ଦୁଷ୍ଟାତ୍ମା ୟନ୍ତ୍ରଣା ରେ ଚିତ୍କାର କଲା, ପିଲାକୁ ଥରାଇ ତଳେ ପକାଇ ଦଲୋ। ପୁଣି ଥରେ ପିଲାକୁ ତଳେ କଚାଡି ଦଇେ ଦୁଷ୍ଟାତ୍ମା ତା' ଦହରେୁ ବାହାରି ଆସିଲା। ଏହି ପିଲା ମରିଗଲା ଭଳି ଦଖାଗେଲା। ଅନକେ ଲୋକ କହିଲେ, ସେ ମରି ଯାଇଛି।
Cross references
ମୁଁ ଫାରୋଙ୍କ ନିକଟକୁ ୟାଇ ତୁମ୍ଭେ ଯାହା କହିବାକୁ ମାେତେ କହିଥିଲ, ମୁଁ କହିଲି। କିନ୍ତୁ ସହେି ସମୟଠାରୁ ସେ ତୁମ୍ଭର ଲୋକମାନଙ୍କ ପାଇଁ ନିଷ୍ଠୁର ହେଲେ। କିନ୍ତୁ ତୁମ୍ଭେ ସମାନଙ୍କେୁ ସାହାୟ୍ଯ କରିବା ପାଇଁ କିଛି କଲ ନାହିଁ।
ଦୁଷ୍ଟାତ୍ମା ଲୋକଟିକୁ ଦୋହଲାଇ ଦଲୋ। ତା'ପରେ ସେ ଖୁବ୍ ଜାରେ ରେ ଚିତ୍କାର କରି ସହେି ଲୋକଟି ଭିତରୁ ବାହାରି ଗଲା।
ଦୁଷ୍ଟାତ୍ମା ପୁଅକୁ ଆକ୍ରମଣ କରୁଛି। ସେ ଆକ୍ରମଣ କଲା ବେଳେ ପୁଅକୁ ତଳେ କଚାଡି ଦେଉଛି। ପୁଅ ମୁଁହଁରୁ ଫଣେ ବାହାରୁଛି ଓ ସେ ଦାନ୍ତ କଡମଡ କରୁଛି ଓ ଶୁଖିଯାଉଛି, ମୁଁ ଆପଣଙ୍କ ଶିଷ୍ଯମାନଙ୍କୁ ସହେି ଦୁଷ୍ଟାତ୍ମା କୁ ବାହାର କରି ଦବୋକୁ ଅନୁରୋଧ କଲି, କିନ୍ତୁ ସମାନେେ ତାକୁ ବାହାର କରି ପାରିଲେ ନାହିଁ।
ତେଣୁ ଶିଷ୍ଯମାନେ ପିଲାକୁ ଯୀଶୁଙ୍କ ପାଖକୁ ନଇେ ଆସିଲେ। ଦୁଷ୍ଟାତ୍ମା ଯୀଶୁଙ୍କୁ ଦେଖିବା ମାତ୍ ରେ ପିଲାକୁ ଆକ୍ରମଣ କଲା। ସହେି ପିଲା ତଳେ ପଡିଯାଇ ଗଡିଗଲା। ତା' ପାଟିରୁ ଫଣେ ବାହାରିଲା।
ତେଣୁ ହେ ସ୍ବର୍ଗ ଓ ସ୍ବର୍ଗବାସୀଗଣ, ଆନନ୍ଦ ଉଲ୍ଲାସ କର। କିନ୍ତୁ ହାୟ ! ଏହା ପୃଥିବୀ ଓ ସମୁଦ୍ର ପାଇଁ ଅତ୍ଯନ୍ତ ଖରାପ ସମୟ, ଯେ ହତେୁ ସମୟ ଅତି ଅଳ୍ପ, ବୋଲି ଜାଣି ଶୟତାନ ଭୀଷଣ କୋର୍ଧ ରେ ପୂର୍ଣ୍ଣ ହାଇେ ତୁମ୍ଭମାନଙ୍କ ମଧ୍ଯକୁ ଓହ୍ଲାଇ ଯାଇଅଛି।