ତା'ପରେ ମନୁଷ୍ଯପୁତ୍ର ଆସିଲେ। ସେ ଅନ୍ୟମାନଙ୍କ ଭଳି ଖିଆପିଆ କଲେ। ଲୋକେ କହିଲେ, ' ଦେଖ, ଏ ଲୋକ ପଟେୁଆ ଓ ମଦୁଆ। ସେ ପାପୀ ଓ କର ଆଦାୟକାରୀ ଓ ମନ୍ଦ ଲୋକମାନଙ୍କ ବନ୍ଧୁ।' କିନ୍ତୁ କାର୍ୟ୍ଯ ଦ୍ବାରା ଜ୍ଞାନ ସତ୍ଯ ବୋଲି ପ୍ରମାଣିତ ହାଇେଥାଏ।
Cross references
ହେ ସଦାପ୍ରଭୁ, ତୁମ୍ଭର କର୍ମସବୁ ମହତ୍। ତୁମ୍ଭର ବିଚାରଧାରା ବୁଝିବା ଆମ୍ଭ ପକ୍ଷେ କଷ୍ଟକର।
ଏହା ମାରେ ଶତ୍ରୁଗଣ ମାେ ବିଷଯରେ କହନ୍ତି, ମୁଁ ଆଶାକରେ ମାେ ବିରୁଦ୍ଧରେ ୟିଏ ଦୁଷ୍ଟକତା କୁ ହେ ସଦାପ୍ରଭୁ ଏହିସବୁ ବିଷଯ ସହେି ଲୋକମାନଙ୍କ ପ୍ରତି କରନ୍ତୁ।
ବୁଦ୍ଧିମାନର ସମ୍ମୁଖ ରେ ଜ୍ଞାନ ଥାଏ। ମାତ୍ର ମୂର୍ଖର ଦୃଷ୍ଟି ପୃଥିବୀର ପ୍ରାନ୍ତ ରେ ଥାଏ।
ଯୀଶୁ ମାଥିଉଙ୍କ ଘ ରେ ଖାଉଥିଲେ। ସେ ଖାଇବା ବେଳେ ଅନକେ କର ଆଦାୟକାରୀ ଓ ଅନ୍ୟ ପାପୀମାନେ ସଠାେରେ ପହଁଞ୍ଚିଲେ। ସମାନେେ ଯୀଶୁ ଓ ତାହାଙ୍କ ଅନୁଗାମୀମାନଙ୍କ ସହ ଖାଇଲେ।
ଲବେୀ ଯୀଶୁଙ୍କ ସମ୍ମାନାର୍ଥେ ନିଜ ଘ ରେ ଗୋଟିଏ ବଡ ଭୋଜି ଦେଲେ। ଅନକେ କର ଆଦାୟକାରୀ ଓ ଅନ୍ୟ କେତକେ ଲୋକ ମଧ୍ଯ ଯୀଶୁଙ୍କ ସହ ଏକତ୍ର ଭୋଜନ କରୁଥିଲେ।
ଯୀଶୁଙ୍କ ଉପଦେଶ ଶୁଣୁଥିବା ସବୁଲୋକ ସ୍ବୀକାର କଲେ ଯେ, ପରମେଶ୍ବରଙ୍କ ଉପଦେଶ ସବୁଠାରୁ ଉତ୍ତମ। ଏପରିକି କର ଆଦାୟକାରୀମାନେ ମଧ୍ଯ ଏଥି ରେ ଏକମତ ହାଇଗେଲେ। ସମାନେେ ସମସ୍ତେ ପୂର୍ବରୁ ଯୋହନଙ୍କ ଦ୍ବାରା ବାପ୍ତିଜିତ ହାଇେଥିଲେ,
ପୁଣି ମନୁଷ୍ଯପୁତ୍ର ଅନ୍ୟମାନଙ୍କ ଭଳି ଖାଇଲେ ଓ ଦ୍ରାକ୍ଷାରସ ପିଇଲେ। ଆଉ ତୁମ୍ଭମାନେେ କହୁଛ, ' ଦେଖ, ଏ ଲୋକ ଜଣେ ପଟେୁ ଓ ଗୋଟିଏ ମଦୁଆ। କର ଆଦାୟକାରୀ ଓ ପାପୀମାନେ ତା'ର ସାଙ୍ଗ ଅଟନ୍ତି।'
ଗୋଟିଏ ବିଶ୍ରାମବାର ରେ ଯୀଶୁ ଜଣେ ପ୍ରଧାନ ଫାରୂଶୀଙ୍କ ଘରକୁ ତାହାଙ୍କ ସହିତ ଏକାଠି ଖାଇବା ପାଇଁ ଗଲେ। ସଠାେରେ ଥିବା ପ୍ରେତ୍ୟକକ ଲୋକ ଯୀଶୁଙ୍କୁ ସତର୍କତାର ସହିତ ଲକ୍ଷ୍ଯ କରୁଥିଲେ।
ଯୀଶୁଙ୍କ ଉପଦେଶ ଶୁଣିବା ପାଇଁ ଅନକେ କରଆଦାୟକାରୀ ଓ ଖରାପ ଲୋକମାନେ ଆସିବାକୁ ଲାଗିଲେ।
ସମସ୍ତେ ଏକଥା ଦେଖିଲେ। ସମାନେେ ଅଭିଯୋଗ କରିବାକୁ ଆରମ୍ଭ କଲେ, ଦେଖ, କେଉଁ ଭଳି ଲୋକ ସହିତ ଯୀଶୁ ରହୁଛନ୍ତି। ଜଖିୟ ଗୋଟିଏ ପାପୀ।
ହି ବିବାହ ଉତ୍ସବକୁ ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ମଧ୍ଯ ନିମନ୍ତ୍ରିତ ହାଇେଥିଲେ।
ସଠାେରେ ଯୀଶୁଙ୍କ ପାଇଁ ଗୋଟିଏ ଭୋଜି ପ୍ରସ୍ତୁତ ହାଇେଥିଲା। ମାର୍ଥା ଖାଦ୍ୟ ପରିବଷେଣ କରୁଥିଲେ। ଯୀଶୁଙ୍କ ସହିତ ଅନ୍ୟ ଲୋକମାନଙ୍କ ମଧିଅରେ ଲାଜାର ମଧ୍ଯ ଖାଉଥିଲେ।
ଆମ୍ଭେ ଅନ୍ୟ ଲୋକମାନଙ୍କୁ ସନ୍ତୁଷ୍ଟ କରିବା ପାଇଁ ଚେଷ୍ଟା କରିବା ଉଚିତ। ସମାନଙ୍କେ ବିଶ୍ବାସକୁ ବଳବାନ କରିବା ଓ ବଢାଇବା ଦୃଷ୍ଟିରୁ ଆମ୍ଭେ ସମାନଙ୍କେ ପାଇଁ କଣ ଭଲ ତାହା ଭାବିବା ଉଚିତ।