କୌଣସି ନଗର ବା ଗାଁ ରେ ପ୍ରବେଶ କଲା ବେଳେ ସଠାେରେ ଯୋଗ୍ଯ ଲୋକଟିକୁ ବାଛି ବାହାର କର। ସହେି ନଗର ବା ଗାଁ ନ ଛାଡିବା ପର୍ୟ୍ଯନ୍ତ ସହେି ସ୍ଥାନ ରେ ରୁହ।
Cross references
ସହେି ସଂଧ୍ଯା ରେ ଦୁଇଜଣ ସ୍ବର୍ଗଦୂତ ସଦୋମ ରେ ଉପସ୍ଥିତ ହେଲେ। ସହେି ସମୟରେ ଲୋଟ ନଗରଦ୍ବାର ଫାଟକ ନିକଟରେ ବସିଥିଲେ। ସେ ଯେତବେେଳେ ସ୍ବର୍ଗଦୂତଙ୍କୁ ଦେଖିଲେ, ସେ ଉଠିଲେ ଏବଂ ତାଙ୍କୁ ସାକ୍ଷାତ କରିବାକୁ ଗଲେ। ସେ ଭକ୍ତିଭାବରେ ସମାନଙ୍କେୁ ପ୍ରଣାମ କଲେ।
େସତବେଳେ ଦେଖନ୍ତି ତ ଜଣେ ବୃଦ୍ଧ ସନ୍ଧ୍ଯାକାଳେ ନିଜର କ୍ଷେତ୍ରରକ୍ସ୍ଟ ସ୍ବ କର୍ମସାରି ପରେକ୍ସ୍ଟଥିଲା। ସେ ଇଫ୍ରଯିମ ପର୍ବତମଯ ଦେଶର ଲୋକ ଓ ଗିବିଯା ରେ ପ୍ରବାସ କରୁଥିଲା। ମାତ୍ର ସେ ସ୍ଥାନର ଲୋକମାନେ ବିନ୍ଯାମୀନୀଯ ଥିଲେ।
ସୀଦୋନର ସାରିଫତ୍କୁ ୟାଇ ସଠାେରେ ବାସ କର। ସଠାେରେ ଥିବା ଜଣେ ବିଧବାଙ୍କୁ ଆମ୍ଭେ ଆଜ୍ଞା ଦଇେଛୁ, ସେ ତୁମ୍ଭକୁ ଭରଣ ପୋଷଣ କରିବ।
ମାେ ଗୃହ ମଧ୍ଯକୁ ଅଜଣା ଲୋକଙ୍କୁ ସବୁବେଳେ ଆମନ୍ତ୍ରଣ କରି ଆଣିଛି, ଯଭେଳି କି ରାତି ରେ ରାସ୍ତା ରେ ଶାଇେବାକୁ ପଡ଼ିବ ନାହିଁ।
କୌଣସି ଘ ରେ ପ୍ରବେଶ କଲେ ସେ ସହର ଛାଡି ଚାଲିୟିବା ପର୍ୟ୍ଯନ୍ତ ସହେି ଘ ରେ ରହିବ।
ତୁମ୍ଭମାନେେ ଯେଉଁ ଘରକୁ ୟିବ, ସେ ସ୍ଥାନ ଛାଡିବା ସମୟ ନ ହବୋ ପର୍ୟ୍ଯନ୍ତ ସହେିଠା ରେ ରହିବ।
ତୁମ୍ଭମାନେେ ଶାନ୍ତି ଥିବା ଘ ରେ ରୁହ। ସେ ଲୋକମାନେ ତୁମ୍ଭମାନଙ୍କୁ ୟହା ଦବେେ ତାହା ଖାଅ ଓ ପିଅ। କାରଣ କାମ କରିବା ଲୋକର ତା' ବତନେ ଉପରେ ଅଧିକାର ଅଛି। ଅନ୍ୟ ଘ ରେ ରହିବା ପାଇଁ ସହେି ଘର ଛାଡି ଯାଅନାହିଁ।
ଯୀଶୁଓ ତାହାଙ୍କ ଶିଷ୍ଯମାନେ ଯାତ୍ରା କରୁଥିବା ଅବସର ରେ ଗୋଟିଏ ଗାଁକୁ ଯୀଶୁ ଗଲେ। ମାର୍ଥା ନାମକ ଜଣେ ସ୍ତ୍ରୀଲୋକ ଯୀଶୁଙ୍କୁ ନିଜ ଘରକୁ ସ୍ବାଗତ କଲା।
ସମସ୍ତେ ଏକଥା ଦେଖିଲେ। ସମାନେେ ଅଭିଯୋଗ କରିବାକୁ ଆରମ୍ଭ କଲେ, ଦେଖ, କେଉଁ ଭଳି ଲୋକ ସହିତ ଯୀଶୁ ରହୁଛନ୍ତି। ଜଖିୟ ଗୋଟିଏ ପାପୀ।
ସେ ଓ ତା'ର ଘ ରେ ରହୁଥିବା ସମସ୍ତେ ବାପ୍ତିଜିତ ହବୋପରେ, ସେ ଆମ୍ଭମାନଙ୍କୁ ଅନୁରୋଧ କରି ଡ଼ାକି କହିଲା, ତୁମ୍ଭମାନେେ ଯଦି ମାେତେ ପ୍ରଭୁଙ୍କଠା ରେ ଜଣେ ପ୍ରକୃତ ବିଶ୍ବାସୀ ବୋଲି ଭାବୁଛ, ତବେେ ମାେ ଘ ରେ ଆସି ରୁହ। ଏହିପରି ସେ ଆମ୍ଭମାନଙ୍କୁ ତା'ର ଘରକୁ ୟିବାପାଇଁ ରାଜି କରାଇଲେ।
ପାଉଲ କରିନ୍ଥୀ ରେ ପାଉଲ ଆଥୀନୀ ନଗର ଛାଡ଼ି କରିନ୍ଥ ନଗରକୁ ଆସିଲେ।
ସହେି ଭାଇମାନେ ଖ୍ରୀଷ୍ଟଙ୍କର ସବୋ ପାଇଁ ଭ୍ରମଣ କରନ୍ତି। ସମାନେେ ବିଶ୍ବାସ ନ କରୁଥିବା ଲୋକମାନଙ୍କଠାରୁ କିଛି ଗ୍ରହଣ କରନ୍ତି ନାହିଁ।