Home Bibles ମାର୍କଲିଖିତ ସୁସମାଚାର 9:48 · ଓଡ଼ିଆ ବାଇବେଲ
ମାର୍କଲିଖିତ ସୁସମାଚାର 9:48 · ଓଡ଼ିଆ ବାଇବେଲ

ମନୁଷ୍ଯକୁ ଖାଉଥିବା ନର୍କର କୀଟ କବେେ ମ ରେ ନାହିଁ କି ନର୍କର ନିଆଁ କବେେ ଲିଭେ ନାହିଁ।

Cross references

ଯିଶାଇୟ 66:24

ପୁଣି ସମାନେେ ବାହା ରେ ୟାଇ ଆମ୍ଭ ବିରୁଦ୍ଧାଚରଣ କରୁଥିବା ପାପୀ ଲୋକମାନଙ୍କର ଶବ ଦେଖିବେ। କାରଣ ସମାନଙ୍କେର କୀଟ ମରିବ ନାହିଁ କିମ୍ବା ସମାନଙ୍କେର ଅଗ୍ନି ନିର୍ବାପିତ ହବେ ନାହିଁ। ଆଉ ମଧ୍ଯ ସମାନେେ ସମସ୍ତେ ମର୍ତ୍ତ୍ଯର ଘୃଣାର ପାତ୍ର ହବେେ।

ମାଥିଉଲିଖିତ ସୁସମାଚାର 25:41

ତା'ପରେ ରାଜା ତାହାଙ୍କ ବାମ ପଟର ଲୋକମାନଙ୍କୁ କହିବେ, 'ମାେ ପାଖରୁ ଚ଼ାଲିଯାଅ। ପରମେଶ୍ବର ତୁମ୍ଭ ନିମନ୍ତେ ଦଣ୍ଡ ନିରୁପଣ କରିଛନ୍ତି। ତୁମ୍ଭେ ଚିରକାଳ ଜଳୁଥିବା ନିଆଁକୁ ୟିବ, ଯାହାକି ଶୟତାନ ଓ ତାର ଦୂତମାନଙ୍କ ପାଇଁ ପ୍ରସ୍ତୁତ ହାଇେଛି।

ମାର୍କଲିଖିତ ସୁସମାଚାର 9:43

ଯଦି ତୁମ୍ଭର ହାତ ତୁମ୍ଭକୁ ପାପ କରାଏ, ତବେେ ତାକୁ କାଟିଦିଅ।

ମାର୍କଲିଖିତ ସୁସମାଚାର 9:44

କାରଣ ଦୁଇ ହାତ ଥାଇ ଅନନ୍ତ କାଳ ଧରି ଜଳୁଥିବା ନର୍କର ନିଆଁ ଭିତ ରେ ତୁମ୍ଭକୁ ଫିଙ୍ଗି ଦିଆୟିବା ଅପେକ୍ଷା ବରଂ ତୁମ୍ଭେ ପଙ୍ଗୁ ହାଇେ ଅନନ୍ତ ଜୀବନ ଲାଭ କରିବା ଭଲ।

Interlinear

Choose Theme