Home Bibles ମାର୍କଲିଖିତ ସୁସମାଚାର 9:27 · ଓଡ଼ିଆ ବାଇବେଲ
ମାର୍କଲିଖିତ ସୁସମାଚାର 9:27 · ଓଡ଼ିଆ ବାଇବେଲ

କିନ୍ତୁ ଯୀଶୁ ପିଲାର ହାତ ଧରି ତାହାକୁ ଉଠାଇ ଠିଆ କରାଇଲେ। ସହେି ପିଲା ଠିଆ ହେଲା।

Cross references

ଯିଶାଇୟ 41:13

କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ବର, ତୁମ୍ଭର ଦକ୍ଷିଣ ହସ୍ତ ଧରି କହିବା ଭୟ କର ନାହିଁ। ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବା।

ମାର୍କଲିଖିତ ସୁସମାଚାର 1:31

ଯୀଶୁ ତାହାଙ୍କ ବିଛଣା ନିକଟକୁ ଗଲେ। ଯୀଶୁ ତାହାଙ୍କ ହାତ ଧରି ତାହାଙ୍କୁ ଠିଆ ହାବା ରେ ସାହାୟ୍ଯ କଲେ। ତାହାଙ୍କର ଜ୍ବର ଛାଡିଗଲା ଓ ସେ ସୁସ୍ଥ ହାଇଗେଲେ। ତା'ପରେ ସେ ସମାନଙ୍କେର ପରିଚର୍ୟ୍ଯା କରିବାକୁ ଲାଗିଲେ।

ମାର୍କଲିଖିତ ସୁସମାଚାର 1:41

ସହେି ଲୋକଟି ଉପରେ ଯୀଶୁଙ୍କର କରୁଣା ଜାତ ହେଲା। ସେ ହାତ ବଢଇେ ଲୋକଟିକୁ ଛୁଇଁ ଦେଲେ ଓ କହିଲେ, ମୁଁ ତୁମ୍ଭକୁ ସୁସ୍ଥ କରିବାକୁ ଚାହୁଁଛି, ତୁମ୍ଭେ ସୁସ୍ଥ ହାଇଯୋଅ।

ମାର୍କଲିଖିତ ସୁସମାଚାର 5:41

ତା'ପରେ ଯୀଶୁ ଝିଅଟିର ହାତ ଧରି ତାହାକୁ କହିଲେ, ଟଲିଥା, କୂମ୍ ଅର୍ଥାତ୍ ହେ ଝିଅ, ମୁଁ ତୋତେ କହୁଛି ଉଠ। ଝିଅଟି ସଙ୍ଗେ ସଙ୍ଗେ ଉଠି ଠିଆ ହେଲା ଓ ଚାଲିବାକୁ ଆରମ୍ଭ କଲା। ଝିଅଟିର ବୟସ ବାର ବର୍ଷ ଥିଲା।

ମାର୍କଲିଖିତ ସୁସମାଚାର 8:23

ଯୀଶୁ ଅନ୍ଧ ଲୋକଟିର ହାତ ଧରି ତାକୁ ଗାଁ ବାହାରକୁ କଢାଇ ନଇଗେଲେ। ସେ ଅନ୍ଧଟିର ଆଖି ରେ ଛପେ ପକାଇଲେ। ତା ଉପରେ ହାତ ରଖି ତାକୁ ପଚାରିଲେ, ତୁମ୍ଭେ କିଛି ଦେଖି ପାରୁଛ କି?

ରେରିତମାନଙ୍କ କାର୍ଯ୍ୟର ବିବରଣ 3:7

ଏହା କହି ପିତର ତା'ର ଡ଼ାହାଣ ହାତ ଧରି ଉେଠଇଲେ। ସଙ୍ଗେ ସଙ୍ଗେ ତା' ଗୋଡ଼ ଓ ପାଦ ଶକ୍ତ ହାଇଗେଲା। ସେ ଡ଼ଇେଁ ପଡ଼ି ଚ଼ାଲିବାକୁ ଆରମ୍ଭ କଲା

ରେରିତମାନଙ୍କ କାର୍ଯ୍ୟର ବିବରଣ 9:41

ପିତର ତାହାଙ୍କର ହାତ ଧରି ଉେଠଇଲେ ଓ ବିଶ୍ବାସୀମାନଙ୍କୁ ଓ ବିଧବାମାନଙ୍କୁ କଠାେରୀ ମଧ୍ଯକୁ ଡାକିଲେଓ ଟାବୀଥାକୁ ଜୀବିତ ଦଖାଇେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 23:19

ସନୋଧ୍ଯକ୍ଷ ୟୁବକର ହାତ ଧରି ନିରୋଳା ସ୍ଥାନକୁ ନଇେ ପଚ଼ାରିଲେ, ତୁମ୍ଭେ ମାେତେ କଣ କହିବାକୁ ଚ଼ାହଁ?

Interlinear

Choose Theme