Home Bibles ମାଥିଉଲିଖିତ ସୁସମାଚାର 13:41 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 13:41 · ଓଡ଼ିଆ ବାଇବେଲ

ମନୁଷ୍ଯପୁତ୍ର ତାହାଙ୍କ ସ୍ବର୍ଗଦୂତଙ୍କୁ ପଠାଇବେ। ସମାନେେ ତାହାଙ୍କ ରାଜ୍ଯର ସମସ୍ତ ପାପୀ ଓ ପାପପାଇଁ ପ୍ରବର୍ତ୍ତାଉଥିବା ସମସ୍ତ ଲୋକଙ୍କୁ ଏକାଠି କରି ରାଜ୍ଯ ବାହାରକୁ ନଇେଯିବେ।

Cross references

ସିଫନିୟ 1:3

ଆମ୍ଭେ ସମସ୍ତ ପ୍ରାଣୀ ଓ ସମସ୍ତ ମାନବମାନଙ୍କୁ ବିନଷ୍ଟ କରିବା। ଆକାଶର ପକ୍ଷୀ ଓ ସମୁଦ୍ରର ମାଛଗୁଡିକୁ ବିନାଶ କରିବା। ସମସ୍ତ ମନ୍ଦ ଲୋକ ଓ ସମସ୍ତ ଜିନିଷ ଯେଉଁଗୁଡିକ ସମାନଙ୍କେୁ ପାପ କରାଉଛି ସହେି ସବୁକୁ ଧ୍ବଂସ କରିବା। ସବୁ ଲୋକଙ୍କୁ ପୃଥିବୀରୁ ବିତାଡିତ କରିବା। ଏହିସବୁ କଥା ସଦାପ୍ରଭୁ କହିଲେ।

ମାଥିଉଲିଖିତ ସୁସମାଚାର 7:22

ସହେି ଶଷେ ଦିନ ରେ ଅନକେ ଲୋକ ମାେତେ ପଚାରିବେ, 'ପ୍ରଭୁ, ଆମ୍ଭେ କ'ଣ ତୁମ୍ଭ ନାମ ରେ ଭବିଷ୍ଯଦ୍ବାଣୀ କରି ନଥିଲୁ? ତୁମ୍ଭ ନାମ ରେ କ'ଣ ଆମ୍ଭେ ଭୂତମାନଙ୍କୁ ବାହାର କରିଦଇେ ନଥିଲୁ? ଆମ୍ଭେ କ'ଣ ତୁମ୍ଭ ନାମ ରେ ଅନକେ ଆଶ୍ଚର୍ୟ୍ଯଜନକ କାମ କରି ନଥିଲୁ?

ମାଥିଉଲିଖିତ ସୁସମାଚାର 8:20

ଯୀଶୁ ତାହାଙ୍କୁ କହିଲେ, କୋକିଶିଆଳିର ଗାତ ଅଛି ଓ ଆକାଶର ପକ୍ଷୀମାନଙ୍କର ବସା ଅଛି। କିନ୍ତୁ ମନୁଷ୍ଯପୁତ୍ରଙ୍କ ପାଇଁ ମୁଣ୍ଡ ଗୁଞ୍ଜିବାକୁ ଜାଗା ଟିକିଏ ନାହିଁ।

ମାଥିଉଲିଖିତ ସୁସମାଚାର 13:49

ସଂସାର ଶଷେ ହବୋ ବେଳେ ଏହିଭଳି ଘଟିବ। ସ୍ବର୍ଗଦୂତମାନେ ଆସିବେ। ସମାନେେ ଧାର୍ମିକଲୋକଙ୍କ ଭିତରୁ ପାପୀଲୋକଙ୍କୁ ଅଲଗା କରି ଦବେେ।

ମାଥିଉଲିଖିତ ସୁସମାଚାର 18:7

ଏହି ପୃଥିବୀ ରେ ପାପ କରୁଥିବା ଲୋକମାନଙ୍କ ପାଇଁ ମୁଁ ଦୁଃଖ ଅନୁଭବ କରୁଛି। ଏସବୁ ଘଟଣା ନିଶ୍ଚୟ ଘଟିବ। କିନ୍ତୁ ଯେଉଁ ଲୋକ ଏସବୁ ଘଟଣା ଘଟିବାର କାରଣ ହୁଏ, ତାହା ପାଇଁ ଏହା ବହୁତ ଖରାପ ହବେ।

ମାଥିଉଲିଖିତ ସୁସମାଚାର 24:31

ନିଜର ସ୍ବର୍ଗଦୂତମାନଙ୍କୁ ପୃଥିବୀ ରେ ସର୍ବତ୍ର ପଠାଇବା ପାଇଁ ମନୁଷ୍ଯପୁତ୍ର ମହା ତୂରୀ ଧ୍ବନି ସହିତ ଆସିବେ। ସହେି ସ୍ବର୍ଗଦୂତମାନେ ମର୍ତ୍ତ୍ଯର ଗୋଟିଏ ଭାଗରୁ ଆଉ ଗୋଟିଏ ଭାଗ ପର୍ୟ୍ଯନ୍ତ ବୁଲି, ଚାରିଆଡୁ ତାହାଙ୍କର ମନୋନୀତ ଲୋକଙ୍କୁ ଏକାଠି କରିବେ।

ମାର୍କଲିଖିତ ସୁସମାଚାର 13:27

ମନୁଷ୍ଯପୁତ୍ର ପୃଥବୀର ଚାରି ଆଡକୁ ତାହାଙ୍କ ସ୍ବର୍ଗ ଦୂତମାନଙ୍କୁ ପଠାଇବେ। ସମାନେେ ତାହାଙ୍କ ଦ୍ବାରା ବଛା ଯାଇଥିବା ଲୋକଙ୍କୁ ପୃଥିବୀର ପ୍ରେତ୍ୟକକ ସ୍ଥାନରୁ ଆଣି ଏକାଠି କରାଇବେ।

ଲୂକଲିଖିତ ସୁସମାଚାର 13:26

ତା'ପରେ ତୁମ୍ଭମାନେେ କହିବ, 'ଆମ୍ଭେ ତୁମ୍ଭ ସହିତ ଏକାଠି ଖାଇଛୁ, ପିଇଛୁ। ତୁମ୍ଭମାନେେ ଆମ୍ଭ ନଗର ଗଳିମାନଙ୍କ ରେ ଉପଦେଶ ଦଇେଛ।'

ରୋମୀୟଙ୍କ ପ୍ରତି ପତ୍ର 2:8

କିନ୍ତୁ ଯେଉଁମାନେ ସ୍ବାର୍ଥପର ଓ ସତ୍ଯକୁ ଅନୁସରଣ କରିବା ପାଇଁ ମନା କରନ୍ତି ଓ ମନ୍ଦ ମାର୍ଗ ଅବଲମ୍ବନ କରନ୍ତି, ପରମେଶ୍ବର ସମାନଙ୍କେୁ ଦଣ୍ଡ ଦବେେ।

ରୋମୀୟଙ୍କ ପ୍ରତି ପତ୍ର 2:16

ଯେଉଁ ଦିନ ପରମେଶ୍ବର ଲୋକମାନଙ୍କ ଭିତ ରେ ଥିବା ଗୁପ୍ତକଥା ଗୁଡ଼ିକର ନ୍ଯାୟବିଚ଼ାର କରିବେ ସହେି ଦିନ ଏହି କଥା ଘଟିବ। ମୁଁ ଯେଉଁ ସୁସମାଚ଼ାର ଲୋକମାନଙ୍କୁ କହୁଛି, ତାହା କୁ ହେ ଯେ, ପରମେଶ୍ବର ଖ୍ରୀଷ୍ଟ ୟିଶୁଙ୍କ ଦ୍ବାରା, ଲୋକମାନଙ୍କର ନ୍ଯାୟବିଚ଼ାର କରିବେ।

ରୋମୀୟଙ୍କ ପ୍ରତି ପତ୍ର 16:17

ଭାଇ ଓ ଭଉଣୀମାନେ! ମୁଁ ତିମ୍ଭମାନଙ୍କୁ କହିବାକୁ ଇଛାକରେ ଯେ, ଯେଉଁ ଲୋକମାନେ ତୁମ୍ଭ ଭିତ ରେ ଦଳଭଦେ ଓ ବିଘ୍ନ ଆଣିବା ପାଇଁ ଚେଷ୍ଟା କରୁଛନ୍ତି, ସମାନଙ୍କେ ଠାରୁ ସତର୍କ ରୁହ। ଲୋକମାନଙ୍କର ବିଶ୍ବାସକୁ ଭାଗିଂବା ପାଇଁ ଚେଷ୍ଟା କରୁଥିବା ଲୋକମାନଙ୍କ ଠାରୁ ସତର୍କ ରୁହ। ଏଭଳି ଲୋକେ ତୁମ୍ଭେ ଗ୍ରହଣ କରିଥିବା ପ୍ରକୃତ ଶିକ୍ଷା ବିରୁଦ୍ଧ ରେ ଥାଆନ୍ତି।

ଏବ୍ରୀ 1:6

ଓ ଯେତବେେଳେ ପରମେଶ୍ବର ନିଜର ପ୍ରଥମଜାତ ସନ୍ତାନକୁ ପୁନର୍ବାର ଜଗତ ମଧ୍ଯକୁ ଆଣିବେ, ସହେି ସମୟକୁ ଲକ୍ଷ୍ଯ କରି ସେ କହନ୍ତି :

ଏବ୍ରୀ 1:14

ସମସ୍ତ ସ୍ବର୍ଗଦୂତ ଆତ୍ମା ଅଟନ୍ତି। ସମାନେେ ପରମେଶ୍ବରଙ୍କ ସବୋ କରନ୍ତି ଏବଂ ଯେଉଁମାନେ ପରିତ୍ରାଣ ପାଇଛନ୍ତି ସମାନଙ୍କେୁ ସାହାୟ୍ଯ କରନ୍ତି।

ପିତରଙ୍କ ଦିତୀୟ ପତ୍ର 2:1

ଅତୀତକାଳ ରେ ପରମେଶ୍ବରଙ୍କ ଲୋକମାନଙ୍କ ମଧିଅରେ ମିଥ୍ଯା ଭବିଷ୍ଯଦ୍ ବକ୍ତା ଥିଲେ। ଏବେ ମଧ୍ଯ ସହଭେଳି ଅଛନ୍ତି। ତୁମ୍ଭ ଦଳ ରେ କେତେ ଜଣ ଭଣ୍ଡ ଶିକ୍ଷକ ରହିବେ। ସମାନେେ ଏପରି ଭୁଲ ଶିକ୍ଷା ଦବେେ ଯେ, ଲୋକେ ନିଜକୁ ହଜାଇ ଦବେେ। ସମାନେେ ଏଭଳି ଭାବରେ ଶିକ୍ଷା ଦବେେ ଯେ ସମାନେେ ଯେ ଭୁଲ କରୁଛନ୍ତି, ତାହା ତୁମ୍ଭେ ଜାଣିବା କଠିନ ହବେ। ସମାନେେ ମୁକ୍ତିଦାତା ଯୀଶୁଙ୍କୁ ଗ୍ରହଣ କରିବାକୁ ମଧ୍ଯ ମନା କରିବେ। ସେପ୍ରକା ରେ ସମାନେେ ନିଜକୁ ଶୀଘ୍ର ନଷ୍ଟ କରି ଦବେେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5:11

ତା'ପରେ ମୁଁ ଦେଖିଲି ଓ ଅନକେ ସ୍ବର୍ଗଦୂତଙ୍କର ସ୍ବର ଶୁଣିଲି। ସ୍ବର୍ଗଦୂତମାନେ ସିଂହାସନ, ଜୀବିତପ୍ରାଣୀ ଓ ପ୍ରାଚୀନମାନଙ୍କ ଚାରିପାଖ ରେ ଥିଲେ। ମୁଁ ହଜାରହଜାର ସ୍ବର୍ଗଦୂତଙ୍କୁ ଦେଖିଲି। ସଠାେରେ 10,000ର 10,000 ଗୁଣ ସ୍ବର୍ଗଦୂତ ଥିଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:27

କୌଣସି ଅଶୁଚି ଜିନିଷ ତା' ଭିତ ରେ ପ୍ରବେଶ କରିବ ନାହିଁ। ଲଜ୍ଜାପୂର୍ଣ୍ଣ କାର୍ୟ୍ଯ କରିବା ଲୋକ ଓ ମିଥ୍ଯା କହିବା ଲୋକ ତା' ଭିତ ରେ ପଶିପାରିବେ ନାହିଁ। ମଷେଶାବକଙ୍କ ଜୀବନପୁସ୍ତକରେ ନାମ ଲଖାେ ହାଇେଥିବା ଲୋକମାନେ ସହେି ନଗରୀ ଭିତ ରେ ପ୍ରବେଶ କରିବେ।

Interlinear

Choose Theme