Home Bibles ମାଥିଉଲିଖିତ ସୁସମାଚାର 12:27 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 12:27 · ଓଡ଼ିଆ ବାଇବେଲ

ତୁମ୍ଭ କହିବା ଅନୁସାରେ ମୁଁ ଯଦି ବାଆଲ୍ଜିବୂଲ୍ର ଶକ୍ତି ସାହାୟ୍ଯ ରେ ଭୂତମାନଙ୍କୁ ତଡ଼ି ଦେଉଛି, ତବେେ ତୁମ୍ଭର ଶିଷ୍ଯମାନେ କାହା ସାହାୟ୍ଯ ରେ ତାହାଙ୍କୁ ତଡ଼ଛନ୍ତି? ତେଣୁ ତୁମ୍ଭ ନିଜର ଶିଷ୍ଯମାନେ ପ୍ରମାଣିତ କରିଦେଉଛନ୍ତି ଯେ ତୁମ୍ଭେ ଭୁଲ କହୁଛ।

Cross references

ମାଥିଉଲିଖିତ ସୁସମାଚାର 12:41

ଯେଉଁ ଦିନ ବିଚ଼ାର ହବେ, ସହେିଦିନ ନୀନିବୀର ଲୋକମାନେ ବର୍ତ୍ତମାନ ଜୀବିତ ଥିବା ଲୋକଙ୍କ ସହିତ ଠିଆ ହବେେ ଏବଂ ସମାନଙ୍କେୁ ଦୋଷୀ ସାବ୍ଯସ୍ତ କରିବେ। କାରଣ ଯେତବେେଳେ ୟୂନସ ସମାନଙ୍କେୁ ଉପଦେଶ ଦେଲେ ନୀନିବୀର ଲୋକେ ନିଜ ନିଜର ହୃଦୟ ପରିବର୍ତ୍ତନ କରିଥିଲେ। ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ମୁଁ ୟୂନସଙ୍କ ଅପେକ୍ଷା ଅଧିକ ମହାନ୍।

ମାର୍କଲିଖିତ ସୁସମାଚାର 9:38

ଯୋହନ ଯୀଶୁଙ୍କୁ କହିଲେ, ହେ ଗୁରୁ, ତୁମ୍ଭ ନାମ ନଇେ ଲୋକଙ୍କ ଦହରେୁ ଦୁଷ୍ଟାତ୍ମାମାନଙ୍କୁ ବାହାର କରୁଥିବା ଜଣେ ଲୋକଙ୍କୁ ଆମ୍ଭମାନେେ ଦେଖିଲୁ। ଆମ୍ଭମାନେେ ତାକୁ ମନାକରିଲୁ, କାରଣ ସେ ଆମ୍ଭମାନଙ୍କ ଭିତରର ଲୋକ ନୁହେଁ।

ଲୂକଲିଖିତ ସୁସମାଚାର 9:49

ଯୋହନ କହିଲେ, ଗୁରୁ, ଆମ୍ଭମାନେେ ଜଣେ ଲୋକକୁ ଆପଣଙ୍କ ନାମ ନଇେ ଭୂତମାନଙ୍କୁ ଲୋକଙ୍କ ଦହରେୁ ତଡି ଦେଉଥିବାର ଦେଖିଲୁ। ଆମ୍ଭମାନେେ ତାହାକୁ ଏସବୁ ବନ୍ଦ କରିବାକୁ କହିଲୁ। କାରଣ ସେ ଆମ୍ଭ ଶିଷ୍ଯମାନଙ୍କ ଗୋଷ୍ଠୀର ଲୋକ ନୁହେଁ।

ଲୂକଲିଖିତ ସୁସମାଚାର 11:19

କିନ୍ତୁ ମୁଁ ଯଦି ବାଆଲ୍ଜିବୁଲ୍ ସାହାୟ୍ଯ ରେ ଭୂତମାନଙ୍କୁ ବାହାର କରି ଦେଉଛି, ତବେେ ତୁମ୍ଭମାନଙ୍କ ଲୋକମାନେ କାହା ସାହାୟ୍ଯ ରେ ଭୂତମାନଙ୍କୁ ବାହାର କରୁଛନ୍ତି? ତବେେ ତୁମ୍ଭମାନଙ୍କର ନିଜ ଲୋକେ ପ୍ରମାଣିତ କରି ଦେଉଛନ୍ତି ଯେ, ତୁମ୍ଭମାନେେ ଭୁଲ କହୁଛ।

ଲୂକଲିଖିତ ସୁସମାଚାର 19:22

ତା'ପରେ ରାଜା ସହେି ଚାକରକୁ କହିଲେ, 'ତୁମ୍ଭେ ଜଣେ ଦୁଷ୍ଟ ଚାକର। ତୁମ୍ଭେ ମାେ ପ୍ରତି ବ୍ଯବହାର କରିଥିବା ଭାଷା ରେ ମୁଁ ତୁମ୍ଭରି ବିଚାର କରିବି। ତୁମ୍ଭେ କହିଛ ଯେ, ମୁଁ ଜଣେ କଠାେର ବ୍ଯକ୍ତି। ପୁଣି କହିଛ ଯେ ମୁଁ ଅର୍ଜ୍ବନ ନକରି ଟଙ୍କା ନିଏ ଓ ଉତ୍ପନ୍ନ ନକରି ମଧ୍ଯ ଖାଦ୍ୟଶସ୍ଯ ସଂଗ୍ରହ କରେ।'

ରେରିତମାନଙ୍କ କାର୍ଯ୍ୟର ବିବରଣ 19:13

ଭୂତାତ୍ମାକୁ ଦୂର କରିବାପାଇଁ ଏଣତେଣେେ ବୁଲୁଥିବା କେତକେ ଯିହୂଦୀୟମାନେ ମଧ୍ଯ ଭୂତାତ୍ମାକୁ ଛଡ଼ାଇବା ନିମନ୍ତେ ପ୍ରଭୁ ଯୀଶୁଙ୍କ ନାମକୁ ବ୍ଯବହାର କରିବାପାଇଁ ଚେ଼ଷ୍ଟା କଲେ। ସମାନେେ କହିଲେ, ଯେଉଁ ଯୀଶୁଙ୍କୁ ପାଉଲ ପ୍ରଚ଼ାର କରୁଛନ୍ତି ମୁଁ ତୁମ୍ଭକୁ ତାହାଙ୍କ ନାମ ରେ ଆଦେଶ ଦେଉଛି।

ରୋମୀୟଙ୍କ ପ୍ରତି ପତ୍ର 3:19

ବ୍ଯବସ୍ଥା ରେ ଯେଉଁ କଥାଗୁଡ଼ିକ କୁହା ଯାଇଛି, ତାହା ବ୍ଯବସ୍ଥାଧିନ ରହିଥିବା ଲୋକଙ୍କ ପାଇଁ ପ୍ରୟୋଜନ। ଏହି ବ୍ଯବସ୍ଥାଗୁଡ଼ିକ ସମସ୍ତ ଯିହୂଦୀ ଲୋକଙ୍କୁ ଆଳ ଦଖାଇବୋରୁ ଅଟକାଏ ଏବଂ ସମଗ୍ର ସଂସାରର ଲୋକମାନଙ୍କୁ ପରମେଶ୍ବରଙ୍କ ନ୍ଯାୟବିଚ଼ାରକୁ ଆଣେ।

Interlinear

Choose Theme