ଯୀଶୁଙ୍କ ଶିଷ୍ଯମାନେ କହିଲେ, ଆମ୍ଭେ ଏତେ ଲୋକଙ୍କ ପାଇଁ ଏତେ ଖାଦ୍ୟ ଏଭଳି ସ୍ଥାନ ରେ କେଉଁଠାରୁ ପାଇବା? ଆମ୍ଭେ ନଗର ଠାରୁ ବହୁତ ଦୂର ରେ ଅଛୁ।
Cross references
ତବେେ ମାଶାେ କହିଲେ, ସଦାପ୍ରଭୁ, ମୁଁ ଯେଉଁ ଲୋକମାନଙ୍କ ମଧିଅରେ ଅଛି ସମାନେେ ଛଅ ଲକ୍ଷ ପଦାତିକ। ତଥାପି ତୁମ୍ଭେ କହୁଅଛ, 'ଆମ୍ଭେ ସମାନଙ୍କେୁ ମାଂସ ଦବୋ, ସମାନେେ ତାହା ସମ୍ପୂର୍ଣ ଏକ ମାସ ଖାଇବେ!'
ଅନନ୍ତର ଜଣେ ଲୋକ ବାଲ୍-ଶାଲିଶାରୁ ପରମେଶ୍ବରଙ୍କ ଲୋକଙ୍କ ନିକଟକୁ ପ୍ରଥମ ଫଳ ରେ ରୋଟୀ ଅର୍ଥାତ୍ କୋଡିଏ ୟବ ରୋଟୀ ଓ ନୂତନ ଶସ୍ଯର ଶୀଷା ଆପଣା ଝୁଲି ରେ ନଇେ ଆସିଲା। ତହିଁରେ ଇଲୀଶାୟ କହିଲେ, ଲୋକମାନଙ୍କୁ ଦିଅ, ସମାନେେ ଭୋଜନ କରନ୍ତୁ।
ସନ୍ଧ୍ଯା ବଳକେୁ ଶିଷ୍ଯମାନେ ତାହାଙ୍କ ପାଖକୁ ଆସି କହିଲେ, ଏହା ଅତ୍ଯନ୍ତ ନିଛାଟିଆ ସ୍ଥାନ। ସମୟ ବହୁତ ହେଲାଣି। ଲୋକମାନଙ୍କୁ ଏଠାରୁ ପଠଇେ ଦିଅ। ତା' ହେଲେ ସମାନେେ ଗାଁମାନଙ୍କୁ ଯାଇ ସମାନଙ୍କେ ପାଇଁ ଖାଦ୍ୟ କିଣି ପାରିବେ।
ଯୀଶୁ କିନ୍ତୁ ସମାନଙ୍କେୁ କହିଲେ, ତୁମ୍ଭମାନେେ ସମାନଙ୍କେୁ ଖାଇବାକୁ ଦିଅ।
ଯୀଶୁଙ୍କ ଶିଷ୍ଯମାନେ କହିଲେ, ଆମ୍ଭମାନେେ ଏ ଜନହୀନ ଅଂଚଳ ରେ ଏମାନଙ୍କୁ ଖୁଆଇବା ପାଇଁ ୟଥେଷ୍ଟ ଖାଦ୍ୟ କୁଆଡୁ ପାଇ ପାରିବୁ?
କିନ୍ତୁ ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନେେ ଏମାନଙ୍କୁ କିଛି ଖାଇବାକୁ ଦିଅ।
ଯୀଶୁ ଦେଖିଲେ ଲୋକମାନେ ବହୁ ସଂଖ୍ଯା ରେ ତାହାଙ୍କ ପାଖକୁ ଆସୁଛନ୍ତି। ସେ ଫିଲିପ୍ପଙ୍କୁ କହିଲେ, ଫିଲିପ୍ପ, ଏହି ଲୋକମାନଙ୍କୁ ଖୁଆଇବା ପାଇଁ ଆମ୍ଭେ କେଉଁଠାରୁ ୟଥେଷ୍ଟ ଖାଦ୍ୟ କିଣି ପାରିବା?