Home Bibles ମାଥିଉଲିଖିତ ସୁସମାଚାର 12:8 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 12:8 · ଓଡ଼ିଆ ବାଇବେଲ

ମନୁଷ୍ଯପୁତ୍ର ବିଶ୍ରାମ ଦିବସର ପ୍ରଭୁ ଅଟନ୍ତି।

Cross references

ମାଥିଉଲିଖିତ ସୁସମାଚାର 8:20

ଯୀଶୁ ତାହାଙ୍କୁ କହିଲେ, କୋକିଶିଆଳିର ଗାତ ଅଛି ଓ ଆକାଶର ପକ୍ଷୀମାନଙ୍କର ବସା ଅଛି। କିନ୍ତୁ ମନୁଷ୍ଯପୁତ୍ରଙ୍କ ପାଇଁ ମୁଣ୍ଡ ଗୁଞ୍ଜିବାକୁ ଜାଗା ଟିକିଏ ନାହିଁ।

ମାଥିଉଲିଖିତ ସୁସମାଚାର 9:6

ମୁଁ ତୁମ୍ଭକୁ ଦେଖଇେ ଦବେି ଯେ, ଏ ଜଗତ ରେ ମନୁଷ୍ଯ ପୁତ୍ରଙ୍କର ପାପ କ୍ଷମା କରିଦବୋର ଶକ୍ତି ଅଛି। ତା'ପରେ ଯୀଶୁ ସହେି ପକ୍ଷାଘାତ ରୋଗୀଟିକୁ କହିଲେ, ଉଠ, ତୁମ୍ଭର ବିଛଣା ଧରି ଘରକୁ ଯାଅ।'

ମାର୍କଲିଖିତ ସୁସମାଚାର 2:28

ଏଣୁ ମନୁଷ୍ଯପୁତ୍ର ପ୍ରେତ୍ୟକକ ଦିନର ମାଲିକ, ଏପରିକି ବିଶ୍ରାମ ଦିନର ମଧ୍ଯ।

ମାର୍କଲିଖିତ ସୁସମାଚାର 9:4

ଏଲିୟ ଓ ମାଶାେ ଯୀଶୁଙ୍କ ସହିତ ପ୍ରକାଶିତ ହେଲେ। ସମାନେେ ଯୀଶୁଙ୍କ ସହିତ କଥାବାର୍ତ୍ତା କରୁଥିଲେ।

ଲୂକଲିଖିତ ସୁସମାଚାର 6:5

ତା'ପରେ ଯୀଶୁ ଫାରୂଶୀମାନଙ୍କୁ କହିଲେ, ମନୁଷ୍ଯ ପୁତ୍ର ବିଶ୍ରାମବାରର ମଧ୍ଯ ମାଲିକ।

ଯୋହନଲିଖିତ ସୁସମାଚାର 5:17

କିନ୍ତୁ ଯୀଶୁ ଯିହୂଦୀମାନଙ୍କୁ କହିଲେ, ମାରେ ପିତା ସର୍ବଦା କାର୍ୟ୍ଯରତ, ଅତଏବ ମୁଁ ମଧ୍ଯ କାର୍ୟ୍ଯ କରେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 9:21

ମୁଁ ପରମେଶ୍ବରଙ୍କ ବ୍ଯବସ୍ଥାରୁ ମୁକ୍ତ ନୁହେଁ। ମାତ୍ର ମୁଁ ଖ୍ରୀଷ୍ଟଙ୍କ ବ୍ଯବସ୍ଥାର ଅଧୀନ। ତଥାପି ମୁଁ ଯେପରି ବ୍ଯବସ୍ଥା ବିହୀନ ଲୋକମାନଙ୍କୁ ଉଦ୍ଧାର କରିପା ରେ, ତେଣୁ ମୁଁ ସମାନଙ୍କେ ନିକଟରେ ବ୍ଯବସ୍ଥା ବିହୀନ ଲୋକପରି ହଲିେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 16:2

ପ୍ରେତ୍ୟକକ ସପ୍ତାହର ପ୍ରଥମ ଦିନ ତୁମ୍ଭମାନଙ୍କ ମଧ୍ଯରୁ ପ୍ରେତ୍ୟକକ ନିଜ ଆୟ ଅନୁଯାଯୀ ଯେତିକି ସମ୍ଭବ ନିଶ୍ଚୟ ସଞ୍ଚୟ କର। ତୁମ୍ଭମାନେେ ଏହାକୁ ଗୋଟିଏ ବିଶଷେ ସ୍ଥାନ ରେ ରଖି ଥାଅ। ଏପରି କଲେ, ମୁଁ ତୁମ୍ଭମାନଙ୍କ ପାଖ ରେ ପହଁଚିଲା ପରେ ତୁମ୍ଭମାନଙ୍କୁ ସଂଗ୍ରହ କରିବାକୁ ପଡ଼ିବ ନାହିଁ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 1:10

ପ୍ରଭୁଙ୍କ ଦିନ ରେ ପବିତ୍ର ଆତ୍ମା ମାେତେ ସମ୍ପୂର୍ଣ୍ଣରୂପେ ଅଧିକାର କରି ନେଲେ। ମୁଁ ହଠାତ୍ ପଛପଟୁ ଗୋଟିଏ ଉଚ୍ଚ ଶବ୍ଦ ଶୁଣିଲି। ଏହି ଶବ୍ଦ ତୂରୀନାଦ ପରି ଥିଲା।

Interlinear

Choose Theme