କିନ୍ତୁ ଜଣେ ଲୋକ ଯେଉଁ ମନ୍ଦ କଥା ପାଟି ରେ କ ହେ, ତାହା ପ୍ରକୃତ ରେ ତା'ର ମନ ଭିତରୁ ଆସିଥାଏ। ଏହା ଲୋକକୁ ଅପବିତ୍ର କରିଥାଏ।
Cross references
ପକ୍ସ୍ଟରକ୍ସ୍ଟଣା କଥା ଅଛି, 'ଦକ୍ସ୍ଟଷ୍ଟଠାରକ୍ସ୍ଟ ଦକ୍ସ୍ଟଷ୍ଟତା ବାହା ରେ।'
ତା'ର ବାକ୍ଯସବୁ କବଳେ ମୂଲ୍ଯହୀନ ମିଥ୍ଯା ଅଟେ। ସେ ଜ୍ଞାନୀ ହାଇପୋରେ ନାହିଁ ଅଥବା ସୁକର୍ମ କରିବା ଶିଖେ ନାହିଁ।
ପାପାଧମ ବ୍ଯକ୍ତି, ଅପରାଧୀ ମନୁଷ୍ଯ ସର୍ବଦା ମିଥ୍ଯା କଥା କହନ୍ତି।
ଧାର୍ମିକ ଲୋକମାନେ କଣ କହିବାକୁ ହବେ ଜାଣନ୍ତି, କିନ୍ତୁ ଦୁଷ୍ଟଗଣ କହନ୍ତି ଯାହା ଅସୁବିଧା ରେ ପକାଏ।
ଜଣେ ଜ୍ଞାନୀ ଲୋକ ତା'ର ଚିନ୍ତାଧାରା ଭଲ ଭାବରେ କହିପା ରେ। କିନ୍ତୁ ନିର୍ ବୋଧ ନିର୍ ବୋଧତାକୁ ବଖାଣେ।
ଧାର୍ମିକର ମନ ବିବଚେନା କରି ଉତ୍ତର ଦିଏ। ମାତ୍ର ଦୁଷ୍ଟମାନଙ୍କ ମୁଖ ମନ୍ଦକଥା ସର୍ବଦା କ ହେ।
ହେ କାଳସର୍ପର ସନ୍ତାନଗଣ, ତୁମ୍ଭମାନେେ ମନ୍ଦ ଲୋକ, ତୁମ୍ଭେ ଭଲ କଥା କିପରି କହି ପାରିବ? ଜଣେ ତା ମନ ଭିତ ରେ ଯାହା ଭାବୁଥାଏ, ତାକୁ କଥା ରେ ପ୍ରକାଶ କରିଥାଏ।
ମଣିଷ ମୁହଁ ଭିତରକୁ ଯାଇଥିବା ବିଷୟ ୟୋଗୁ ଅପବିତ୍ର ହାଇଯୋଏ ନାହିଁ ବରଂ ତାର ମୁହଁରୁ ବାହାରୁଥିବା ବିଷୟ ୟୋଗୁ ସେ ଅପବିତ୍ର ହାଇେଥାଏ।
ତା'ପରେ ରାଜା ସହେି ଚାକରକୁ କହିଲେ, 'ତୁମ୍ଭେ ଜଣେ ଦୁଷ୍ଟ ଚାକର। ତୁମ୍ଭେ ମାେ ପ୍ରତି ବ୍ଯବହାର କରିଥିବା ଭାଷା ରେ ମୁଁ ତୁମ୍ଭରି ବିଚାର କରିବି। ତୁମ୍ଭେ କହିଛ ଯେ, ମୁଁ ଜଣେ କଠାେର ବ୍ଯକ୍ତି। ପୁଣି କହିଛ ଯେ ମୁଁ ଅର୍ଜ୍ବନ ନକରି ଟଙ୍କା ନିଏ ଓ ଉତ୍ପନ୍ନ ନକରି ମଧ୍ଯ ଖାଦ୍ୟଶସ୍ଯ ସଂଗ୍ରହ କରେ।'
ଜିହ୍ବା ହେଉଛି ଏକ େଛାଟ ଅଗ୍ନିଶିଖା ଭଳି। ଯେଉଁ େଛାଟ ଅଗ୍ନି ଶିଖାଟି ଗୋଟିଏ ବଡ଼ ଜଙ୍ଗଲ ରେ ନିଆଁ ଲଗଇେ ଦଇପୋରିବ। ଆମ୍ଭ ଶରୀରର ଅଙ୍ଗଗୁଡ଼ିକ ଭିତ ରେ ଜିହ୍ବା ହେଉଛି ସବୁଠାରୁ ମନ୍ଦ। କିପରି ? ଜିହ୍ବା ଆମ୍ଭ ଶରୀର ମାଧ୍ଯମ ରେ ନିଜର ମନ୍ଦତା ପ୍ରସାର କରେ। ଏହା ଏପରି ଅଗ୍ନି ସୃଷ୍ଟି କରେ ଯେ, ତାହା ସମଗ୍ର ଜୀବନକୁ ପ୍ରଭାବିତ କରେ।
ସହେି ପଶୁକୁ ଗର୍ବ କରିବା ପାଇଁ ଓ ଖରାପ କଥା କହିବା ପାଇଁ ଅନୁମତି ଦିଆଗଲା। ତାକୁ ବଯାଳିଶମାସ ପର୍ୟ୍ଯନ୍ତ ତା'ର କ୍ଷମତା ପ୍ରଯୋଗ କରିବା ପାଇଁ ଅନୁମତି ଦିଆଗଲା।