Home Bibles ମାଥିଉଲିଖିତ ସୁସମାଚାର 11:26 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 11:26 · ଓଡ଼ିଆ ବାଇବେଲ

ହଁ ପରମପିତା, ତୁମ୍ଭେ ପ୍ରକୃତ ରେ ଯାହା ଗ୍ଭହୁଁଥିଲ, ଚାହା ଘଟିଲା।

Cross references

ଆୟୁବ ପୁସ୍ତକ 33:13

ତୁମ୍ଭେ ପରମେଶ୍ବରଙ୍କ ସହିତ କାହିଁକି ୟୁକ୍ତି କରୁଛ। ସେ ଯାହା କରୁଛନ୍ତି ସେ ସବୁର ହିସାବ ଦିଅନ୍ତି ନାହିଁ, ଏହି କାରଣରୁ କି ? ତୁମ୍ଭେ ଭାବୁଛ ପରମେଶ୍ବର ସବୁକଥା ତୁମ୍ଭକୁ ବୁଝାଇ କହିବେ।

ଯିଶାଇୟ 46:10

ଶଷେ ରେ କ'ଣ ଘଟିବ ଆମ୍ଭେ ଆଦ୍ଯରୁ କହିଥାଉଁ। ପୁଣି ଯାହା ଘଟି ନାହିଁ ତାହା ଆମ୍ଭେ ପ୍ରାଚୀନ କାଳରୁ ଜଣାଇଥାଉ ଓ କହୁ। ଆମ୍ଭର ଉଦ୍ଦେଶ୍ଯ ସାଧିତ ହବେ ଓ ଆମ୍ଭେ ନିଜର ସକଳ ମନୋରଥ ସିଦ୍ଧ କରିବୁ।

ଲୂକଲିଖିତ ସୁସମାଚାର 10:21

ତ'ପରେ ପବିତ୍ରଆତ୍ମା ଯୀଶୁଙ୍କୁ ଅତ୍ଯନ୍ତ ଆନନ୍ଦିତ କରାଇଲେ। ଯୀଶୁ କହିଲେ, ହେ ପରମପିତା! ହେ ସ୍ବର୍ଗ ଓ ପୃଥିବୀର ପ୍ରଭୁ! ମୁଁ ତୁମ୍ଭକୁ ପ୍ରଂଶସା କରୁଛି। କାରଣ ତୁମ୍ଭେ ଏହି କଥାଗୁଡିକୁ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କ ନିକଟରୁ ଲୁଚଇେ ରଖିଥିଲେ ମଧ୍ଯ ଶିଶୁମାନଙ୍କ ପରି ଲୋକମାନଙ୍କୁ ଦଖାଇେଛ। ହେ ପରମ ପିତା! ତୁମ୍ଭେ ଏହା ପ୍ରକୃତ ରେ କରିବାକୁ ଚାହୁଁଥିଲ ବୋଲି ତୁମ୍ଭେ ଏହା କଲ।

ରୋମୀୟଙ୍କ ପ୍ରତି ପତ୍ର 9:18

ଅତଏବ ଯେଉଁମାନଙ୍କୁ ପରମେଶ୍ବର ଦୟା ଦଖାଇବୋକୁ ଚାହାନ୍ତି ସମାନଙ୍କେୁ ସେ ଦୟା ଦଖାେନ୍ତି ଓ ଯେଉଁ ମାନଙ୍କୁ ସେ କଠାେର କରିବାକୁ ଚାହାଁନ୍ତି, ସମାନଙ୍କେୁ ସେ କଠାେର କରନ୍ତି।

ରୋମୀୟଙ୍କ ପ୍ରତି ପତ୍ର 11:33

ପରମେଶ୍ବରଙ୍କ ଧନ ବହୁତ ମହାନ୍! ତାଙ୍କ ବୁଦ୍ଧି ଓ ଜ୍ଞାନର ସୀମା ନାହିଁ! ସେ ନିଷ୍ପତ୍ତିକିପରି ନିଅନ୍ତି କହେି ବୁଝାଇ ପାରିବ ନାହିଁ।

ଏଫିସୀୟଙ୍କ ପ୍ରତି ପତ୍ର 1:9

ପରମେଶ୍ବର ନିଜର ପୂର୍ଣ୍ଣ ଜ୍ଞାନ ଓ ବୋଧ ଶକ୍ତି ଦ୍ବାରା ତାହାଙ୍କର ନିଗୂଢ଼ତତ୍ତ୍ବ ଆମ୍ଭକୁ ଜଣାଇଛନ୍ତି। ପରମେଶ୍ବର ଏହା ଚାହୁଁଥିଲେ ଏବଂ ସେ ଏହା ଖ୍ରୀଷ୍ଟଙ୍କ ଦ୍ବାରା କରିବା ପାଇଁ ଯୋଜନା କରିଥିଲେ।

ଏଫିସୀୟଙ୍କ ପ୍ରତି ପତ୍ର 1:11

ପରମେଶ୍ବର ନିଜ ଯୋଜନା ଓ ଇଚ୍ଛା ଅନୁସାରେ ସମସ୍ତ ଘଟଣା ଘଟାନ୍ତି। ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କରୁଥିବା ହତେୁ ପରମେଶ୍ବର ଆମ୍ଭକୁ ତାହାଙ୍କର ଲୋକ ହବୋ ପାଇଁ ବାଛିଲେ। ଏକଥା ସେ ନିଜ ଇଚ୍ଛାନୁସା ରେ ଅନାଦି କାଳରୁ ଠିକ୍ କରି ରଖିଥିଲେ।

ଏଫିସୀୟଙ୍କ ପ୍ରତି ପତ୍ର 3:11

ସମୟର ପ୍ରାରମ୍ଭରୁ ପରମେଶ୍ବରଙ୍କର ଯେଉଁ ଯୋଜନା ଅଛି, ଏହା ତାହା ସହିତ ମଳେ ଖାଉଛି। ଆମ୍ଭ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ଯମ ରେ ପରମେଶ୍ବର ଏହା ସମ୍ପନ୍ନ କଲେ।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 1:9

ପରମେଶ୍ବର ଆମ୍ଭକୁ ଉଦ୍ଧାର କରି ନିଜର ପବିତ୍ର ଲୋକ କରିଛନ୍ତି। ଆମ୍ଭମାନଙ୍କର ନିଜ ବଳ ରେ ତାହା ହାଇେ ନାହିଁ। ବରଂ ପରମେଶ୍ବର ନିଜେ ଇଚ୍ଛାକରି ଓ ନିଜର ଅନୁଗ୍ରହ ଦ୍ବାରା ଆମ୍ଭମାନଙ୍କୁ ଉଦ୍ଧାର କରିଛନ୍ତି ଓ ନିଜ ଲୋକ କରିଛନ୍ତି। ସହେି ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ଯମ ରେ ଆମ୍ଭକୁ ଅନାଦି କାଳରୁ ମିଳିଛି।

Interlinear

Choose Theme