Home Bibles ☰ Books ମାଥିଉଲିଖିତ ସୁସମାଚାର 12:13 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 12:13 · ଓଡ଼ିଆ ବାଇବେଲ

ତା'ପରେ ଯୀଶୁ ସହେି ଲୋକଟିକୁ କହିଲେ, ତୁମ୍ଭ ହାତ ମାେତେ ଦଖାେଅ। ଲୋକଟି ଯୀଶୁଙ୍କୁ ହାତ ଦଖାଇବୋ ପାଇଁ ଆଗକୁ ବଢଇେ ଦଲୋ। ତାର ସହେି ଶୁଖି ଯାଇଥିବା ହାତଟି ସଂପୂର୍ଣ୍ଣ ଭଲ ହାଇଗେଲା। ଏହି ହାତଟି ତାର ଅନ୍ୟ ହାତ ଭଳି ହାଇଗେଲା।

Cross references

ଲୂକଲିଖିତ ସୁସମାଚାର 13:13

ଯୀଶୁ ନିଜ ହାତ ସ୍ତ୍ରୀ ଲୋକଟି ଉପରେ ରଖିଲେ। ତା'ପରେ ସ୍ତ୍ରୀ ଲୋକଟି ସିଧା ଠିଆ ହବୋକୁ ସକ୍ଷମ ହେଲା। ସେ ପରମେଶ୍ବରଙ୍କ ସ୍ତୁତି କଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 3:7

ଏହା କହି ପିତର ତା'ର ଡ଼ାହାଣ ହାତ ଧରି ଉେଠଇଲେ। ସଙ୍ଗେ ସଙ୍ଗେ ତା' ଗୋଡ଼ ଓ ପାଦ ଶକ୍ତ ହାଇଗେଲା। ସେ ଡ଼ଇେଁ ପଡ଼ି ଚ଼ାଲିବାକୁ ଆରମ୍ଭ କଲା

Interlinear

Choose Theme