ତା'ପରେ ସବୁ ଭୂତ ସେ ଘର ଭିତରକୁ ଯାଇ ସଠାେରେ ବସବାସ କରନ୍ତି। ସେତବେେଳେ ଲୋକଟିର ଅବସ୍ଥା ପୂର୍ବ ଅପେକ୍ଷା ଅଧିକ ଶୋଚ଼ନୀୟ ହାଇପେଡ଼େ। ଏବେ ଜୀବିତ ଥିବା ମନ୍ଦ ଲୋକଙ୍କ ପାଇଁ ସହେି ଏକାକଥା ଘଟିବ।
Cross references
ଯାଜକ ଦେଖିବ ଯଦି ତାହାର ସହେି ଘା' ଚର୍ମର ନୀଚ୍ଚସ୍ଥ ହାଇେଥାଏ, ତହିଁରେ ଲୋମ ଶ୍ବତବେର୍ଣ୍ଣ ହାଇେଥାଏ, ତବେେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ। ତାହା ବଥରୁ ଉତ୍ପନ୍ନ କୁଷ୍ଠ ରୋଗର ଘା'।
ମାତ୍ର ଫାରୂଶୀମାନେ ଲୋକଙ୍କର ଏହି କଥା ଶୁଣି କହିଲେ, ଯୀଶୁ ଭୂତମାନଙ୍କ ଶାସକ ବାଆଲ୍ଜିବୂଲ ଙ୍କ ସାହାର୍ୟ୍ଯ ରେ ଭୂତମାନଙ୍କୁ ଛଡ଼ାନ୍ତି।
(ଏହିଭଳି ଭୂତମାନେ କବଳେ ଉପବାସ ଏ ପ୍ରାର୍ଥନା ଦ୍ବାରା ବାହାରି ଯାଇ ଥାଆନ୍ତି।)
କୃଷକମାନେ ପୁଅକୁ ଦେଖି ନିଜ ନିଜ ଭିତ ରେ କୁହା କୁହି ହେଲେ, 'ଏ ହେଉଛି ଜମିମାଲିକଙ୍କ ପୁଅ। ସେ ଏ ଜମିର ଉତ୍ତରାଧିକାରୀ। ଆମ୍ଭେ ଯଦି ତାକୁ ମାରିଦବୋ, ଏହି ସମ୍ପତ୍ତି ଆମ୍ଭର ହାଇଯେିବ।'
ରେ କପଟୀ ଧର୍ମଶାସ୍ତ୍ରୀ ଓ ଫାରୂଶୀମାନେ! ହାୟ! ତୁମ୍ଭର ମାର୍ଗ ଅନୁସରଣ କରିବା ପାଇଁ ଲୋକ ଖାଜେି ପାଇବା ପାଇଁ ତୁମ୍ଭେ ବିଭିନ୍ନ ଦେଶ ଓ ସମୁଦ୍ର ପାରି ହାଇେ ଚ଼ାଲିଯାଉଛ। ଯେତବେେଳେ ସଭେଳି ଲୋକଟିଏ ପାଇ ଯାଉଛ ସେତବେେଳେ ତାକୁ ତୁମ୍ଭେ ତୁମ୍ଭଠାରୁ ଅଧିକ ଖରାପ କରିପକାଉଛ। ତୁମ୍ଭେ ସବୁ ଏତେ ଖରାପ ଯେ ତୁମ୍ଭେ କବଳେ ନର୍କର ଅଧିକାରୀ ହବେ।
ତୁମ୍ଭମାନେେ ଲୋକଙ୍କୁ ମାର୍ଗ ବତାଉଛ। କିନ୍ତୁ ତୁମ୍ଭମାନେେ ନିଜେ ଅନ୍ଧ। ତୁମ୍ଭମାନେେ ଏହି ପ୍ରକାରର ଅଟ। ତୁମ୍ଭମାନଙ୍କ ପାନୀୟ ଭିତରୁ ମାଛିକୁ ଛାଣ ଓ ଓଟକୁ ଗିଳି ପକାଅ।
ତୁମ୍ଭର ପୂର୍ବପୁରୁଷ ଯେଉଁ ପାପ ଆରମ୍ଭ କରି ଦଇେଥିଲେ, ତୁମ୍ଭେ ତାହାକୁ ଶଷେ କରିବ।
ଯୀଶୁ ତାକୁ ପଚାରିଲେ, ତୁମ୍ଭ ନାମ କ'ଣ?
ସପ୍ତାହର ପ୍ରଥମ ଦିନର ବଡି ସକାଳୁ ଯୀଶୁ ମୃତ୍ଯୁରୁ ପୁନରୁତ୍ଥିତ ହେଲେ। ସର୍ବ ପ୍ରଥମେ ସେ ମଗ୍ଦଲୀନୀ ମରୀୟମଙ୍କ ନିକଟରେ ନିଜକୁ ଦଖାେ ଦେଲେ। ଅତୀତ ରେ ଥରେ ଯୀଶୁ ଏହି ମରିୟମଙ୍କଠାରୁ ସାତଟି ଭୂତଙ୍କୁ ତଡି ଦଇେଥିଲେ।
ତା'ପରେ ସେ ଯାଇ ତା'ଠାରୁ ଆହୁରି ଅଧିକ ଦୁଷ୍ଟ ସାତଜଣ ଭୂତଙ୍କୁ ଡାକିଆଣେ, ସମାନେେ ସମସ୍ତେ ସହେି ମଣିଷ ମଧିଅରେ ପ୍ରବେଶ କରି ଏକତ୍ର ରହନ୍ତି। ଏହିଭଳି ଭାବରେ ସହେି ଲୋକଟିର ଅବସ୍ଥା ପୂର୍ବ ଅପେକ୍ଷା ଅଧିକ ଖରାପ ହାଇେ ପଡେ।
ଏଥିପାଇଁ ପରମେଶ୍ବରଙ୍କ ଜ୍ଞାନ କ ହେ, 'ମୁଁ ଭବିଷ୍ଯଦ୍ବକ୍ତା ଓ ପ୍ ରରେିତମାନଙ୍କୁ ସମାନଙ୍କେ ପାଖକୁ ପଠାଇବି। କେତକଙ୍କେୁ ସମାନେେ ମାରି ପକାଇବେ ଓ ଆଉ କେତକଙ୍କେୁ ବହୁତ ଖରାପ ବ୍ଯବହାର ଦଖାଇବେେ।'
ଯୀଶୁ ୟିରୁଶାଲମ ପାଖ ରେ ପହନ୍ଚିଲେ। ଯୀଶୁ ୟିରୁଶାଲମ ନଗରକୁ ଦେଖି ତା'ପାଇଁ କାନ୍ଦି ପକାଇଲେ।
ମୁଁ ଯଦି ଆସି ନଥାନ୍ତି ଓ ଏଜଗତର ଲୋକମାନଙ୍କୁ କହିନଥାନ୍ତି, ତବେେ ସମାନେେ ପାପରେ ଦୋଷୀ ବୋଲି ବିବଚେିତ ହୁଅନ୍ତେ ନାହିଁ। କିନ୍ତୁ ମୁଁ ବର୍ତ୍ତମାନ ସମାନଙ୍କେୁ କହିଛି। ତେଣୁ ତାହାଙ୍କ ପାପ ପାଇଁ ସମାନଙ୍କେ ପାଖ ରେ କୌଣସି ଆଳ ନାହିଁ।
ଶାସ୍ତ୍ର ରେ ଯେପରି ଲଖାେ ଅଛି:
ଆମ୍ଭର ସଂଘର୍ଷ ଏହି ପୃଥିବୀର ମନୁଷ୍ଯମାନଙ୍କ ବିରୁଦ୍ଧ ରେ ନୁହେଁ, ମାତ୍ର ପୃଥିବୀସ୍ଥ ଅନ୍ଧକାର ଶକ୍ତି, ପରାକ୍ରମୀ ଅଧିପତି ଓ ଶାସକମାନଙ୍କ ବିରୁଦ୍ଧ ରେ। ଆକାଶସ୍ଥ ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧ ରେ ଆମ୍ଭେ ସଂଘର୍ଷ କରୁଛୁ।
ସେ ଯିହୂଦୀମାନେ ପ୍ରଭୁ ଯୀଶୁଙ୍କୁ ମାରି ଦେଲେ। ସମାନେେ ଭବିଷ୍ଯଦ୍ ବକ୍ତାମାନଙ୍କୁ ମଧ୍ଯ ମାରି ଦେଲେ। ସହେି ଯିହୂଦୀମାନେ ଆମ୍ଭକୁ ସହେି ଅଞ୍ଚଳ ଛାଡ଼ିବା ପାଇଁ ବାଧ୍ଯ କଲେ। ପରମେଶ୍ବର ସମାନଙ୍କେଠା ରେ ସନ୍ତୁଷ୍ଟ ନୁହଁନ୍ତି। ସମାନେେ ସମଗ୍ର ମାନବ ଜାତିର ବିରୋଧୀ।
ଲୋକମାନେ ଖ୍ରୀଷ୍ଟଙ୍କ ମାର୍ଗ ଛାଡ଼ି ଦଲୋ ପରେ କ'ଣ ତୁମ୍ଭମାନେେ ସମାନଙ୍କେ ଜୀବନ କବେେ ପରିବର୍ତ୍ତନ କରି ପାରିବ ? ଯେଉଁମାନେ ସତ୍ଯର ଶିକ୍ଷା ପାଇ ସାରିଛନ୍ତି ମୁଁ ସମାନଙ୍କେୁ ଏହା କହୁଛି। ସମାନେେ ପରମେଶ୍ବରଙ୍କ ଦାନ ପ୍ରାପ୍ତ କରି, ଓ ପବିତ୍ର ଆତ୍ମାଙ୍କ ସହଭାଗୀ ହାଇେଛନ୍ତି।
ସତ୍ଯକୁ ଜାଣିଲା ପରେ ମଧ୍ଯ ଯଦି ଆମ୍ଭେ ପାପକାମ କରି ଚାଲିବା ପାଇଁ ଇଚ୍ଛା କରିବା, ତା' ହେଲେ ସିଦ୍ଧାନ୍ତ ନେଉ, ପାପ ହରଣ କରିବା ପାଇଁ ଆଉ କୌଣସି ବଳିଦାନ ନାହିଁ।
କିନ୍ତୁ ଆମ୍ଭେ ସହେି ଲୋକମାନଙ୍କ ପରି ନୋହୁଁ ଯେଉଁମାନେ ବିମୁଖ ହୁଅନ୍ତି ଓ ହଜିଯାଆନ୍ତି। ଯେଉଁମାନଙ୍କର ବିଶ୍ବାସ ରହିଛି, ଓ ଉଦ୍ଧାର ପାଇଛନ୍ତି ଆମ୍ଭେ ସମାନଙ୍କେ ଭଳି ଅଟୁ।
ପ୍ରେତ୍ୟକକ ଥର କୌଣସି ସ୍ତ୍ରୀଲୋକକୁ ଦେଖିଲେ, ସମାନେେ ବ୍ଯଭିଚାର କରିବା ପାଇଁ ଚାହାଁନ୍ତି। ଏହିଭଳି ଭାବରେ ସମାନେେ ସବୁବେଳେ ପାପ କରୁଥାନ୍ତି। ସମାନେେ ଦୁର୍ବଳ ଲୋକମାନଙ୍କୁ ପାପର ଫାନ୍ଦ ରେ ପକାଇ ଦିଅନ୍ତି। ସମାନଙ୍କେ ହୃଦୟଗୁଡ଼ିକ ସ୍ବାର୍ଥପରତା ରେ ପରିପୂର୍ଣ୍ଣ। ସମାନେେ ଅଭିଶପ୍ତ।
ଯଦି କହେି ନିଜ ଭାଇକୁ କିମ୍ବା ଭଉଣୀକୁ ଏଭଳି ପାପ କରୁଥିବାର ଦେଖେ ଆଉ ସହେି ପାପ ମୃତ୍ଯୁଜନକ, ତବେେ ସେ ପାପ କରୁଥିବା ନିଜ ଭାଇ ଓ ଭଉଣୀମାନଙ୍କ ପାଇଁ ପ୍ରାର୍ଥନା କରିବା ଉଚିତ। ତହିଁରେ ପରମେଶ୍ବର ସମାନଙ୍କେୁ ଜୀବନ ପ୍ରଦାନ କରିବେ। ମୁଁ ଏପରି ଲୋକମାନଙ୍କ ବିଷୟ ରେ କହୁଛି, ଯେଉଁମାନେ ଏପରି ପାପରେ ଲିପ୍ତ ଅଛନ୍ତି ଯାହା ସମାନଙ୍କେୁ ଅନନ୍ତ ମୃତ୍ଯୁ ପାଖକୁ ନଇେ ଯାଇପାରିବ ନାହିଁ। ଏପରି ପାପ ମଧ୍ଯ ଅଛି, ଯାହାର ପରିଣାମ ମୃତ୍ଯୁ ଅଟେ। ମୁଁ ତୁମ୍ଭମାନଙ୍କୁ ସପରେି ପାପ ବିଷୟ ରେ ପ୍ରାର୍ଥନା କରିବା ପାଇଁ କହୁ ନାହିଁ।
କିନ୍ତୁ ଏହି ଲୋକମାନେ ଗୋଟିଏ କଥା ନ ବୁଝି, ସେ ବିଷୟ ରେ ସମାଲୋଚନା କରନ୍ତି। ସମାନେେ ଅଳ୍ପ କିଛି ବୁଝନ୍ତି। କିନ୍ତୁ ସମାନେେ ଚିନ୍ତା ନ କରି ବୁଝନ୍ତି। କବଳେ ମୂକ ପଶୁମାନଙ୍କ ପରି ସ୍ପର୍ଶ କରି ବୁଝନ୍ତି। ଏହି ବିଷୟଗୁଡ଼ିକ ହତେୁ ସମାନେେ ବିନଷ୍ଟ ହୁଅନ୍ତି।