ଯୀଶୁ ସମବତେ ହାଇେଥିବା ଲୋକମାନଙ୍କୁ ଡାକିଲେ। ସେ ସମାନଙ୍କେୁ କହିଲେ, ମୁଁ ଯାହା କହୁଛି ତାହା ଶୁଣ ଓ ବୁଝ।
Cross references
ତହିଁରେ ମୀଖାଯ ଉଚ୍ଚସ୍ବର ରେ କହିଲେ, ତୁମ୍ଭମାନେେ ସମସ୍ତେ ଶୁଣ, ଯଦି ରାଜା ଆହାବ୍ କୁଶଳ ରେ ୟୁଦ୍ଧ କ୍ଷେତ୍ରରୁ ଫରେି ଆ ସେ, ତବେେ ସଦାପ୍ରଭୁ ମାେତେ ବାର୍ତ୍ତା ଦଇେ ନାହାଁନ୍ତି ବୋଲି ଜାଣିବ।
ତା'ପ ରେ ସଦାପ୍ରଭୁ କହିଲେ, ୟାଅ ଏବଂ ଏହି ବାର୍ତ୍ତା ଲୋକମାନଙ୍କୁ ଜଣାଅ, ଯଦିଓ ତୁମ୍ଭମାନେେ ଶୁଣୁଛ, କିନ୍ତୁ ତୁମ୍ଭମାନେେ କିଛି ବୁଝୁ ନାହଁ। ଯଦିଓ ଦେଖୁଛ, କିଛି ଶିଖୁ ନାହଁ।'
କର୍ଣ୍ଣଡ଼ରେି ଶୁଣ ଓ ଆମ୍ଭ ନିକଟକୁ ଆସ। ତହିଁରେ ତୁମ୍ଭମାନଙ୍କର ଆତ୍ମା ବଞ୍ଚିବ। ଆମ୍ଭେ ତୁମ୍ଭମାନଙ୍କ ପାଇଁ ଏକ ଚିରକାଳ ଚୁକ୍ତି ଅର୍ଥାତ୍ ଦାଉଦଙ୍କ ପ୍ରତି ନିଶ୍ଚିତ ଦୟା ସ୍ଥିର କରିବା।
ରାସ୍ତା ରେ ପଡି ଯାଇଥିବା ବୀଜର ଅର୍ଥ କଣ? ମଞ୍ଜିଟି ସହେି ଲୋକପରି ସେ ସ୍ବର୍ଗରାଜ୍ଯର ସୁସମାଚାର ଶୁଣେ, ଓ ତାହା ବୁଝି ପା ରନୋହିଁ। ଶୟତାନ ଆ ସେ ଓ ତା ହୃଦୟ ରେ ଯାହା କିଛି ବୁଣା ହାଇେଥାଏ, େସତକେ ନଇେ ଚାଲିଯାଏ।
ଭବିଷ୍ଯଦ୍ବକ୍ତା ଦାନିୟେଲ 'ଧ୍ବଂସ ସାଧକ ଭୟଙ୍କର ବସ୍ତୁ' ବିଷୟ ରେ କହିଲେ। ଏହି ଭୟଙ୍କର ବସ୍ତୁଟି ପବିତ୍ର ସ୍ଥାନ ରେ ଠିଆ ହାଇେଥିବାର ଦଖାୟିବେ। (ଏହାକୁ ପଢ଼ୁଥିବା ଲୋକେ ଏହାର ଅର୍ଥ ବୁଝି ପାରିବା ଉଚ଼ିତ।)
ଯୀଶୁ ଲୋକମାନଙ୍କୁ ପୁଣି ପାଖକୁ ଡାକିଲେ। ସେ କହିଲେ ପ୍ରେତ୍ୟକକ ଲୋକ ମାରେ କଥା ଶୁଣ ଓ ବୁଝ।
ସବୁଲୋକେ ଯୀଶୁଙ୍କ ଉପଦେଶ ଶୁଣୁଥିଲେ। ଯୀଶୁ ଶିଷ୍ଯମାନଙ୍କୁ କହିଲେ,
ତା'ପରେ ଯୀଶୁ ଶିଷ୍ଯମାନଙ୍କୁ ସବୁ ଶାସ୍ତ୍ର ବିଷୟ ବୁଝାଇଲେ। ତାହାଙ୍କ ବିଷୟ ରେ ଯାହା ସବୁ ଲଖାେ ଯାଇଥିଲା, ଯୀଶୁ ସମାନଙ୍କେୁ ସବୁ ବୁଝାଇଲେ।
ମୁଁ ମହିମାମୟ ପିତା, ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପରମେଶ୍ବରଙ୍କୁ ସବୁବେଳେ ପ୍ରାର୍ଥନା କରେ ଯେ, ସେ ତୁମ୍ଭକୁ ବିଜ୍ଞତାର ଆତ୍ମା ପ୍ରଦାନ କରନ୍ତୁ। ସହେି ଜ୍ଞାନ ତୁମ୍ଭମାନଙ୍କ ପାଇଁ ପରମେଶ୍ବର ବିଷୟକ ସମସ୍ତ ତଥ୍ଯକୁ ସ୍ପଷ୍ଟ କରିଦବେ, ଯାହା ଫଳ ରେ ତୁମ୍ଭମାନେେ ତାହାଙ୍କୁ ପୂର୍ଣ୍ଣ ଭାବରେ ଜାଣି ପାରିବ।
ସେଥିପାଇଁ ଯେଉଁଦିନଠାରୁ ଆମ୍ଭେ ତୁମ୍ଭମାନଙ୍କ ବିଷୟ ରେ ଏହି କଥା ଶୁଣିଲୁ, ଆମ୍ଭେ ତୁମ୍ଭମାନଙ୍କ ପାଇଁ ନିରନ୍ତର ପ୍ରାର୍ଥନା କରୁଛୁ। ଆମ୍ଭେ ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରୁଛୁ :
କିନ୍ତୁ ତୁମ୍ଭ ଭିତରୁ ଯଦି କହେି ଜ୍ଞାନର ଆବଶ୍ଯକ କରେ, ତା ହେଲେ ତୁମ୍ଭେ ଏହା ପରମେଶ୍ବରଙ୍କୁ ମାଗିବା ଉଚିତ। ପରମେଶ୍ବର ଅତ୍ଯନ୍ତ ଦୟାଳୁ ଅଟନ୍ତି। ସେ ସମସ୍ତଙ୍କୁ ଜ୍ଞାନ ଦବୋ ରେ ଆନନ୍ଦ ଅନୁଭବ କରନ୍ତି। ଅତଏବ ପରମେଶ୍ବର ତୁମ୍ଭକୁ ଜ୍ଞାନ ଦବେେ।