ସ୍ବର୍ଗରାଜ୍ଯ ଜମି ରେ ପୋତା ହାଇେଥିବା ଧନଭଣ୍ଡର ଭଳି। ଦିନେ ଜଣେ ଲୋକ ଗୋଟିଏ ଧନର ଭଣ୍ଡାର ପାଇଲା ଓ ପୁଣି ଆଉ ଥରେ ସହେି ଧନକୁ ଜମି ଭିତ ରେ ପୋତି ଦଲୋ। ସେ ବହୁତ ଖୁସି ହାଇଗେଲା। ସେ ସଠାରୁେ ଯାଇ ତା ପାଖ ରେ ଯାହା ସବୁ ଥିଲା, ସବୁତକ ବିକି ସହେି ଜମିଟି କିଣିଲା।
Cross references
ଜ୍ଞାନକୁ ଶୁଣ ଏବଂ ବୁଝିବା ପାଇଁ ତୀକ୍ଷ୍ମ ମନ ପ୍ରଯୋଗ କର।
ସୁନା ଅପେକ୍ଷା ଜ୍ଞାନଲାଭ କରିବା ଉତ୍ତମ। ସୁବିବଚେନା ପାଇବା ରୂପାଠାରୁ ଅଧିକ ମୂଲ୍ଯବାନ।
ଜ୍ଞାନ କ୍ରଯ କରିବା ନିମନ୍ତେ ମୂର୍ଖ ହାତ ରେ ଧନ ଥିଲେ ତାହା ମୂଲ୍ଯହୀନ ଅଟେ। କାରଣ ମୂର୍ଖ ଲୋକ ଧନ ବଦଳ ରେ ଜ୍ଞାନ କ୍ରଯ କରିପା ରେ ନାହିଁ।
ଯେ ଆପଣାକୁ ପୃଥକ୍ କରେ, ସେ ଆପଣା ଇଷ୍ଟ ଚେଷ୍ଟା କରେ ଓ ସର୍ବପ୍ରକାର ତତ୍ତ୍ବ ଜ୍ଞାନ ପ୍ରତ୍ଯାଖାନ କରେ।
ସତ୍ଯତା କିଣ, ତାହା ବିକ୍ରି କର ନାହିଁ। ଜ୍ଞାନ, ଉପଦେଶ ଓ ସୁବିବଚେନା କ୍ରଯ କର।
ହେ ତୃଷାର୍ତ୍ତଗଣ, ତୁମ୍ଭମାନେେ ଜଳ ନିକଟକୁ ଆସ, ପୁଣି ଅର୍ଥଶୂନ୍ଯ ବ୍ଯକ୍ତି ମଧ୍ଯ ଆସୁ। ତୁମ୍ଭମାନେେ ଆସ, କିଣ ଓ ଭୋଜନ କର। ହଁ, ଆସ, ଅର୍ଥ ଓ ବିନା ମୂଲ୍ଯ ରେ ଦ୍ରାକ୍ଷାରସ ଓ ଦୁଗ୍ଧ କିଣ।
କାରଣ ଯେଉଁଠା ରେ ତୁମ୍ଭର ଧନ, ସଠାେରେ ତୁମ୍ଭର ମନ।
ଯୀଶୁ ସମାନଙ୍କେୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ। ସ୍ବର୍ଗରାଜ୍ଯ ଜଣେ ବ୍ଯକ୍ତି ଭଳି ଯେ କି ନିଜ ଜମି ରେ ଭଲ ବୀଜ ବୁଣିଥିଲେ।
ଯୀଶୁ କହିଲେ, ଯଦି ତୁମ୍ଭେ ସିଦ୍ଧ ହବୋକୁ ଚ଼ାହୁଛ, ତବେେ ଯାଅ ଏବଂ ତୁମ୍ଭ ପାଖ ରେ ଥିବା ସବୁ କିଛି ବିକି ସେ ଧନ ଗରୀବମାନଙ୍କୁ ବଣ୍ଟିଦିଅ। ତା' ହେଲେ ସ୍ବର୍ଗ ରେ ତୁମ୍ଭକୁ ଅମାପ ଧନ ମିଳି ପାରିବ। ତା'ପରେ ଆସ ଓ ମାରେ ଅନୁସରଣ କର।
ତାପରେ ପିତର କହିଲେ, ଆମ୍ଭର ଯାହା କିଛି ଥିଲା, ଆମ୍ଭେ ସେ ସବୁ ଛାଡ଼ି ଦଇେଛୁ ଏବଂ ତୁମ୍ଭର ଅନୁସରଣ କରିଛୁ। ତା ହେଲେ ଆମ୍ଭେ କ'ଣ ପାଇବୁ?
ମାେ ପାଇଁ ଯେଉଁ ଲୋକ ଘରଦ୍ବାର କିମ୍ବା ଭାଇ, ଭଉଣୀ କିମ୍ବା ପିତା, ମାତାଙ୍କୁ କିମ୍ବା ପିଲାମାନଙ୍କୁ କିମ୍ବା ଜମିବାଡ଼ି ଛାଡ଼ି ଦଇେଛି, ସେ ଶ ହଗେୁଣ ଅଧିକା ପାଇବ ଏବଂ ଅନନ୍ତଜୀବନ ପାଇବ।
ସହେିଭଳି ତୁମ୍ଭମାନେେ ସମସ୍ତେ ପ୍ରଥମେ ଯୋଜନା କରିବ। ତୁମ୍ଭମାନେେ ମାେତେ ଅନୁସରଣ କରିବାକୁ ଚାହିଁଲେ ତୁମ୍ଭମାନଙ୍କର ପ୍ରେତ୍ୟକକ ବିଷୟ ତ୍ଯାଗ କରିବ। ତୁମ୍ଭମାନେେ ଯଦି ତାହା କରି ନପାରିବ, ତବେେ ମାରେ ଶିଷ୍ଯ ହାଇେ ପାରିବନାହିଁ।
ନେତା ଜଣକ ଏହା ଶୁଣି ବହୁତ ମନ ଦୁଃଖ କଲେ। ସେ ବହୁତ ଧନୀ ଥିଲେ ଓ ନିଜ ଧନତକ ରଖିବାକୁ ଚାହୁଁଥିଲେ।
ତା'ପରେ ଜଖିୟ ଖୁବ୍ ଶୀଘ୍ର ତଳକୁ ଓହ୍ଲାଇ ଆସିଲେ। ଅତ୍ଯନ୍ତ ଖୁସି ରେ ସେ ଯୀଶୁଙ୍କୁ ନିଜ ଘ ରେ ସ୍ବାଗତ କଲେ।
ତା'ପରେ ଯୀଶୁ କହିଲେ, ମୁଁ ସହେି ଜୀବନଦାୟକ ଖାଦ୍ୟ। ମାେ ନିକଟକୁ ଯେ କହେି ଆ ସେ ସେ କଦାପି ଭୋକିଲା ରହିବ ନାହିଁ। ମାେତେ ୟିଏ ବିଶ୍ବାସ କରେ, ସେ କବେେ ତୃଷିତ ହବେ ନାହିଁ।
ସମସ୍ତ ବିଶ୍ବାସୀମାନେ ଏକାଠି ରହିଲେ ଏବଂ ସମାନଙ୍କେ ପାଖ ରେ ଯାହା ସବୁଥିଲା, ସେଥି ରେ ସମସ୍ତେ ଭାଗୀଦାର ହେଲେ।
ବିଶ୍ବାସୀମାନଙ୍କର ଏକ ମନ, ଏକ ଆତ୍ମା ଥିଲା। ସମାନଙ୍କେ ମଧ୍ଯରୁ କହେି କୌଣସି ଜିନିଷକୁ ନିଜର ବୋଲି କହୁ ନଥିଲେ। ସମାନଙ୍କେ ପାଖ ରେ ଯାହା ଥିଲା, ସେଥି ରେ ସମସ୍ତେ ଭାଗୀଦାର ଥିଲେ।
ଶାସ୍ତ୍ର ରେ ଯେଉଁ କଥା ମାନ ଲଖାେ ଅଛି, ସଗେୁଡିକ ଦ୍ବାରା ଆମ୍ଭର ର୍ଧୈୟ୍ଯ ଓ ଶକ୍ତି ବଢେ ଓ ଆମ୍ଭେ ଭରସା ଲାଭ କରୁ।
କିନ୍ତୁ ଶାସ୍ତ୍ରମାନଙ୍କ ରେ ଏହିପରି ଲଖାେ ଅଛି :
ସମୟ ଥିଲା, ଯେତବେେଳେ ଏଗୁଡ଼ିକ ମାେ ପାଇଁ ଗୁରୁତ୍ବପୂର୍ଣ୍ଣ ଥିଲା। କିନ୍ତୁ ମୁଁ ସ୍ଥିର କଲି ଯେ ଖ୍ରୀଷ୍ଟଙ୍କ ହତେୁ ସଗେୁଡ଼ିକର କିଛି ମୂଲ୍ଯ ନାହିଁ।
ଖ୍ରୀଷ୍ଟଙ୍କଠା ରେ ଜ୍ଞାନ ଓ ବିଜ୍ଞତାର ଭଣ୍ଡାର ସୁରକ୍ଷିତ ରଖା ହାଇେଛି।
ତୁମ୍ଭମାନଙ୍କର ପୁରାତନ ପାପପୂର୍ଣ୍ଣ ସ୍ବଭାବର ମୃତ୍ଯୁ ହାଇଯୋଇଛି ଓ ପରମେଶ୍ବରଙ୍କଠା ରେ ଖ୍ରୀଷ୍ଟଙ୍କ ସହିତ ତୁମ୍ଭମାନଙ୍କର ନୂତନ ଜୀବନ ସୁରକ୍ଷିତ ଅଛି।
ଖ୍ରୀଷ୍ଟଙ୍କ ଶିକ୍ଷା ତୁମ୍ଭଠା ରେ ପ୍ରଚୁର ଭାବରେ ରହିଥାଉ। ପରସ୍ପରକୁ ଶିକ୍ଷା ଦବୋ ଓ ଶକ୍ତିଶାଳୀ କରିବା ପାଇଁ ସମସ୍ତ ଜ୍ଞାନର ବ୍ଯବହାର କର। ନିଜ ହୃଦୟ ରେ ପରମେଶ୍ବରଙ୍କ ପାଇଁ କୃତଜ୍ଞତାର ସଂଗୀତ, ଭଜନ, ଆଧ୍ଯାତ୍ମିକ ଗୀତମାନ ଗାଅ।
ଯେଉଁମାନେ ବନ୍ଦୀଘ ରେ ରଖା ଯାଇଥିଲେ, ସମାନଙ୍କେର ଅସୁବିଧାଗୁଡ଼ିକରେ ତୁମ୍ଭମାନେେ ଭାଗନଲେ, ଓ ସମାନଙ୍କେୁ ସାହାୟ୍ଯ କଲ। ତୁମ୍ଭମାନଙ୍କର ଧନ-ସମ୍ପତ୍ତି ସବୁ ତୁମ୍ଭମାନଙ୍କଠାରୁ ନଇେ ୟିବା ପରେ ମଧ୍ଯ ତୁମ୍ଭମାନେେ ଆନନ୍ଦ ରେ ଥିଲ। ତୁମ୍ଭମାନେେ ଆନନ୍ଦ ରେ ରହିଥିଲ, କାରଣ ଜାଣିଥିଲ ଯେ ତୁମ୍ଭମାନଙ୍କ ପାଖ ରେ ଯାହା କିଛି ଅଛି ତାହା ଅତ୍ଯଧିକ ଭଲ। ଏବଂ ତାହା ସବୁଦିନ ପାଇଁ ରହିବ।
ମାଶାେ ବଡ଼ ହାଇେ ମଣିଷ ହେଲେ। ସେ ଫାରୋଙ୍କ ଝିଅର ପୁତ୍ର ହବୋ ପାଇଁ ମନା କଲେ।
ସେଥିପାଇଁ ମୁଁ ତୁମ୍ଭକୁ ପରାମର୍ଶ ଦେଉଛି ଯେ, ତୁମ୍ଭେ ମାଠାରୁେ ଅଗ୍ନି ରେ ଖାଣ୍ଟି ହାଇେଥିବା ସୁନା କିଣ। ତା'ପରେ ତୁମ୍ଭେ ପ୍ରକୃତ ରେ ଧନୀ ହାଇଯେିବ। ମୁଁ ତୁମ୍ଭକୁ ଏହା କହୁଛି : ଧଳା ବସ୍ତ୍ର କିଣ। ତବେେ ତୁମ୍ଭେ ନିଜର ଲଜ୍ଜାପୂର୍ଣ୍ଣ ଉଲଗ୍ନତାକୁ ଘାଡ଼ଇେେ ରଖିପାରିବ। ମୁଁ ତୁମ୍ଭକୁ ଔଷଧ କିଣି ଆଖି ରେ ଲଗାଇବା ପାଇଁ ମଧ୍ଯ କହୁଛି। ତାହାହେଲେ ତୁମ୍ଭେ ପ୍ରକୃତ ରେ ଦେଖିପାରିବ।