ତା'ପରେ ଯୀଶୁ ଶିଷ୍ଯମାନଙ୍କୁ ଡଙ୍ଗା ରେ ଚଢି ହ୍ରଦର ଅପର ପାଶର୍ବକୁ ୟିବାକୁ କହିଲେ। ଯୀଶୁ ନିଜେ ସଠାେକୁ ପରେ ଯିବେ ବୋଲି କହିଲେ।
Cross references
ତା'ପରେ ଯୀଶୁ ଲୋକମାନଙ୍କୁ ପଠଇେ ଦଇେ ଘରକୁ ଗଲେ। ତାହାଙ୍କ ପାଖ ରେ ତାହାଙ୍କ ଶିଷ୍ଯମାନେ ପହଞ୍ଚି କହିଲେ, ଆମ୍ଭକୁ କ୍ଷତରେ ବାଳୁଙ୍ଗା ଦୃଷ୍ଟାନ୍ତର ଅର୍ଥ ବୁଝାଇ ଦିଅ।
ସମାନେେ ଖାଇ ସାରିବା ପରେ ଯୀଶୁ ସମାନଙ୍କେୁ ଘରକୁ ଫରେିୟିବା ପାଇଁ କହିଲେ। ସମାନଙ୍କେୁ ବିଦାୟ କରିସାରି ଯୀଶୁ ଡ଼ଙ୍ଗା ରେ ବସି ମଗ୍ଦାନ୍ ଅଞ୍ଚଳକୁ ଗଲେ।
ତା'ପରେ ଯୀଶୁ ଶିଷ୍ଯମାନଙ୍କୁ ଡଙ୍ଗା ଭିତରକୁ ୟିବାକୁ କହିଲେ। ଯୀଶୁ ଶିଷ୍ଯମାନଙ୍କୁ ହ୍ରଦର ଅପର ପାଶର୍ବ ରେ ଥିବା ବେଥ୍ସାଇଦାକୁ ଆଗୁଆ ୟିବାକୁ କହିଲେ ଓ ସେ ନିଜେ ପରେ ଯିବେ ବୋଲି କହିଲେ। ସଠାେରେ ଥିବା ଲୋକମାନଙ୍କୁ ଘରକୁ ଫରେିୟିବା ପାଇଁ କହି ସେ ରହିଲେ।
ଯୀଶୁ ଜାଣିଥିଲେ ଯେ ଲୋକମାନେ ତାହାଙ୍କୁ ରାଜା କରିବା ପାଇଁ ଚାହୁଁଥିଲେ। ଯେତବେେଳେ ତାହାଙ୍କୁ ଧରି ନଇେ ରାଜା କରିବାର ଯୋଜନା ଲୋକେ କଲେ, ସେତବେେଳେ ସେ ସହେି ସ୍ଥାନ ଛାଡି ଏକୁଟିଆ ପାହାଡ ଉପରକୁ ଚାଲିଗଲେ।