ଯୀଶୁ ସମାନଙ୍କେୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ। ସ୍ବର୍ଗରାଜ୍ଯ ଜଣେ ବ୍ଯକ୍ତି ଭଳି ଯେ କି ନିଜ ଜମି ରେ ଭଲ ବୀଜ ବୁଣିଥିଲେ।
Cross references
ଏହାପରେ ଶାମ୍ଶାେନ୍ ସହେି ତିରିଶ ଜଣ ଲୋକମାନଙ୍କୁ କହିଲେ, ମୁ ତୁମ୍ଭକୁ ଏକ ରହସ୍ଯାବୃତ ପ୍ରଶ୍ନ କହିବାକକ୍ସ୍ଟ ଗ୍ଭ ହେଁ। ତୁମ୍ଭମାନେେ ଯବେେ ଏହି ଭୋଜିର ସାତଦିନ ମଧିଅରେ ତହିଁର ଅର୍ଥ ବାହାର କରି ମାେତେ ଜଣାଇବ। ତବେେ ତୁମ୍ଭମାନଙ୍କୁ ମୁ ତିରିଶ ରେଶମବସ୍ତ୍ର ଓ ତିରିଶ ୟୋଡା ପୋଷାକ ଦବେି।
ତେଣୁ ସଦାପ୍ରଭୁ ଶିଶୁମାନଙ୍କୁ ବୁଝାଇବା ଢ଼ଙ୍ଗ ରେ କୁହନ୍ତି, କାରଣ ଏ ତ :
ତେଣୁ ପରମେଶ୍ବର ବାକ୍ଯ ବିଦେଶୀ ଭାଷା ରେ କୁହାୟାଏ :
ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଇଶ୍ରାୟେଲର ପୁତ୍ରଗଣଙ୍କ ନିମନ୍ତେ ଏକ ପ୍ର ହଳେିକା ଉପସ୍ଥାପନ କର ଏବଂ ସମାନଙ୍କେୁ ଏକ ନୀତିକଥା କୁହ।
ତୁମ୍ଭମାନଙ୍କର ଜୀବନ ଓ ହୃଦୟ ପରିବର୍ତ୍ତନ କର, କାରଣ ସ୍ବର୍ଗ ରାଜ୍ଯ ଶୀଘ୍ର ଆସୁଅଛି।
ଯୀଶୁ ଯୀହୂଦୀ ସମାଜଗୃହ ମାନଙ୍କ ରେ ସ୍ବର୍ଗ ରାଜ୍ଯ ରେ ସୁସମାଗ୍ଭର ପ୍ରଗ୍ଭର କରି ଓ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ପୀଡା ଦୂରକରି ସମଗ୍ର ଗାଲିଲୀ ରାଜ୍ଯ ରେ ଭ୍ରମଣ କଲେ।
ରାସ୍ତା ରେ ପଡି ଯାଇଥିବା ବୀଜର ଅର୍ଥ କଣ? ମଞ୍ଜିଟି ସହେି ଲୋକପରି ସେ ସ୍ବର୍ଗରାଜ୍ଯର ସୁସମାଚାର ଶୁଣେ, ଓ ତାହା ବୁଝି ପା ରନୋହିଁ। ଶୟତାନ ଆ ସେ ଓ ତା ହୃଦୟ ରେ ଯାହା କିଛି ବୁଣା ହାଇେଥାଏ, େସତକେ ନଇେ ଚାଲିଯାଏ।
ତା'ପରେ ଯୀଶୁ ସହେି ଲୋକମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ: ସ୍ବର୍ଗରାଜ୍ଯ ଗୋଟିଏ ଶାରେିଷ ଦାନା ଭଳି। ଜଣେ ତାକୁ ନଇେ ତା' କ୍ଷତେ ରେ ଲଗାଏ.
ତା'ପରେ ଯୀଶୁ ଲୋକମାନଙ୍କୁ ଆଉ ଗୋଟିଏ କାହାଣୀ କହିଲେ: ସ୍ବର୍ଗରାଜ୍ଯ ଖମୀର ଭଳି। ଜଣେ ସ୍ତ୍ରୀଲୋକ ଗୋଟିଏ ବଡ ପାତ୍ର ରେ ଥିବା ଅଟା ରେ ଖମୀର ମିଶାଇଲା। ସବୁତକ ରୋଟୀ ଫୁଲିବା ରେ ଖମୀର କାମ ଦଲୋ।
ଯୀଶୁ କହିଲେ, ଯେଉଁ ଲୋକ ଜଣକ କ୍ଷତେ ରେ ଭଲ ବୀଜ ବୁଣିଲେ, ସେ ହେଉଛନ୍ତି ମନୁଷ୍ଯପୁତ୍ର
ସ୍ବର୍ଗରାଜ୍ଯ ଜମି ରେ ପୋତା ହାଇେଥିବା ଧନଭଣ୍ଡର ଭଳି। ଦିନେ ଜଣେ ଲୋକ ଗୋଟିଏ ଧନର ଭଣ୍ଡାର ପାଇଲା ଓ ପୁଣି ଆଉ ଥରେ ସହେି ଧନକୁ ଜମି ଭିତ ରେ ପୋତି ଦଲୋ। ସେ ବହୁତ ଖୁସି ହାଇଗେଲା। ସେ ସଠାରୁେ ଯାଇ ତା ପାଖ ରେ ଯାହା ସବୁ ଥିଲା, ସବୁତକ ବିକି ସହେି ଜମିଟି କିଣିଲା।
ସ୍ବର୍ଗରାଜ୍ଯ ମଧ୍ଯ ହ୍ରଦ ରେ ଫିଙ୍ଗା ଯାଇଥିବା ଗୋଟିଏ ଜାଲ ଭଳି। ସେଥି ରେ ବିଭିନ୍ନ ପ୍ରକାରର ମାଛ ଧରା ପଡିଲେ।
ନିଜ ଚାକରମାନଙ୍କଠାରୁ ଉଧାର ଥିବା ଟଙ୍କାପଇସାର ଆଦାୟ ପାଇଁ ମନସ୍ଥ କରିଥିବା ଜଣେ ରାଜାଙ୍କ ସହିତ ସ୍ବର୍ଗରାଜ୍ଯର ତୁଳନା କରା ଯାଇପା ରେ।
ସ୍ବର୍ଗରାଜ୍ଯ ଜଣେ ଜମିଦାରଙ୍କ ଭଳି। ଜମିଦାରଙ୍କର କେତକେ ଦ୍ରାକ୍ଷା ବଗିଚ଼ା ଥିଲା। ଦିନେ ବଡ଼ି ସକାଳୁ ସେ ତାହାଙ୍କ ଦ୍ରାକ୍ଷା ବଗିଚ଼ା ରେ କାମ କରିବା ପାଇଁ ଅନ୍ୟ କେତକେ ଶ୍ରମାକ ଆଣିବାକୁ ବାହାରିଗଲେ।
ଆଉ ଗୋଟିଏ କାହାଣୀ ଶୁଣ। ଜଣେ ଜମିମାଲିକ ଥିଲେ। ତାହାଙ୍କ ଜମି ରେ ସେ ଦ୍ରାକ୍ଷା ଲଗାଇଲେ। ସେ ତା ଚ଼ାରିପଟେ ବାଡ଼ ଲଗାଇଲେ। ସେ ଦ୍ରାକ୍ଷାରସ ବାହାର କରିବା ପାଇଁ ସେଥି ରେ ଦ୍ରାକ୍ଷାକୁଣ୍ଡଟିଏ ଖାେଳିଲେ। ସେ ସଠାେରେ ପ୍ରହରୀଗୃହଟିଏ ନିର୍ମାଣ କଲେ ଓ କେତକେ କୃଷକଙ୍କୁ ଜମିଟି ଭାଗ ଦଇେ ଦେଲେ। ତା'ପରେ ସେ ବିଦେଶ ଯାତ୍ରା ରେ ବାହାରି ଗଲେ।
ଯୀଶୁ କହିଲେ, ସ୍ବର୍ଗରାଜ୍ଯ ହେଉଛି ନିଜ ପୁଅର ବିବାହ ଭୋଜି ପ୍ରସ୍ତୁତ କରିଥିବା ଜଣେ ରାଜାଭଳି।
ସେ ସମୟରେ ସ୍ବର୍ଗରାଜ୍ଯ, ବର ଖାଜେିବାକୁ ବାହାରିଥିବା ଦଶଜଣ କୁମାରୀ ଝିଅଙ୍କ ଭଳି ହବେ। ଏହି ଝିଅମାନେ ବର ସହିତ ସକ୍ଷାତ କରିବାକୁ ବାହାରିଥିଲେ। ସମାନେେ ତାହାଙ୍କ ସହିତ ଦୀପ ଆଣି ଥିଲେ,
ଯୀଶୁ ପୁଣି କହିଲେ, ପରମେଶ୍ବରଙ୍କ ରାଜ୍ଯ, ଜମି ରେ ବୀଜ ବୁଣୁଥିବା ଲୋକଟିଏ ଭଳି।
ଯୀଶୁ କହିଲେ, ପରମେଶ୍ବରଙ୍କ ରାଜ୍ଯ କିଭଳି? ମୁଁ ଏହାକୁ କାହା ସହିତ ତୁଳନା କରି ପାରିବି?
ଯୀଶୁ ପୁଣି କହିଲେ, ମୁଁ ପରମେଶ୍ବରଙ୍କ ରାଜ୍ଯ କାହା ସହିତ ତୁଳନା କରିପାରିବି?
ତୁମ୍ଭମାନଙ୍କର ଭରସା ହତେୁ ତୁମ୍ଭମାନେେ ଖ୍ରୀଷ୍ଟଙ୍କୁ ବିଶ୍ବାସ ଓ ସାଧୁମାନଙ୍କୁ ପ୍ ରମେ କରୁଛ। ତୁମ୍ଭେ ଯେଉଁ ବିଷୟଗୁଡ଼ିକ ପାଇଁ ଭରସା କରୁଛ, ତାହା ସ୍ବର୍ଗ ରେ ତୁମ୍ଭ ପାଇଁ ସୁରକ୍ଷିତ ଅଛି। ତୁମ୍ଭମାନେେ ଯେତବେେଳେ ସତ୍ଶିକ୍ଷା ବା ସୁସମାଚାର ଶୁଣିଥିଲ, ସେତବେେଳେ ଏହି ଭରସା ବିଷୟ ରେ ଜାଣିଥିଲ।
ତୁମ୍ଭେ ପୁନର୍ଜନ୍ମ ଗ୍ରହଣ କରିଛ। ଏହି ନୂତନ ଜୀବନ ମରଣଶୀଳ ବିଷୟରୁ ଆସି ନାହିଁ କିନ୍ତୁ ଯାହା କିଛି କବେେ ମ ରେ ନାହିଁ, ସଠାରୁେ ଆସିଛି। ଯାହା ସବୁଦିନ ପାଇଁ ରୁ ହେ, ପରମେଶ୍ବରଙ୍କ ସହେି ଜୀବନ୍ତ ସୁସମାଚାର ଯୋଗୁଁ ତୁମ୍ଭେ ଆଉ ଥରେ ଜନ୍ମ ଗ୍ରହଣ କରିଛ।