Home Bibles ମାଥିଉଲିଖିତ ସୁସମାଚାର 13:28 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 13:28 · ଓଡ଼ିଆ ବାଇବେଲ

ସେ ସମାନଙ୍କେୁ କହିଲେ, 'ଏହା କୌଣସି ଶତୃର କାର୍ୟ୍ଯ।'

Cross references

ଲୂକଲିଖିତ ସୁସମାଚାର 9:49

ଯୋହନ କହିଲେ, ଗୁରୁ, ଆମ୍ଭମାନେେ ଜଣେ ଲୋକକୁ ଆପଣଙ୍କ ନାମ ନଇେ ଭୂତମାନଙ୍କୁ ଲୋକଙ୍କ ଦହରେୁ ତଡି ଦେଉଥିବାର ଦେଖିଲୁ। ଆମ୍ଭମାନେେ ତାହାକୁ ଏସବୁ ବନ୍ଦ କରିବାକୁ କହିଲୁ। କାରଣ ସେ ଆମ୍ଭ ଶିଷ୍ଯମାନଙ୍କ ଗୋଷ୍ଠୀର ଲୋକ ନୁହେଁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 5:3

ମୁଁ ସ୍ବଶରୀର ରେ ତୁମ୍ଭମାନଙ୍କ ପାଖ ରେ ନାହିଁ କିନ୍ତୁ ଆତ୍ମା ରେ ତୁମ୍ଭମାନଙ୍କ ସହିତ ଅଛି, ଓ ଯେଉଁଲୋକ ଏହି ପାପକର୍ମ କରିଛି, ମୁଁ ତୁମ୍ଭ ସହିତ ଥିଲେ ତାହାର ଯେପରି ବିଚାର କରିଥାଆନ୍ତି, ସପରେି ମୁଁ ବିଚାର କରି ସାରିଛି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 2:6

ଏହି ଲୋକକୁ ତୁମ୍ଭମାନେେ ମିଶି ଯାହା ଦଣ୍ଡ ଦଇେଛ, ତାହା ୟଥେଷ୍ଟ ହେଲାଣି।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 5:14

ପରସ୍ପର ଶାନ୍ତି ରେ ରୁହ। ଯେଉଁମାନେ କାମ କରୁ ନାହାଁନ୍ତି, ଭାଇ ଓ ଭଉଣୀମାନେ, ସମାନଙ୍କେୁ ସତର୍କ କରିଦିଅ। ଯେଉଁମାନେ ଭୟ ରେ ଅଛନ୍ତି, ସମାନଙ୍କେୁ ଉତ୍ସାହିତ କର। ଦୁର୍ବଳ ଲୋକଙ୍କୁ ସାହାୟ୍ଯ କର। ପ୍ରେତ୍ୟକକ ଲୋକ ପାଇଁ ର୍ଧୈୟ୍ଯବାନ ହୁଅ।

ଯିହୂଦାଙ୍କ ପତ୍ର 1:22

ସନ୍ଦହେ ରେ ପଡ଼ିଥିବା ଲୋକମାନଙ୍କୁ ସାହାୟ୍ଯ କର।

Interlinear

Choose Theme