିପାରିବ। ତୁମ୍ଭମାନେେ ଏ ପର୍ବତକୁ କହିପାରିବ, ' ହେ ପର୍ବତ, ଏଠାରୁ ଯାଅ ଓ ସମୁଦ୍ର ରେ ପଡ଼।' ଯଦି ତୁମ୍ଭମାନଙ୍କର ବିଶ୍ବାସ ଥାଏ, ଏହା ଘଟିବ।

ମାର୍କଲିଖିତ ସୁସମାଚାର 11:23

ମୁଁ ତୁମ୍ଭମାନଙ୍କୁ ସତ୍ଯ କହୁଛି: ଯଦି କହେି ଲୋକ ଏହି ପର୍ବତକୁ କହିବ, 'ତୁ ଉପୁଡି ସମୁଦ୍ର ରେ ଯାଇ ପଡିଯା,' ଏବଂ ଯଦି ଲୋକଟିର ମନ ରେ କୌଣସି ପ୍ରକାର ସନ୍ଦହେ ନଥାଇ ବିଶ୍ବାସ କରିବ ଯେ, ସେ ଯାହା କହିଛି ତାହା ଘଟିବ, ତବେେ ପରମେଶ୍ବର ତା'ପାଇଁ ତାହା କରି ଦବେେ।

ଲୂକଲିଖିତ ସୁସମାଚାର 17:6

ପ୍ରଭୁ କହିଲେ, ଯଦି ତୁମ୍ଭମାନଙ୍କର ବିଶ୍ବାସ ଗୋଟିଏ ଶାରେିଷ ଦାନା ପରିମାଣର ହାଇେଥାଏ, ତବେେ ତୁମ୍ଭମାନେେ ଏହି ତୁତ ଗଛକୁ କହିପାରିବ, ନିଜକୁ ଉପାଡି ନଇେ ସମୁଦ୍ର ରେ ରୋପଣ କର, ତବେେ ଗଛଟି ତୁମ୍ଭମାନଙ୍କ କଥା ମାନିବ।

ଯୋହନଲିଖିତ ସୁସମାଚାର 4:48

ଯୀଶୁ ତାହାଙ୍କୁ କହିଲେ, ତୁମ୍ଭମାନେେ ଅଲୌକିକ ଓ ଅଶ୍ଚର୍ୟ୍ଯଜନକ କାର୍ୟ୍ଯମାନ ନ ଦେଖିଲେ ତୁମ୍ଭମାନେେ ମାେତେ ବିଶ୍ବାସ କରିବ ନାହିଁ।

ଯୋହନଲିଖିତ ସୁସମାଚାର 11:40

ଯୀଶୁ ତାହାଙ୍କୁ କହିଲେ, ମୁଁ ତୁମ୍ଭକୁ ଯାହା କହିଥିଲି, ତାହା ମନେପକାଅ। ମୁଁ ତୁମ୍ଭକୁ କହିଥିଲି, ଯଦି ତୁମ୍ଭେ ବିଶ୍ବାସ କରିବ ତବେେ ପରମେଶ୍ବରଙ୍କର ଗୌରବ ଦେଖି ପାରିବ।

ରେରିତମାନଙ୍କ କାର୍ଯ୍ୟର ବିବରଣ 14:9

ସେ ବସି ପାଉଲଙ୍କ କଥା ଶୁଣୁଥିଲା। ପାଉଲ ତାକୁ ସିଧାସଳଖ ଅନାଇ ଦେଖିଲେ ଯେ ସେ ସୁସ୍ଥ ହାଇପୋରିବ ବୋଲି ତା'ର ବିଶ୍ବାସ ଅଛି।

ଏବ୍ରୀ 11:6

ବିଶ୍ବାସ ବିନା ଜଣେ ପରମେଶ୍ବରଙ୍କୁ ପ୍ରସନ୍ନ କରି ପାରିବ ନାହିଁ। ପରମେଶ୍ବରଙ୍କ ପାଖକୁ ଆସୁଥିବା ପ୍ରେତ୍ୟକକ ଲୋକ ପରମେଶ୍ବର ଅଛନ୍ତି ବୋଲି ବିଶ୍ବାସ କରିବା ଉଚିତ୍। ୟିଏ ପରମେଶ୍ବରଙ୍କ ପାଖକୁ ଆସିବ ସେ ବିଶ୍ବାସ କରିବା ଦରକାର ଯେ ୟିଏ ପ୍ରକୃତ ରେ ତାହାଙ୍କୁ ଖୋଜେ, ପରମେଶ୍ବର ତାହାକୁ ପୁରସ୍କାର ପ୍ରଦାନ କରନ୍ତି।

Interlinear

Choose Theme