ସହେି ସମୟରେ ଯୀଶୁଙ୍କ ବିଷୟ ରେ ଲୋକେ ଯାହା କଥାବାର୍ତ୍ତା ହେଉଥିଲେ, ତାହା ଗାଲିଲୀର ଶାସକ ହରେୋଦ ଶୁଣିଲେ।
Cross references
ରାଜା ହରେୋଦ ଯୀଶୁଙ୍କ ବିଷୟ ରେ ଶୁଣିଲେ। କାରଣ ବର୍ତ୍ତମାନ ଯୀଶୁଙ୍କ ଖ୍ଯାତି ଗ୍ଭରିଆଡେ ବ୍ଯାପି ଯାଇଥିଲା। କେତକେ ଲୋକ କହୁଥିଲେ, ଯୀଶୁ ହେଉଛନ୍ତି ବାପ୍ତିଜକ ଯୋହନ। ସେ ମୃତ୍ଯୁରୁ ପୁନରୂତ୍ଥିତ ହାଇେଛନ୍ତି। ସେଥି ଯୋଗୁଁ ସେ ଆଶ୍ଚର୍ୟ୍ଯକାର୍ୟ୍ଯ କରି ପାରୁଛନ୍ତି।
ଯୀଶୁ ସମାନଙ୍କେୁ ଚତାବେନୀ ଦଇେ କହିଲେ, ସାବଧାନ; ଫାରୂଶୀ ଓ େ ହରୋଦଙ୍କ ଖମୀର ଠାରୁ ଦୂର ରେ ରୁହ।
ତିବିରିଅ କାଇସରଙ୍କ ରାଜ୍ବତର ପନ୍ଦରତମ ବର୍ଷ ସମୟର କଥା।
ସାମନ୍ତରାଜା ହରେୋଦ ନିଜ ଭାଇର ସ୍ତ୍ରୀ େ ହରୋଦିଆଙ୍କ ସହିତ ଅନୁଚିତ ସମ୍ପର୍କ ରଖିଥିବାରୁ ଓ ଅନ୍ୟ କେତକେ ଖରାପ କାମ କରିଥିବାରୁ ଯୋହନ ତାହାଙ୍କୁ ସମାଲୋଚନା କଲେ।
ଇତି ମଧିଅରେ ସାମନ୍ତ ରାଜା ହରେୋଦ ଏହି ଘଟଣାଗୁଡିକ ବିଷୟ ରେ ଶୁଣି ଗଭୀର ଚିନ୍ତା ରେ ପଡିଗଲେ। କାରଣ କେତକେ ଲୋକ କହୁଥିଲେ, ବାପ୍ତିଜକ ଯୋହନ ପୁଣି ମୃତ୍ଯୁରୁ ବଞ୍ଚି ଉଠିଛନ୍ତି।
ସହେି ସମୟରେ କେତକେ ଫାରୂଶୀ ଯୀଶୁଙ୍କ ପାଖକୁ ଆସିଲେ। ସମାନେେ କହିଲେ, ଏଠାରୁ ଚାଲିଯାଇ ଲୁଚିଯାଆନ୍ତୁ। ହରେୋଦ ଆପଣଙ୍କୁ ମାରିଦବୋ ପାଇଁ ଚାହୁଁଛନ୍ତି।
ପୀଲାତ ଜାଣିଲେ ଯେ, ଯୀଶୁ ହରେୋଦଙ୍କ ଅଧିକାରକ୍ଷେତ୍ରର ଲୋକ। ହରେୋଦ ସହେି ସମୟରେ ୟିରୁଶାଲମ ରେ ଥିଲେ। ତେଣୁ ପୀଲାତ ଯୀଶୁଙ୍କୁ ତାହାଙ୍କ ପାଖକୁ ପଠାଇ ଦେଲେ।
ତାଛଡା ହରେୋଦ ମଧ୍ଯ ତାହାଙ୍କଠା ରେ କୌଣସି ଭୁଲ ଦେଖି ନାହାଁନ୍ତି। ହରେୋଦ ଆମ୍ଭ ପାଖକୁ ଯୀଶୁଙ୍କୁ ପଠାଇ ଦଇେଛନ୍ତି। ଦେଖ, ଯୀଶୁ କିଛି ହେଲେ ଭୁଲ କାମ କରି ନାହାଁନ୍ତି। ତେଣୁ ତାହାଙ୍କୁ ବଧ କରିବା ଠିକ୍ ହବେନାହିଁ।
ଯେତବେେଳେ ହରେୋଦ, ପନ୍ତିୟ ପୀଲାତ, ଇଶ୍ରାୟେଲ ଅନ୍ୟ ଦେଶୀୟମାନେ ମିଳିତ ହାଇେ ଏହି ସହର ରେ ଜମା ହାଇେ ତୁମ୍ଭର ପବିତ୍ର ସବେକ ଯୀଶୁଙ୍କ ବିରୁଦ୍ଧ ରେ ଠିଆ ହେଲେ ସେତବେେଳେ ଏହା ପ୍ରକୃତ ରେ ସଫଳ ହେଲା। ସହେି ଯୀଶୁଙ୍କୁ ତୁମ୍ଭେ ଖ୍ରୀଷ୍ଟ ରୂପେ ମନୋନୀତ କରିଥିଲ।
ରାଜା ହରେୋଦ ସେ ସମୟରେ ମଣ୍ଡଳୀ ରେ କେତକେ ଲୋକଙ୍କ ଉପରେ ଅତ୍ଯାଚ଼ାର କରିବା ଆରମ୍ଭ କରି ଦେଲେ।