ମାଥିଉଲିଖିତ ସୁସମାଚାର 13:40 · ଓଡ଼ିଆ ବାଇବେଲ
ଯେପରି ବାଳୁଙ୍ଗାକୁ ଏକାଠି କରା ହେଲା ଓ ନିଆଁ ରେ ପୋଡି଼ ଦିଆଗଲା, ଠିକ୍ ସହେିପରି ଅବସ୍ଥା ଜଗତର ଅନ୍ତିମ ସମୟରେ ହବେ।
Cross references
ମାଥିଉଲିଖିତ ସୁସମାଚାର 13:39
ଯେଉଁ ଶତୃ ଜଣକ ବାଳୁଙ୍ଗା ବୁଣି ଦଇେଥିଲା, ସେ ହେଉଛି ଶୟତାନ। ଫସଲ କାଟିବା ସମୟ ହେଉଛି ଜଗତର ଅନ୍ତିମ ସମୟ ଏବଂ କଟାଳି ହେଉଛନ୍ତି ସ୍ବର୍ଗଦୂତମାନେ।