Home Bibles ମାଥିଉଲିଖିତ ସୁସମାଚାର 10:41 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 10:41 · ଓଡ଼ିଆ ବାଇବେଲ

ଯାଉଁ ଲୋକ ପରମେଶ୍ବରଙ୍କ ଭବିଷ୍ଯଦ୍ବକ୍ତାଙ୍କୁ ଭଟେି ତାହାଙ୍କୁ ସ୍ବାଗତ କରେ, ତବେେ ସେ ଭବିଷ୍ଯଦ୍ବକ୍ତାର ପୁରସ୍କାର ପାଇବ। ଯେଉଁ ଲୋକ ଜଣେ ଧାର୍ମିକ ଲୋକକୁ ଧାର୍ମିକ ଲୋକ ରୂପେ ସ୍ବୀକାର କରେ ତବେେ ସେ ଧାର୍ମିକ ଲୋକର ପୁରସ୍କାର ପାଇବ।

Cross references

ଆଦି ପୁସ୍ତକ 20:7

ତେଣୁ ତୁମ୍ଭେ ଅବ୍ରହାମଙ୍କୁ ପୁନ୍ନରାଯ ତାଙ୍କ ସ୍ତ୍ରୀଙ୍କୁ ତାଙ୍କୁ ଫରୋଇଦିଅ। ଅବ୍ରହାମ ଜଣେ ଭବିଷ୍ଯତ୍ବକ୍ତା। ସେ ତୁମ୍ଭ ପାଇଁ ପ୍ରାର୍ଥନା କରିବ। ତୁମ୍ଭେ ବଞ୍ଚି ରହିବ। ତୁମ୍ଭେ ଯଦି ସାରାକୁ ଅବ୍ରହାମକୁ ନ ଫରୋଅ ତବେେ ମୁଁ ତୁମ୍ଭକୁ ପ୍ରତିଜ୍ଞା କରି କହୁଛି ତୁମ୍ଭେ ମରିବ। ଏବଂ ତୁମ୍ଭର ପରିବାର ତୁମ୍ଭ ସହିତ ମୃତ୍ଯୁବରଣ କରିବେ।

ପ୍ରଥମ ରାଜାବଳୀ 17:9

ସୀଦୋନର ସାରିଫତ୍କୁ ୟାଇ ସଠାେରେ ବାସ କର। ସଠାେରେ ଥିବା ଜଣେ ବିଧବାଙ୍କୁ ଆମ୍ଭେ ଆଜ୍ଞା ଦଇେଛୁ, ସେ ତୁମ୍ଭକୁ ଭରଣ ପୋଷଣ କରିବ।

ପ୍ରଥମ ରାଜାବଳୀ 17:20

ତା'ପରେ ଏଲିଯ ସଦାପ୍ରଭୁଙ୍କୁ ପ୍ରାର୍ଥନା କରି କହିଲେ, ହେ ସଦାପ୍ରଭୁ ମାରେ ପରମେଶ୍ବର, ଏହି ସ୍ତ୍ରୀ ଲୋକଟି ମାେତେ ତା'ର ଗୃହ ରେ ଆଶ୍ରଯ ଦଇେଛି। ତୁମ୍ଭେ ତା'ର ପୁତ୍ରକୁ ବଧକରି ତା'ପ୍ରତି କାହିଁକି ଅମଙ୍ଗଳ ଘଟାଇଲ?

ପ୍ରଥମ ରାଜାବଳୀ 18:3

ତେଣୁ ରାଜା ଆହାବ୍ ରାଜଗୃହର ଅଧ୍ଯକ୍ଷ ଓବଦିଯକୁ ଡକାଇଲେ। ଓବଦିଯ ସଦାପ୍ରଭୁଙ୍କର ପ୍ରକୃତ ଅନୁଗାମୀ ଥିଲେ।

ଦିତୀୟ ରାଜାବଳୀ 4:8

ଏକଦା ଇଲୀଶାୟ ଶୁନମେକୁ ଗଲେ। ସଠାେରେ ଏକ ମହତ୍ବପୂର୍ଣ୍ଣ ଧନୀ ସ୍ତ୍ରୀଲୋକ ତାଙ୍କୁ ଅନ୍ନି ଭୋଜନ ଦବୋକୁ ବୁଲାଇଲା। ଏହାପରେ ଇଲୀଶାୟ ଯେତେଥର ସହେି ବାଟ ଦଇେ ଗଲେ େସତେଥର ସଠାେରେ ଅନ୍ନ ଭୋଜନ କଲେ।

ଦିତୀୟ ରାଜାବଳୀ 4:16

ଇଲୀଶାୟ ସହେି ସ୍ତ୍ରୀ ଲୋକକୁ କହିଲେ, ଏହି ସମୟରେ ପରବର୍ତ୍ତୀ ବସନ୍ତ ଋତୁ ହେଲାବଳକେୁ ତୁମ୍ଭେ ଏକ ପୁତ୍ର ସନ୍ତାନ କୋଳ କରିବ।

ଦିତୀୟ ରାଜାବଳୀ 4:32

ଅନନ୍ତର ଇଲୀଶାୟ ଗୃହ ମଧିଅରେ ପ୍ରବେଶ କରି ଦେଖିଲେ ବାଳକଟି ମୃତ ଅବସ୍ଥା ରେ ଶୟ୍ଯା ଉପରେ ଶାଇେଛି।

ଯିଶାଇୟ 3:10

ଉତ୍ତମ ଲୋକମାନଙ୍କୁ କୁହ, ସମାନେେ ଉତ୍ତମଫଳ ଭୋଗ କରିବେ। ସମାନେେ ସମାନଙ୍କେର ସୁକର୍ମ ଯୋଗୁଁ ପୁରସ୍କୃତ ହବେେ।

ମାଥିଉଲିଖିତ ସୁସମାଚାର 6:1

ସାବଧାନ ରୁହ। ଯେତବେେଳେ ଭଲ କାମକର, ଲୋକମାନଙ୍କୁ ଜଣାଇବା ପାଇଁ କରନାହିଁ। ଲୋକମାନେ ତାହା ଦେଖନ୍ତୁ ବୋଲି ତୁମ୍ଭେ ସଗେୁଡିକ କରନାହିଁ। ତାହାଲେ ତୁମ୍ଭେ ସ୍ବର୍ଗ ରେ ଥିବା ତୁମ୍ଭର ପରମପିତାଙ୍କ ଠାରୁ ପୁରସ୍କାର ପାଇ ପାରିବ ନାହିଁ।

ମାଥିଉଲିଖିତ ସୁସମାଚାର 6:4

ତୁମ୍ଭର ଦାନ ଗୋପନ ରେ ହବୋ ଉଚିତ। ତୁମ୍ଭର ପରମପିତା ଗୋପନ ରେ କରାଯାଇଥିବା କାର୍ୟ୍ଯକୁ ଦେଖି ପାରନ୍ତି। ସେ ତୁମ୍ଭକୁ ତାର ପ୍ରତିଫଳ ଦବେେ।

ମାଥିଉଲିଖିତ ସୁସମାଚାର 6:6

କିନ୍ତୁ ତୁମ୍ଭେ ପ୍ରାର୍ଥନା କଲାବାଳେ ତୁମ୍ଭ ବଖରା ଭିତରକୁ ଯାଅ। କବାଟ ବନ୍ଦ କରି ତୁମ୍ଭର ପରମପିତାଙ୍କ ଗୋପନ ରେ ପ୍ରାର୍ଥନା କର। ତୁମ୍ଭର ପରମପିତା ଗୋପନ ରେ କରୁଥିବା ତୁମ୍ଭ କାମଗୁଡିକ ଦେଖି ପାରନ୍ତି। ସେ ତୁମ୍ଭକୁ ତାର ପ୍ରତିଫଳ ଦବେେ।

ମାଥିଉଲିଖିତ ସୁସମାଚାର 6:18

ତା' ହେଲେ ତୁମ୍ଭେ ଉପବାସ କରୁଛ ବୋଲି ଲୋକେ ଜାଣି ପାରିବେ ନାହିଁ। ତୁମ୍ଭର ପରମପିତାଙ୍କୁ ତୁମ୍ଭେ ସିନା ଦେଖି ପାରୁନାହଁ, ମାତ୍ର ସେ ତୁମ୍ଭକୁ ଉପବାସ କରୁଥିବାର ଦେଖିବେ। କାରଣ ଗୋପନ ରେ କରାଯାଇଥିବା କାମଗୁଡିକୁ ପରମପିତା ଦେଖନ୍ତି। ସେ ତୁମ୍ଭକୁ ତାର ପ୍ରତିଫଳ ଦବେେ।

ମାଥିଉଲିଖିତ ସୁସମାଚାର 16:27

ମନୁଷ୍ଯପୁତ୍ର ନିଜର ପିତାଙ୍କ ମହିମା ସହିତ ତାହାଙ୍କର ସ୍ବର୍ଗଦୂତମାନଙ୍କ ସଙ୍ଗେ ଆସିବେ। ସେ ସମୟରେ ମନୁଷ୍ଯପୁତ୍ର ପ୍ରେତ୍ୟକକ ଲୋକକୁ ତାର କର୍ମ ଅନୁସାରେ ଫଳ ଦବେେ।

ମାଥିଉଲିଖିତ ସୁସମାଚାର 25:34

ତା'ପରେ ରାଜା ତାହାଙ୍କ ଡ଼ାହାଣ ପଟ ରେ ଥିବା ଲୋକମାନଙ୍କୁ କହିବେ, 'ଆସ, ମାରେ ପରମପିତା ତୁମ୍ଭମାନଙ୍କୁ ଆଶାର୍ବାଦ କରିଛନ୍ତି। ପରମେଶ୍ବର ତୁମ୍ଭକୁ ଯେଉଁ ରାଜ୍ଯ ଦବୋକୁ ପ୍ରତିଶ୍ରୁତି ଦଇେଛନ୍ତି, ତାହା ଲାଭ କର। ଜଗତ ସୃଷ୍ଟି ହବୋ କାଳରୁ ତୁମ୍ଭ ପାଇଁ ସେ ରାଜ୍ଯ ପ୍ରସ୍ତୁତ ହାଇେ ସାରିଛି।

ଲୂକଲିଖିତ ସୁସମାଚାର 14:13

ବରଂ ଭୋଜି ଦବୋ ସମୟରେ ଗରିବ, ପଙ୍ଗୁ, େଛାଟା ଓ ଅନ୍ଧମାନଙ୍କୁ ଡାକ।

ରେରିତମାନଙ୍କ କାର୍ଯ୍ୟର ବିବରଣ 16:15

ସେ ଓ ତା'ର ଘ ରେ ରହୁଥିବା ସମସ୍ତେ ବାପ୍ତିଜିତ ହବୋପରେ, ସେ ଆମ୍ଭମାନଙ୍କୁ ଅନୁରୋଧ କରି ଡ଼ାକି କହିଲା, ତୁମ୍ଭମାନେେ ଯଦି ମାେତେ ପ୍ରଭୁଙ୍କଠା ରେ ଜଣେ ପ୍ରକୃତ ବିଶ୍ବାସୀ ବୋଲି ଭାବୁଛ, ତବେେ ମାେ ଘ ରେ ଆସି ରୁହ। ଏହିପରି ସେ ଆମ୍ଭମାନଙ୍କୁ ତା'ର ଘରକୁ ୟିବାପାଇଁ ରାଜି କରାଇଲେ।

ରୋମୀୟଙ୍କ ପ୍ରତି ପତ୍ର 16:1

ମୁଁ, ତୁମ୍ଭକୁ କେଙ୍କ୍ ରଯୋ ନଗରୀର ମଣ୍ତଳୀର ବିଶଷେ ସବେିକା, ଆମ୍ଭର ଧର୍ମ ଭଉଣୀ ଫବୈୀଙ୍କୁ ସୁପାରିଶ କରୁଛି।

ରୋମୀୟଙ୍କ ପ୍ରତି ପତ୍ର 16:23

ମାେତେ ଓ ସମଗ୍ର ମଣ୍ତଳୀକୁ ଆତିଥ୍ଯ ପ୍ରଦାନ କରିଥିବା ଗାୟ ତୁମ୍ଭମାନଙ୍କୁ ପ୍ରମାଣ ଜଣାଉଛନ୍ତି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 9:17

ତା'ପରେ ମଧ୍ଯ ଯଦି ମୁଁ ସ୍ବେଚ୍ଛା ରେ ସୁସମାଚାର ପ୍ରଚାର କରୁଛି, ତବେେ ପୁରସ୍କାର ପାଇବା ପାଇଁ ମୁଁ ଯୋଗ୍ଯ। କିନ୍ତୁ ତାହା ତ ନୁହେଁ। ସୁସମାଚାର ପ୍ରଚାର ପାଇଁ ମୁଁ ବାଧ୍ଯ। ପ୍ରଭୁ ମାେତେ ଯେଉଁ ଦାଯିତ୍ବ ଦଇେଛନ୍ତି, କବଳେ ତାହା ମୁଁ ସମ୍ପାଦନ କରୁଛି।

ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1:6

ଯାହା ଠିକ୍ ପରମେଶ୍ବର ତାହା କରିବେ। ଯେଉଁ ଲୋକମାନେ ତୁମ୍ଭମାନଙ୍କୁ କଷ୍ଟ ଦିଅନ୍ତି, ପରମେଶ୍ବର ସମାନଙ୍କେୁ କଷ୍ଟ ଦବେେ।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 1:16

ମୁଁ ଜଲେ ରେ ରହିବା ଦ୍ବାରା ସେ ଲଜ୍ଜିତ ହାଇେ ନାହାଁନ୍ତି।

ଏବ୍ରୀ 6:10

ପରମେଶ୍ବର ହେଉଛନ୍ତି ନ୍ଯାଯୀ। ତୁମ୍ଭମାନେେ ତାହାଙ୍କ ଲୋକମାନଙ୍କୁ ସାହାୟ୍ଯ କରି ଚାଲିଛ, ଏକଥା ସେ ମନେ ରଖିବେ।

ଯୋହନଙ୍କ ଦିତୀୟ ପତ୍ 1:8

ସାବଧାନ ରୁହ, ଯେପରି ତୁମ୍ଭ କାର୍ୟ୍ଯର ପୁରସ୍କାର ହରାଇ ନ ଦିଅ। ଯେପରି ତୁମ୍ଭେ ତୁମ୍ଭର ସମସ୍ତ ପୁରସ୍କାର ପାଇବ, ସେଥିପାଇଁ ଯତ୍ନବାନ ହୁଅ।

ଯୋହନଙ୍କ ତୃତୀୟ ପତ୍ର 1:5

ମାରେ ପ୍ରିୟ ବନ୍ଧୁ, ଏହା ଉତ୍ତମ ଯେ ତୁମ୍ଭେ ଖ୍ରୀଷ୍ଟ ରେ ଥିବା ଭାଇମାନଙ୍କୁ ସାହାୟ୍ଯ କରୁଛ। ତୁମ୍ଭେ ଅପରିଚିତ ଭାଇମାନଙ୍କୁ ମଧ୍ଯ ସାହାୟ୍ଯ କରୁଛ।

Interlinear

Choose Theme