ସଠାେରେ ପ୍ରାୟ କବଳେ ପାଞ୍ଚ ହଜାର ପୁରୁଷ ଲୋକ ଖାଇଥିଲେ। ତା'ଛଡା ସ୍ତ୍ରୀ ଲୋକ ଓ ପିଲାମାନେ ମଧ୍ଯ ଖାଇଥିଲେ।
Cross references
ଯୀଶୁ କହିଲେ, ସମସ୍ତଙ୍କୁ ବସିବାକୁ କୁହ। ସଠାେରେ ପ୍ରଚୁର ଘାସ ଥିଲା। ସଠାେରେ ପ୍ରାୟ ପାଞ୍ଚ ହଜାର ପୁରୁଷ ବସିଥିଲେ।
କିନ୍ତୁ ଉପଦେଶ ଶୁଣିବା ଲୋକମାନଙ୍କ ମଧ୍ଯରୁ ଅନକେ ଲୋକ ସମାନଙ୍କେ ବାର୍ତ୍ତା ବିଶ୍ବାସ କଲେ। ତେଣୁ ବର୍ତ୍ତମାନ ସଠାେରେ ପ୍ରାୟ ପାଞ୍ଚ ହଜାର ପୁରୁଷ ବିଶ୍ବାସୀ ଥିଲେ।
ସମାନଙ୍କେ ମଧିଅରେ କାହାର କିଛି ଅଭାବ ନଥିଲା। ଯାହାର ଘର ବା ଜମି ଥିଲା, ସେ ତାହାକୁ ବିକ୍ରୀ କରି ଦେଉଥିଲା।
ପରମେଶ୍ବର ତୁମ୍ଭମାନଙ୍କର ଆବଶ୍ଯକତା ଠାରୁ ଅଧିକ ଆଶୀର୍ବାଦ ଦଇେ ପାରିବେ। ତହିଁରେ ତୁମ୍ଭମାନେେ ସବୁବେଳେ ସବୁ ବିଷୟ ପ୍ରଚୁର ଭାବେ ପାଇବ। ପ୍ରେତ୍ୟକକ ଭଲ କାମ କରିବା ପାଇଁ ଦାନ ଦବୋକୁ ତୁମ୍ଭମାନଙ୍କ ପାଖ ରେ ପ୍ରଚୁର ଥିବ।
ପରମେଶ୍ବର ସଗେୁଡ଼ିକୁ ଗ୍ରହଣ କରନ୍ତି ଓ ତାହା ତାହାଙ୍କୁ ପ୍ରସନ୍ନ କରେ। ଯୀଶୁଙ୍କ ଧନ ରେ ମାେ ପରମେଶ୍ବର ଅତି ଧନୀ। ତୁମ୍ଭର ସମସ୍ତ ଆବଶ୍ଯକତାଗୁଡ଼ିକୁ ପୂରଣ କରିବା ଲାଗି ପରମେଶ୍ବର ଖ୍ରୀଷ୍ଟଯୀଶୁଙ୍କଠା ରେ ତାଙ୍କ ଧନର ବ୍ଯବହାର କରିବେ।