Home Bibles ମାଥିଉଲିଖିତ ସୁସମାଚାର 15:14 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 15:14 · ଓଡ଼ିଆ ବାଇବେଲ

ସମାନଙ୍କେୁ ଛାଡି ଦିଅ। ସମାନେେ ତ ଅନ୍ଧମାନଙ୍କର ଅନ୍ଧ ନେତା। ଯଦି ଜଣେ ଅନ୍ଧ ଆଉ ଗୋଟିଏ ଅନ୍ଧକୁ ରାସ୍ତା ଦଖାେଏ, ତବେେ ଉଭୟ ଖାତ ଭିତ ରେ ଖସି ପଡିବେ।

Cross references

ଯିଶାଇୟ 9:16

ପଥପ୍ରଦର୍ଶକଗଣ ଲୋକମାନଙ୍କୁ ଭୁଲ୍ ବାଟରେ ପରିଚାଳିତ କରନ୍ତି। ଆଉ ସମାନଙ୍କେୁ ଅନୁସରଣ କରୁଥିବା ବ୍ଯକ୍ତିଗଣ ବିନଷ୍ଟ ହବେ।

ଯିଶାଇୟ 42:19

ଏ ଜଗତ ରେ ମାରେ ଦାସଠାରୁ ଅନ୍ଧ କିଏ ? ପୁଣି ମାେ ପ୍ ରରେିତ ଦୂତଠାରୁ ବଧିର କିଏ ? ସଦାପ୍ରଭୁଙ୍କଠା ରେ ମିଳିତ ହାଇେଥିବା ଦାସ ସବୁଠାରୁ ଅଧିକ ଅନ୍ଧ।

ଯିଶାଇୟ 56:10

ତାହାର ପ୍ରହରିଗଣ ଅନ୍ଧ, ସେ ସମସ୍ତ ଜ୍ଞାନହୀନ, ସମାନେେ ନିର୍ବାକ ଶ୍ବାନ, ସମାନେେ ଭୁକିପାରନ୍ତି ନାହିଁ। ସମାନେେ ସ୍ବପ୍ନଦର୍ଶୀ, ନିଦ୍ରାଡ଼ ଓ ଶାଇେ ରହିବାକୁ ଭଲ ପାଆନ୍ତି।

ଯିରିମିୟ 5:31

ଭବିଷ୍ଯଦବକ୍ତାମାନେ ମିଥ୍ଯା ଭବିଷ୍ଯଦବାକ୍ଯ ପ୍ରଚାର କରନ୍ତି ଓ ସମାନଙ୍କେ ନିର୍ଦ୍ଦଶାେନୁସା ରେ ଯାଜକମାନେ କାର୍ୟ୍ଯ କରନ୍ତି। ପୁଣି ଆମ୍ଭର ଲୋକମାନେ ଏପରି ହବୋକୁ ଭଲ ପାଆନ୍ତି। ମାତ୍ର ତୁମ୍ଭ ଲୋକମାନେ ଶଷେ ରେ ଦଣ୍ଡ ସମୟରେ କ'ଣ କରିବେ ?

ଯିରିମିୟ 6:15

ଯାଜକ ଓ ଭବିଷ୍ଯଦବକ୍ତାମାନେ ଘୃଣ୍ଯକର୍ମ କଲେ ମଧ୍ଯ ଲଜ୍ଜିତ ନୁହଁନ୍ତି। ସମାନେେ ସମାନଙ୍କେର ଦୁଷ୍କର୍ମ ପାଇଁ ମୁଖ ବିବର୍ଣ୍ଣ କଲେ ନାହିଁ। ତେଣୁ ସଦାପ୍ରଭୁ କହନ୍ତି, ସମାନେେ ପତିତମାନଙ୍କ ମଧିଅରେ ପତିତ ହବେେ ଓ ଆମ୍ଭେ ସେସାନଙ୍କୁ ପ୍ରତିଫଳ ଦବୋ ବେଳେ ସମାନେେ ନିପାତିତ ହବେେ।

ଯିରିମିୟ 8:12

ସମାନେେ ଘୃଣ୍ଯକର୍ମ କରିସୁଦ୍ଧା ଲଜ୍ଜିତ ହେଲେ ନାହିଁ, ସମାନଙ୍କେର ମୁଖମଣ୍ଡଳ ଏହି ମନ୍ଦକର୍ମ ଯୋଗୁଁ ବିବର୍ଣ୍ଣ ହେଲା ନାହିଁ। ଏଣୁ ସମାନେେ ପତିତ ଲୋକମାନଙ୍କ ମଧିଅରେ ପତିତ ହବେେ। ସମାନଙ୍କେ ପ୍ରତିଫଳ ପ୍ରାପ୍ତି ସମୟରେ ସମାନେେ ନିପାତିତ ହବେେ। ସଦାପ୍ରଭୁ ଏହିସବୁ କହନ୍ତି।

ଯିହିଜିକଲ 14:9

ଯଦି କୌଣସି ଭବିଷ୍ଯଦବକ୍ତା ଏପରି ମୂର୍ଖ ଭବିଷ୍ଯତବାଣୀ ପ୍ରଚାର କରେ, ତବେେ ମୁଁ ସଦାପ୍ରଭୁ ତାକୁ ଦଖାଇେ ଦବେି ଯେ, ସେ କିପରି ମୂର୍ଖ ଥିଲା।

ହୋଶେୟ 4:17

ଇଫ୍ରଯିମ ପ୍ରତିମା ପୂଜା ରେ ଯୋଗ ଦଇେଛନ୍ତି। ତେଣୁ ତାକୁ ଏକୁଟିଆ ପ୍ରଭୁ ଛାଡନ୍ତି।

ମୀଖା 3:6

ଏଥିପାଇଁ ତୁମ୍ଭମାନେେ ଦର୍ଶନ ପାଇବ ନାହିଁ, ତୁମ୍ଭମାନଙ୍କ ପାଇଁ ତାହା ରାତ୍ରି ହବେ। ଭବିଷ୍ଯତ୍ ରେ କ'ଣ ଘଟିବ ତୁମ୍ଭମାନେେ ତାହା ଦେଖିପାରିବ ନାହିଁ। ତେଣୁ ତାହା ତୁମ୍ଭମାନଙ୍କ ପାଇଁ ଅନ୍ଧକାର ହବେ। ସୂର୍ୟ୍ଯ ସହେି ଭବିଷ୍ଯତ୍ବକ୍ତାଗଣଙ୍କ ଉପ ରେ ଅସ୍ତମିତ ହବେେ, ତେଣୁ ସମାନଙ୍କେ ପାଇଁ ଦିବସ ଅନ୍ଧକାର ତୁଲ୍ଯ ହବେ।

ମଲାଖୀ 2:8

ମାତ୍ର ତୁମ୍ଭେ ଯାଜକଗଣ ଆମ୍ଭ ପଥରୁ ବିମୁଖ ହାଇେଛ ଏବଂ ତୁମ୍ଭମାନେେ ବହୁତ ଲୋକମାନଙ୍କୁ ଭୂଲ୍ ପଥରେ ୟିବା ପାଇଁ ଶିଖାଇଲ। ତୁମ୍ଭମାନେେ ଲବେୀଙ୍କ ସହିତ ହାଇେଥିବା ଚୁକ୍ତିକୁ ଲଙ୍ଘନ କଲ। ସର୍ବଶକ୍ତିମାନ ସଦାପ୍ରଭୁ ଏହିକଥା କହିଥିଲେ।

ମାଥିଉଲିଖିତ ସୁସମାଚାର 23:16

ରେ ଅନ୍ଧ ମାର୍ଗଦର୍ଶକଗଣ! ତୁମ୍ଭକୁ ଧିକ୍! ତୁମ୍ଭେ କହିଥାଅ, ଯଦି କହେି ଲୋକ ଉପାସନା ମନ୍ଦିର ନାମ ରେ ରାଣ ପକାଇ ଶପଥ କରିଥାଏ ତବେେ ତାକୁ ସହେି ଶପଥ ରଖିବା ଦରକାର ନାହିଁ। କିନ୍ତୁ ଯେଉଁ ଲୋକ ଉପାସନା ମନ୍ଦିରର ସୁନା ନାମ ରେ ରାଣ ପକାଇ ଶପଥ କରେ, ତବେେ ସେ ନିଶ୍ଚୟ ସହେି ଶପଥ ରକ୍ଷା କରିବ।

ଲୂକଲିଖିତ ସୁସମାଚାର 6:39

ଯୀଶୁ ସମାନଙ୍କେୁ ଗୋଟିଏ ଦୃଷ୍ଟାନ୍ତ କଥା କହିଲେ, ଜଣେ ଅନ୍ଧ ଆଉ ଜଣେ ଅନ୍ଧକୁ ବାଟ ଦଖାଇେ ପାରିବ କି? ନା! ତାହାକଲେ ଉଭୟ ଗୋଟିଏ ଖାଲ ରେ ଖସି ପଡିବେ।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 6:5

ତାହା ମନ୍ଦ ମନ ଥିବା ଲୋକମାନଙ୍କ ମାଧ୍ଯମ ରେ ସୀମାହୀନ ୟୁକ୍ତିତର୍କ ଆରମ୍ଭ କରେ। କୁତର୍କକୁ ମଧ୍ଯ ତାହା ଆମନ୍ତ୍ରିତ କରେ। ସହେି ଲୋକମାନେ ସତ୍ଯକୁ ହରାଇ ବସିଛନ୍ତି। ସମାନେେ ଭାବନ୍ତି ଯେ ପରମେଶ୍ବରଙ୍କ ସବୋ କରିବା ହେଉଛି ଧନୀ ହବୋର ଏକ ଉପାୟ।

ପିତରଙ୍କ ଦିତୀୟ ପତ୍ର 2:1

ଅତୀତକାଳ ରେ ପରମେଶ୍ବରଙ୍କ ଲୋକମାନଙ୍କ ମଧିଅରେ ମିଥ୍ଯା ଭବିଷ୍ଯଦ୍ ବକ୍ତା ଥିଲେ। ଏବେ ମଧ୍ଯ ସହଭେଳି ଅଛନ୍ତି। ତୁମ୍ଭ ଦଳ ରେ କେତେ ଜଣ ଭଣ୍ଡ ଶିକ୍ଷକ ରହିବେ। ସମାନେେ ଏପରି ଭୁଲ ଶିକ୍ଷା ଦବେେ ଯେ, ଲୋକେ ନିଜକୁ ହଜାଇ ଦବେେ। ସମାନେେ ଏଭଳି ଭାବରେ ଶିକ୍ଷା ଦବେେ ଯେ ସମାନେେ ଯେ ଭୁଲ କରୁଛନ୍ତି, ତାହା ତୁମ୍ଭେ ଜାଣିବା କଠିନ ହବେ। ସମାନେେ ମୁକ୍ତିଦାତା ଯୀଶୁଙ୍କୁ ଗ୍ରହଣ କରିବାକୁ ମଧ୍ଯ ମନା କରିବେ। ସେପ୍ରକା ରେ ସମାନେେ ନିଜକୁ ଶୀଘ୍ର ନଷ୍ଟ କରି ଦବେେ।

ପିତରଙ୍କ ଦିତୀୟ ପତ୍ର 2:17

ଏହି ଭଣ୍ଡ ଶିକ୍ଷକମାନେ ପାଣି ନ ଥିବା ନଈ ଭଳି, ସମାନେେ ପ୍ରଚଣ୍ଡ ଝଡ଼ ରେ ଉଡ଼ୁଥିବା ମେଘଗୁଡ଼ାକ ଭଳି, ସମାନଙ୍କେ ନିମନ୍ତେ ଘାରେ ଅନ୍ଧକାର ସ୍ଥାନ ରଖା ଯାଇଅଛି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19:20

କିନ୍ତୁ ସହେି ପଶୁ ବନ୍ଦୀ ହେଲା ଏବଂ ଭଣ୍ଡ ଭବିଷ୍ଯଦ୍ ବକ୍ତା ମଧ୍ଯ ବନ୍ଦୀ ହେଲା। ଏହି ଭଣ୍ଡ ଭବିଷ୍ଯଦ୍ ବକ୍ତା ସହେି ପଶୁ ପାଇଁ ବହୁତ ଆଶ୍ଚର୍ୟ୍ଯଜନକ କାର୍ୟ୍ଯ କରିଥିଲା। ଏହି ପଶୁ, ୟିଏ କି ପଶୁର ଚିହ୍ନ ଧାରଣ କରିଥିବା ଓ ତାହାର ପ୍ରତିମାକୁ ପୂଜା କରିଥିବା ଲୋକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ବନ୍ଦୀ ହେଲା। ସହେି ଭଣ୍ଡ ଭବିଷ୍ଯଦ୍ ବକ୍ତା ଓ ପଶୁଙ୍କୁ ଗନ୍ଧକ ଜଳୁଥିବା ଅଗ୍ନିପୂର୍ଣ୍ଣ ହ୍ରଦ ରେ ଜୀବନ୍ତ ଫିଙ୍ଗି ଦିଆଗଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 22:15

କିନ୍ତୁ କୁକୁରମାନେ, ମନ୍ଦ କୁହୁକ କରୁଥିବା ଲୋକମାନେ, ଯେଉଁମାନେ ୟୌନଗତ ପାପ କରନ୍ତି, ନରହନ୍ତାମାନେ, ପ୍ରତିମାପୂଜକଗଣ, ମିଥ୍ଯାପ୍ରିୟ ଓ ମିଥ୍ଯାବାଦୀମାନେ ନଗରର ବାହା ରେ ରହିବେ।

Interlinear

Choose Theme