ତୁମ୍ଭେ ମାଶାଙ୍କେ ବ୍ଯବସ୍ଥା ରେ କ'ଣ ପଢିନାହଁ ଯେ ବଶ୍ରାମ ଦିବସ ରେ ଯାଜକମାନେ ପ୍ରଭୁଙ୍କ ମନ୍ଦିର ରେ ବିଶ୍ରାମ ଦିବସର ନୀତିନିୟମ ଉଲ୍ଲଙ୍ଘନ କରନ୍ତି? ସେ ଘଟଣା ରେ ତାହାଙ୍କର କହେି କିଛି ଦୋଷ ଧରନ୍ତିନାହିଁ।
Cross references
ଆଉ ବିଶ୍ରାମ ଦିନ ରେ, ଏକ ବର୍ଷୀଯ ଦୁଇଟି ନିଖୁଣ ମଷେବତ୍ସ ଓ ତୈଳ ମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ଶସ୍ଯ ନବୈେଦ୍ଯ ଓ ତହିଁର ପଯେ ନବୈେଦ୍ଯ ଉତ୍ସର୍ଗ କରିବ।
ଏଥିପାଇଁ ମୁଁ ଯିହୁଦାର କୁଳୀନ ନାଗରିକମାନଙ୍କ ସଙ୍ଗେ ୟୁକ୍ତି କରି କରି ସମାନଙ୍କେୁ କହିଲି, ତୁମ୍ଭମାନେେ ବିଶ୍ରାମ ଦିନ ଅପବିତ୍ର କରିବା ପାଇଁ ବହୁତ କୁକର୍ମ କରୁଅଛ?
ଇଶ୍ରାୟେଲର ଲୋକମାନଙ୍କୁ କହିବା ପାଇଁ, ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, 'ମୁଁ ମାରେ ଅଗଣାକୁ ଅପବିତ୍ର କରିବା ପାଇଁ ଯାଉଅଛି। ଯାହା ପାଇଁ ତୁମ୍ଭେ ବହୁତ ଗର୍ବ କରୁଛ, ଯାହା ତୁମ୍ଭେ ଦେଖିବା ପାଇଁ ଚାହଁ ଏବଂ ଯାହା ତୁମ୍ଭର ଅତି ପ୍ରିଯ। ଏବଂ ତୁମ୍ଭମାନଙ୍କର ଯେଉଁ ପୁତ୍ର କନ୍ଯାଗଣଙ୍କୁ ପଛ ରେ ଛାଡ଼ି ୟାଇଅଛ, ସମାନେେ ଖଡ୍ଗ ରେ ପତିତ ହବେେ।
ମାଶାେ ତୁମ୍ଭକୁ ସୁନ୍ନତ ବିଧି ପାଳନ କରିବା ପାଇଁ ନିୟମ ଦେଲେ, (କିନ୍ତୁ ପ୍ରକୃତ ରେ ମାଶାେ ତୁମ୍ଭକୁ ସୁନ୍ନତ ବିଷୟ ଦଇେ ନାହାଁନ୍ତି। ଏହାତ ମାଶାଙ୍କେ ପୂର୍ବରୁ ଥିବା ଲୋକମାନଙ୍କ ପାଖରୁ ଆସିଛି)। ତେଣୁ ତୁମ୍ଭେ େ ବେଳବେଳେ ବିଶ୍ରାମବାର ଦିନ ଗୋଟିଏ ବାଳକକୁ ସୁନ୍ନତ କରିଥାଅ।