Home Bibles ମାଥିଉଲିଖିତ ସୁସମାଚାର 14:5 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 14:5 · ଓଡ଼ିଆ ବାଇବେଲ

ତେଣୁ େ ହରୋଦ ଯୋହନଙ୍କୁ ମାରିଦବୋକୁ ଚାହିଁଲେ। କିନ୍ତୁ ସେ ଲୋକମାନଙ୍କୁ ଭୟ କରୁଥିଲେ। କାରଣ ଲୋକେ ଯୋହନଙ୍କୁ ଜଣେ ଭବିଷ୍ଯଦ୍ବକ୍ତା ବୋଲି ବିଶ୍ବାସ କରୁଥିଲେ।

Cross references

ମାଥିଉଲିଖିତ ସୁସମାଚାର 11:9

ତବେେ କ'ଣ ଦେଖିବାକୁ ତୁମ୍ଭେ ଆସିଥିଲ? କ'ଣ କୌଣସି ଭବିଷ୍ଯଦ୍ବକ୍ତାଙ୍କୁ? ହଁ, ମୁଁ ତୁମ୍ଭକୁ କହୁଛି ଯେ ଯାହାକୁ ତୁମ୍ଭେ ଦେଖିଛ ସେ ଭବିଷ୍ଯଦ୍ବକ୍ତାଙ୍କ ଠାରୁ ମଧ୍ଯ ଆହୁରି ବଡ।

ମାଥିଉଲିଖିତ ସୁସମାଚାର 21:26

କିନ୍ତୁ ଆମ୍ଭେ ଯଦି କହିବା, 'ଏହା ମନୁଷ୍ଯ ପାଖରୁ ଆସିଛି,' ତବେେ ଏଠା ରେ ଜମା ରୋଇଥିବା ଲୋକେ ଆମ୍ଭ ଉପରେ ରାଗିଯିବେ। ଆମ୍ଭମାନେେ ଏ ଲୋକମାନଙ୍କୁ ଭୟ କରୁଛୁ। କାରଣ ସମାନେେ ସମସ୍ତେ ଯୋହନଙ୍କୁ ଭବିଷ୍ଯଦ୍ବକ୍ତା ରୂପେ ବିଶ୍ବାସ କରନ୍ତୁ.

ମାଥିଉଲିଖିତ ସୁସମାଚାର 21:32

ତୁମ୍ଭମାନଙ୍କୁ ବଞ୍ଚିବା ପାଇଁ ଠିକ ବାଟ ଦଖାଇବୋକୁ ଯୋହନ ଆସି ଥିଲେ। ତୁମ୍ଭମାନେେ ଯୋହନଙ୍କୁ ବିଶ୍ବାସ କଲ ନାହିଁ।କିନ୍ତୁ କର ଆଦାୟକାରୀ ଓ ବେଶ୍ଯାମାନେ ଯୋହନଙ୍କୁ ବିଶ୍ବାସ କଲେ। କର ଆଦାୟକାରୀ ଓ ବେଶ୍ଯାମାନେ ଯୋହନଙ୍କୁ ବିଶ୍ବାସ କରିଛନ୍ତି ବୋଲି ତୁମ୍ଭେ ଦେଖିଲ। ତଥାପି ତାହାଙ୍କଠା ରେ ବିଶ୍ବାସ କରିବା ଲୋଗି ତୁମ୍ଭମାନେେ ହୃଦୟ ପରିବର୍ତ୍ତନ କଲ ନାହିଁ।

ମାର୍କଲିଖିତ ସୁସମାଚାର 6:19

ତେଣୁ େ ହରୋଦିଆ ଯୋହନଙ୍କୁ ଶତୃ ଭାବରେ ଦେଖୁଥିଲେ। ସେ ଯୋହନଙ୍କୁ ହତ୍ଯା କରିବାକୁ ଚାହୁଁଥିଲେ। କିନ୍ତୁ ସେ ଏଥିପାଇଁ ହରେୋଦଙ୍କୁ ପ୍ରବର୍ତ୍ତାଇବା ରେ ଅସଫଳ ହାଇେଥିଲେ।

ମାର୍କଲିଖିତ ସୁସମାଚାର 11:30

ମାେତେ କୁହ, ଯେତବେେଳେ ଯୋହନ ଲୋକମାନଙ୍କୁ ବାପ୍ତିସ୍ମ ଦେଉଥିଲେ, ତାହା ପରମେଶ୍ବରଙ୍କ ଠାରୁ ଆସିଥିଲା ନା ମନୁଷ୍ଯଠାରୁ? ମାରେ ପ୍ରଶ୍ନର ଉତ୍ତର ଦିଅ।

ମାର୍କଲିଖିତ ସୁସମାଚାର 14:1

ନିସ୍ତାର ପର୍ବ ଓ ଖମୀର ଶୁନ୍ଯ ରୋଟୀପର୍ବ ଆଉ ଦୁଇ ଦିନ ବାକି ଥିଲା। ପ୍ରଧାନ ଯାଜକ ଓ ଯିହୂଦୀ ଧର୍ମଶାସ୍ତ୍ରୀମାନେ ଯୀଶୁଙ୍କୁ କୌଶଳ ରେ ବନ୍ଦୀ କରି ତା'ପରେ ମାରି ଦବୋ ପାଇଁ ଉପାୟ ଖୋଜୁ ଥିଲେ।

ଲୂକଲିଖିତ ସୁସମାଚାର 20:6

କିନ୍ତୁ ଆମ୍ଭେ ଯଦି କହିବା, ' ଯୋହନଙ୍କ ବାପ୍ତିସ୍ମ ମଣିଷଠାରୁ ଆସିଥିଲା,' ତବେେ ସବୁ ଲୋକ ଆମ୍ଭ ଉପରକୁ ଟକୋପଥର ଫିଙ୍ଗି ଆମ୍ଭକୁ ଜୀବନ ରେ ମାରି ଦବେେ। କାରଣ ସମାନେେ ଯୋହନଙ୍କୁ ଭବିଷ୍ଯଦ୍ବକ୍ତା ରୂପେ ବିଶ୍ବାସ କରନ୍ତି।

ରେରିତମାନଙ୍କ କାର୍ଯ୍ୟର ବିବରଣ 4:21

ତେଣୁ ସେ ସମାନଙ୍କେୁ ଆଉ ଥରେ ଭୟ ଦଖାଇେଲେ ଏବଂ ସମାନଙ୍କେୁ ମୁକ୍ତ କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 5:26

ତେଣୁ ସନୋପତି ସହେି ଲୋକମାନଙ୍କୁ ସାଙ୍ଗ ରେ ନଇେ ପ୍ ରରେିତମାନଙ୍କୁ ନଇେ ଆସିଲେ। ସମାନେେ ପ୍ ରରେିତମାନଙ୍କୁ ଜାରେ ଜବରଦସ୍ତି କରି ଆଣିଲେ ନାହିଁ କାରଣ ସମାନେେ ଭୟ କଲେ, ଯଦି ସମାନେେ ଏପରି କରିବେ, ତବେେ ଲୋକମାନେ ହୁଏତ ସମାନଙ୍କେୁ ପଥର ଫୋପାଡ଼ିବେ।

Interlinear

Choose Theme