Home Bibles ମାଥିଉଲିଖିତ ସୁସମାଚାର 1:16 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 1:16 · ଓଡ଼ିଆ ବାଇବେଲ

ଯାକୁବ ଯୋଷଫଙ୍କେ ବାପା।

Cross references

ମାଥିଉଲିଖିତ ସୁସମାଚାର 1:18

ଯୀଶୁଖ୍ରୀଷ୍ଟଙ୍କ ମାଆ ଥିଲେ ମରିୟମ। ଯୀଶୁଖ୍ରୀଷ୍ଟଙ୍କ ଜନ୍ମ ଏହିଭଳି ହାଇେଥିଲା। ମରିୟମଙ୍କର ଯୋଷଫଙ୍କେ ସହିତ ବିବାହ ସ୍ଥିର ହାଇେଥିଲା। କିନ୍ତୁ ବିବାହ ପୂର୍ବରୁ ଜଣା ପଡିଲା ଯେ, ମରିୟମ ପବିତ୍ର ଆତ୍ମାଙ୍କ ଶକ୍ତି ବଳ ରେ ଗର୍ଭବତୀ ହାଇେଛନ୍ତି।

ମାଥିଉଲିଖିତ ସୁସମାଚାର 2:13

ପଣ୍ଡିତମାନେ ଗ୍ଭଲିୟିବାପରେ ପରମେଶ୍ବରଙ୍କର ଜଣେ ଦୂତ ସ୍ବପ୍ନ ରେ ଯୋଷଫଙ୍କେୁ ଦର୍ଶନ ଦଇେ କହିଲେ, ଉଠ, ଶିଶୁଟିକୁ ଓ ତା ମାଆଙ୍କୁ ନଇେ ମିଶର ଦେଶକୁ ପଳାଅ ଏବଂ ମୁଁ ନ କହିବା ପର୍ୟ୍ଯନ୍ତ ସଠାେରେ ରୁହ। କାରଣ େ ହରୋଦ ତାହାକୁ ମାରିଦବୋ ପାଇଁ ଗ୍ଭହୁଁଥିବାରୁ ତାହାଙ୍କୁ ଖାଜେିବ।

ମାଥିଉଲିଖିତ ସୁସମାଚାର 27:17

ତେଣୁ ଯେତବେେଳେ ସବୁଲୋକେ ଏକାଠି ଜମା ହେଲେ, ସେତବେେଳେ ପୀଲାତ ସମାନଙ୍କେୁ ପଚାରିଲେ, ମୁଁ ତୁମ୍ଭମାନଙ୍କ ପାଇଁ ଜଣେ ଲୋକକୁ ମୁକ୍ତ କରିବି। ବାରବ୍ବା ଓ ଯୀଶୁଙ୍କ ମଧ୍ଯରୁ କାହାକୁ ମୁକ୍ତ କରିବାକୁ ଚାହୁଁଛ?

ମାଥିଉଲିଖିତ ସୁସମାଚାର 27:22

ତା'ପରେ ପୀଲାତ ସମାନଙ୍କେୁ ପଚ଼ାରିଲେ, ତବେେ ଯେଉଁ ଯୀଶୁଙ୍କୁ ଖ୍ରୀଷ୍ଟ କୁହାୟାଏ ତାହାଙ୍କ ପ୍ରତି ମୁଁ କ'ଣ କରିବି?

ମାର୍କଲିଖିତ ସୁସମାଚାର 6:3

ଏ କ'ଣ ସହେି ବଢଇେ ନୁହଁନ୍ତି? ଏ କ'ଣ ମରିୟମଙ୍କ ପୁଅ, ଆଉ ଯାକୁବ, ୟୋସି, ୟିହୂଦା ଓ ଶିମାନଙ୍କେ ଭାଇ ନୁହଁନ୍ତି? ତାହାଙ୍କର ଭଉଣୀମାନେ କ'ଣ ଏଠା ରେ ଆମ୍ଭ ସହିତ ନାହାଁନ୍ତି? ତେଣୁ ଯୀଶୁଙ୍କୁ ସ୍ବୀକାର କରିବା ରେ ଏହି ଲୋକମାନେ ବାଧା ପାଇଲେ।

ଲୂକଲିଖିତ ସୁସମାଚାର 1:27

ଦାଉଦଙ୍କ ବଂଶଜ ୟୋ ସଫେ ନାମକ ଜଣେ ପୁରୁଷ ସହିତ ସେ କନ୍ଯାଙ୍କର ବିବାହ ନିର୍ବନ୍ଧ ହାଇେ ସାରିଥିଲା। ତାହାଙ୍କର ନାମ ମରିୟମ ଥିଲା।

ଲୂକଲିଖିତ ସୁସମାଚାର 1:31

ଶୁଣ, ତୁମ୍ଭେ ଗର୍ଭଗତୀ ହବେ। ତୁମ୍ଭେ ଗୋଟିଏ ପୁତ୍ର ସନ୍ତାନକୁ ଜନ୍ମ ଦବେ। ତୁମ୍ଭେ ତାହାଙ୍କ ନାମ ଯୀଶୁ ରଖିବ।

ଲୂକଲିଖିତ ସୁସମାଚାର 2:4

ୟୋ ସଫେ ଦାଉଦଙ୍କ ବଂଶର ହାଇେଥିବାରୁ ସେ ଗାଲିଲୀର ନାଜରିତ ନଗରରୁ ୟିହୂଦା ପ୍ରଦେଶର ବେଥ୍ଲହେିମକୁ ଗଲେ। ବେଥ୍ଲହେିମ ନଗର ଦାଉଦଙ୍କ ନଗର ନାମ ରେ ପରିଚିତ ଥିଲା।

ଲୂକଲିଖିତ ସୁସମାଚାର 2:7

ସେ ତାହାଙ୍କର ପ୍ରଥମଜାତ ପୁତ୍ର ସନ୍ତାନକୁ ଜନ୍ମ ଦେଲେ। ସମାନେେ ରହିବାକୁ ଚଟିଘ ରେ ଆଉ ଜାଗା ନଥିଲା। ତେଣୁ ମରିୟମ ଶିଶୁଟିକୁ ଲୁଗାପଟା ରେ ଗୁଡାଇ ଗୁହାଳ ରେ ଗୋରୁକୁଣ୍ଡ ରେ ରଖି ଦେଲେ।

ଲୂକଲିଖିତ ସୁସମାଚାର 2:10

ମଷେପାଳକମାନେ ଅତ୍ଯନ୍ତ ଭୟଭୀତ ହାଇଗେଲେ। ସ୍ବର୍ଗଦୂତ ସମାନଙ୍କେୁ କହିଲେ, ଭୟ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କ ପାଇଁ ଅତ୍ଯନ୍ତ ଶୁଭ ସମାଚାର ଆଣିଛି। ତାହା ସବୁଲୋକଙ୍କ ପାଇଁ ମହା ଆନନ୍ଦ ଆଣିଦବେ।

ଲୂକଲିଖିତ ସୁସମାଚାର 2:48

ଯୀଶୁଙ୍କ ବାପାମାଆ ତାହାଙ୍କୁ ଦେଖି ବିସ୍ମିତ ହାଇଗେଲେ। ତାହାଙ୍କ ମାଆ ତାହାଙ୍କୁ ପଚାରିଲେ, ପୁଅ ରେ! ତୁ ଆମ ସାଙ୍ଗ ରେ ଏପରି କାହିଁକି କଲୁ? ତାେ ବାପା ଓ ମୁଁ ତାେତେ ଖାଜେି ଖାଜେି ବହୁତ ଚିନ୍ତିତ ହାଇେ ପଡିଲୁଣି।

ଲୂକଲିଖିତ ସୁସମାଚାର 3:23

ଯୀଶୁ ଉପଦେଶ ପ୍ରଦାନ କାର୍ୟ୍ଯ ଆରମ୍ଭ କରିବା ବଳକେୁ ତାହାଙ୍କୁ ପ୍ରାୟ ତିରିଶ ବର୍ଷ ବୟସ ହାଇେଥିଲା। ଲୋକଙ୍କ ଧାରଣା ଅନୁସାରେ ଯୀଶୁ ୟୋ ସଫଙ୍କେ ପୁତ୍ର।

ଲୂକଲିଖିତ ସୁସମାଚାର 4:22

ପ୍ରେତ୍ୟକକ ଲୋକ ଯୀଶୁଙ୍କୁ ପ୍ରଶଂସା କରିବାକୁ ଲାଗିଲେ। ଯୀଶୁଙ୍କ ମୁହଁରୁ ଯେଉଁ ସୁନ୍ଦର ବାକ୍ଯ ବାହାରି ଆସୁଥିଲା, ସେଥି ରେ ସମସ୍ତେ ବିସ୍ମିତ ହାଇେ ଯାଉଥିଲେ। ସମାନେେ କହୁଥିଲେ, ଏ କ'ଣ ୟୋ ସଫଙ୍କେ ପୁଅ ନୁହେଁ?

ଯୋହନଲିଖିତ ସୁସମାଚାର 4:25

ସହେି ସ୍ତ୍ରୀ ଲୋକଟା କହିଲା, ମୁଁ ଜାଣେ ଯେ ମଶୀହ ଆସୁଛନ୍ତି। ଯେତବେେଳେ ମଶୀହ ଆସିବେ, ସେତବେେଳେ ସେ ଆମ୍ଭମାନଙ୍କୁ ସବୁ କଥା ବୁଝାଇ ଦବେେ।

Interlinear

Choose Theme