Home Bibles ☰ Books ମାଥିଉଲିଖିତ ସୁସମାଚାର 14:12 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 14:12 · ଓଡ଼ିଆ ବାଇବେଲ

ଯୋହନଙ୍କ ଶିଷ୍ଯମାନେ ଆସି ଯୋହନଙ୍କ ମୃତ ଦହେ ନଇଯାେଇ ସମଧି ଦେଲେ। ତା'ପରେ ସମାନେେ ଯୀଶୁଙ୍କ ପାଖକୁ ଯାଇ ସବୁକଥା କହିଲେ।

Cross references

ମାଥିଉଲିଖିତ ସୁସମାଚାର 27:58

ସେ ପୀଲାତଙ୍କ ପାଖକୁ ଗଲେ ଓ ଯୀଶୁଙ୍କ ଶରୀର ପାଇଁ ଅନୁରୋଧ କଲେ। ପୀଲାତ ସୈନ୍ଯମାନଙ୍କୁ ଆଜ୍ଞା ଦଇେ କହିଲେ ଶରୀରକୁ ତାହାଙ୍କୁ ଦଇଦେିଅ।

ମାର୍କଲିଖିତ ସୁସମାଚାର 6:29

ଏହି ସବୁ ଘଟଣା ଯୋହନଙ୍କ ଶିଷ୍ଯମାନେ ଶୁଣିଲେ। ସମାନେେ ଆସି ଯୋହନଙ୍କ ମୃତ ଶରୀରକୁ ନଇେ କବର ଦେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 8:2

କେତକେ ନିଷ୍ଠାପର ଲୋକ ସ୍ତିଫାନଙ୍କୁ କବର ଦେଲେ ଓ ତାହାଙ୍କ ପାଇଁ ବହୁତ କାନ୍ଦିଲେ। ସହେିଦିନ ୟିରୂଶାଲମ ରେ ଥିବା ବିଶ୍ବାସୀମାନଙ୍କ ବିରୁଦ୍ଧ ରେ ଗୋଟିଏ ଭୀଷଣ ତାଡ଼ନା ହେଲା। ପ୍ ରରେିତମାନଙ୍କ ବ୍ଯତୀତ ଅନ୍ୟ ସମସ୍ତ ବିଶ୍ବାସୀ ୟିହୂଦା ଓ ଶମିରୋଣ ଦେଶର ବିଭିନ୍ନ ସ୍ଥାନ ରେ ଛିନ୍ନଭିନ୍ନ ହାଇଗେଲେ।

Interlinear

Choose Theme