Home Bibles ମାଥିଉଲିଖିତ ସୁସମାଚାର 12:1 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 12:1 · ଓଡ଼ିଆ ବାଇବେଲ

ପ୍ରାୟ ସହେି ସମୟରେ ଯୀଶୁ ବିଶ୍ରାମଦିବସ ରେ ଶସ୍ଯକ୍ଷେତ୍ର ଦଇେ ଯାଉଥିଲେ। ଯୀଶୁଙ୍କ ଶିଷ୍ଯମାନେ ତାହାଙ୍କ ସହିତ ଥିଲେ। ତାହାଙ୍କର ଶଷ୍ଯମାନଙ୍କୁ ଭୋକ ଲାଗିଲା। ସମାନେେ କେତକେ ଗହମ କେଣ୍ଡା ଛିଣ୍ଡଇେ ଖାଇବାକୁ ଲାଗିଲେ।

Cross references

ଦିତୀୟ ବିବରଣ 23:25

ତୁମ୍ଭେ ଆପଣା ପ୍ରତିବେଶୀର ବଢନ୍ତା ଶସ୍ଯ କ୍ଷେତ୍ରକକ୍ସ୍ଟ ଗଲେ ଆପଣା ହାତ ରେ ଶାଁଷା ଛିଣ୍ତାଇ ଖାଇ ପାରିବ, ମାତ୍ର ତୁମ୍ଭେ ଆପଣା ପ୍ରତିବେଶୀର ଶସ୍ଯ କାଟି ଆଣିପାରିବ ନାହିଁ।

ମାର୍କଲିଖିତ ସୁସମାଚାର 2:23

ବିଶ୍ରାମ ଦିବସ ରେ ଯୀଶୁ ଶସ୍ଯ-କ୍ଷେତ୍ର ଦଇେ ଯାଉଥିଲେ। ତାହାଙ୍କ ଶିଷ୍ଯମାନେ ମଧ୍ଯ ତାହାଙ୍କ ସହିତ ଯାଉଥିଲେ। ଯାଉ ଯାଉ ତାହାଙ୍କ ଶିଷ୍ଯମାନେ ଖାଇବା ପାଇଁ ଶସ୍ଯକ୍ଷେତ୍ରରୁ ଶସ୍ଯ-କେଣ୍ଡା ଛିଣ୍ଡାଇଲେ।

ଲୂକଲିଖିତ ସୁସମାଚାର 6:1

ଥରେ ବିଶ୍ରାମବାର ରେ ଯୀଶୁ ଶସ୍ଯ କ୍ଷେତ୍ର ଦଇେ ଯାଉଥିଲେ। ତାହାଙ୍କର ଶିଷ୍ଯମାନେ କେତକେ ଶସ୍ଯ ଛିଣ୍ଡାଇଲେ ଓ ତାହାକୁ ଦୁଇ ହାତ ରେ ଦଳିଲେ ଏବଂ ଖାଇଲେ।

Interlinear

Choose Theme